Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

  • ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ...

  • ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ...

  • ଭୂମିକମ୍ପ: ଥରିଲା ଆଫଗାନିସ୍ତାନ

  • କାରଖାନାରେ ଭୀଷଣ ଅଗ୍ନିକାଣ୍ଡ, ୮ ମୃତ

  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

  • ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ...

  • ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ...

  • ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ...

ବିଶେଷ
Home ›› ବିଶେଷ ››ନିଜ ଖାଦ୍ୟରେ ସାମିଲ କରନ୍ତୁ ହରଡ ଡାଲି

ନିଜ ଖାଦ୍ୟରେ ସାମିଲ କରନ୍ତୁ ହରଡ ଡାଲି

2023-12-02 04:57:15
15456
Share:
Facebook
Twitter
E-Mail
WhatsApp
Telegram
ନିଜ ଖାଦ୍ୟରେ ସାମିଲ କରନ୍ତୁ ହରଡ ଡାଲି

ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ ହରଡ ଡାଲିର ସେବନ। ଏହାର ସେବନ ଓଜନ ହ୍ରାସ ହେବାରେ ମଧ୍ୟ ସହାୟକ ହୋଇଥାଏ। ଏହାସହ ଉଚ୍ଚ ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣ କରିଥାଏ। ଏଥିରେ ସୋଡିୟମ, ଫାଇବର, ପୋଟାସିୟମ, କାବ୍ରୋହାଇଡ୍ରେଟ, ମେଗ୍ନେସିୟମ, ଆଇରନ ଓ କ୍ୟାଲସିୟମ ଭଳି ପୋଷକ ତତ୍ତ୍ୱ ରହିଛି। ଏହି ଡାଲିକୁ ଆପଣ ମଧ୍ୟ ଡାଏଟ୍‌‌ରେ ସାମିଲ କରି ପାରିବେ। ଆପଣ ଯଦି ଶାକାହାରୀ ତେବେ ଏହାକୁ ନିଶ୍ଚୟ ନିଜ ଖାଦ୍ୟରେ ସାମିଲ କରନ୍ତୁ। ଅନେକ ଲୋକଙ୍କୁ ହରଡ ଡାଲି ଖାଇବା ଖୁବ୍‌‌ ପସନ୍ଦ। ଏହା ଉଚ୍ଚ ରକ୍ତଚାପ ସହ ମଧୁମେହ ରୋଗୀଙ୍କ ସମସ୍ୟାକୁ ନିୟନ୍ତ୍ରଣରେ ରଖିଥାଏ। ହରଡ ଡାଲିର ସେବନ କରିବା ଦ୍ୱାରା ରକ୍ତଚାପ ନିୟନ୍ତ୍ରଣରେ ରହିଥାଏ। ଏଥିରେ ପୋଟାସିୟମ ଭରପୁର ମାତ୍ରାରେ ରହିଥାଏ। ଯାହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ।

ଉଚ୍ଚ ରକ୍ତଚାପ ରୋଗୀଙ୍କ କ୍ଷେତ୍ରରେ ହୃଦୟ ଜନିତ ସମସ୍ୟା ହେବାରେ ଅଧିକ ସମ୍ଭାବନା ରହିଥାଏ। ତେଣୁ ନିଜ ଖାଦ୍ୟରେ ହରଡ ଡାଲି ସାମିଲ କରନ୍ତୁ। ଏହି ଡାଲିରେ ପୋଟାସିୟମ ରହିଛି। ଯାହା ମଧୁମେହ ରୋଗୀଙ୍କ ପାଇଁ ବେଶ ଉପକାରୀ। ଏହା ରକ୍ତରେ ଶର୍କରାର ମାତ୍ରାକୁ ନିୟନ୍ତ୍ରଣରେ ରଖିବାରେ ସହାୟକ ହୋଇଥାଏ। ମାତ୍ର ମଧୁମେହ ସହ ଅନ୍ୟ କୌଣସି ସମସ୍ୟା ଥିଲେ ଡାକ୍ତରଙ୍କ ପରାମର୍ଶରେ ହରଡ ଡାଲିର ସେବନ କରନ୍ତୁ। ଏହା ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ। ଏଥିରେ ଅଧିକ ମାତ୍ରାରେ ଫାଇବର ରହିଛି। ଯାହା ଭୋଜନକୁ ସହଜରେ ହଜମ କରିଥାଏ। ଏହି ଡାଲିର ସେବନ କରିବା ଦ୍ୱାରା ଗ୍ୟାଷ୍ଟ୍ରିକ୍‌‌ ଓ ବଦହଜମି ସମସ୍ୟା ମଧ୍ୟ ହୋଇନଥାଏ।

