Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ , ଆପଣମାନେ ନିରାପଦରେ ଫେରି ଆସିଥିବାରୁ ମୁଁ ବହୁତ୍ ଖୁସି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ , ଆପଣମାନେ ନିରାପଦରେ ଫେରି ଆସିଥିବାରୁ ମୁଁ ବହୁତ୍ ଖୁସି

2023-12-01 13:05:42
14097
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ , ଆପଣମାନେ ନିରାପଦରେ ଫେରି ଆସିଥିବାରୁ ମୁଁ ବହୁତ୍ ଖୁସି

ଭୁବନେଶ୍ଵର : ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।


ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ।


 ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ


 ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ। ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ।


ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ।


 ସୂଚନା ଯୋଗ୍ୟ ଯେ ଶ୍ରୀ ପାଣ୍ଡିଆନ ଗତ କାଲି ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ।


ଏହି ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ନାୟକ ସେମାନଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଖବର ରଖିବା ପାଇଁ ଉତ୍ତରାଖଣ୍ଡ ଯାଇ ଥିଲେ ଓ ସମସ୍ତଙ୍କୁ ଧରି ଓଡ଼ିଶା ଫେରି ଥିଲେ।


ଅନ୍ୟ ମାନଙ୍କ ମଧ୍ୟରେ  ଶ୍ରମ  କମିଶନର  ଉପସ୍ଥିତ ଥିଲେ |

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14995
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15498
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14471
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13641
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14888
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13761
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15340
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15252
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13641
    Sep 03, 2026
  • ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13564
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17737
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13378
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14473
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14780
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14734
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14072
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13564
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14995
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14512
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14471
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ କର୍ତ୍ତୃପକ୍ଷ

    14888
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In