ଏହି ଡାଲିର ସେବନ ଦ୍ୱାରା ଦିନଯାକ ସତେଜ ଅନୁଭବ କରିଥାଆନ୍ତି। ଗର୍ଭବତୀ ମହିଳାଙ୍କ ପାଇଁ ଏହା ଉପକାରୀ। ଏହା ଉଭୟ ମାଆ ଓ ଗର୍ଭସ୍ଥ ଶିଶୁଙ୍କ ପାଇଁ ଲାଭଦାୟକ ହେବା ସହ ଶିଶୁର ବିକାଶରେ ମଧ୍ୟ ସହାୟକ ହୋଇଥାଏ। ଏହି ଡାଲିର ସେବନ ଦ୍ୱାରା ଓଜନ ହ୍ରାସ ହୋଇଥାଏ। ଏହି ଡାଲିରେ ଭରପୁର ମାତ୍ରାରେ ପ୍ରୋଟିନ ରହିଛି। ଏହି କାରଣରୁ ଏହାକୁ ଖାଇବା ପରେ ଅଧିକ ସମୟ ଯାଏଁ ପେଟ ଭର୍ତ୍ତି ହୋଇ ରହିଥାଏ। ଫଳରେ ବାରମ୍ବାର ଭୋକ ହୋଇନଥାଏ। ଏହି ଡାଲି ଶରୀରକୁ ଆବଶ୍ୟକ ପରିମାଣରେ ପୋଷକ ତତ୍ତ୍ୱ ମଧ୍ୟ ଯୋଗାଇଥାଏ। 

Powered by Froala Editor

Tags Harada dal

Related articles Odisha News Lens 4.1

  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ
    ବିଶେଷ

    ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    13603
    May 20, 2025
  • ଭୂମିକମ୍ପ: ଥରିଲା ଆଫଗାନିସ୍ତାନ
    ଦେଶ-ଦେଶାନ୍ତର

    ଭୂମିକମ୍ପ: ଥରିଲା ଆଫଗାନିସ୍ତାନ

    14660
    May 19, 2025
  • ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ମନ୍ତବ୍ୟ : ପ୍ରଫେସରଙ୍କୁ ଜେରା କରିବ ବୋଲି ...
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ମନ୍ତବ୍ୟ : ପ୍ରଫେସରଙ୍କୁ ଜେରା କରିବ ବୋଲି ...

    15607
    May 18, 2025
  • ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....
    ବିଶେଷ

    ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....

    14677
    May 19, 2025
  •  ପ୍ରୋଟିନରେ ଭରପୁର ଏହି ୫ ଜିନିଷ
    ବିଶେଷ

    ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15286
    May 19, 2025
  • ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ

    15545
    May 18, 2025
  • ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ
    ଦେଶ-ଦେଶାନ୍ତର

    ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ

    14636
    May 19, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି
    ବିଶେଷ

    ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15285
    May 20, 2025
  • ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ସହୁଛି ତୁର୍କୀ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ସହୁଛି ତୁର୍କୀ

    14963
    May 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ

    15545
    May 18, 2025
  • ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ମନ୍ତବ୍ୟ : ପ୍ରଫେସରଙ୍କୁ ଜେରା କରିବ ବୋଲି ପୋଲିସ

    15607
    May 18, 2025
  • ବିଶେଷ

    ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    13603
    May 20, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16898
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15443
    Apr 03, 2021

ବିଶେଷ

  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    13603
    May 20, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15285
    May 20, 2025
  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15286
    May 19, 2025
  • ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....

    14677
    May 19, 2025
  • ଆପଲ ସାଇଡରର ଆଶ୍ଚର୍ଯୟଜନକ ଲାଭ ବିଷୟରେ ଜାଣନ୍ତୁ.....

    14279
    May 18, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16270
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13983
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14777
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15303
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ

    15545
    May 18, 2025
  • ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ

    14636
    May 19, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15285
    May 20, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In