Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

ରାଜ୍ୟ
Home ›› ରାଜ୍ୟ ››ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ତଦାରଖ କଲେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ତଦାରଖ କଲେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

2023-12-02 07:02:40
15127
Share:
Facebook
Twitter
E-Mail
WhatsApp
Telegram
ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ତଦାରଖ କଲେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀ: ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ତଦାରଖ କରିଛନ୍ତି 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ପ୍ରଥମେ ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରେ ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି  ।ସେହିପରି ସେହି ରାସ୍ତା ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ସହ ମ୍ୟାପକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେସବୁ ସ୍ଥାନକୁ ବୁଲି ଦେଖିବା ସହ କାର୍ୟ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଭି.କେ ପାଣ୍ଡିଆନ। ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ରହି ଚାଲିଥିବା କାର୍ୟ୍ୟ ବାବଦରେ ସୂଚନା ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, ଲ୍ୟାଣ୍ଡସ୍କେପିଙ୍ଗ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ସମୀକ୍ଷା ଅବସରରେ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଙ୍ଗ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚିକୋଟ ଛକଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚିକୋଟ ଛକ ପର୍ୟ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।

Powered by Froala Editor

Tags Vk pandian

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15261
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14386
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15425
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15661
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13280
    Oct 21, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14810
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15449
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13613
    Oct 21, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15583
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15661
    Oct 20, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15425
    Oct 20, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15261
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14838
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15423
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14767
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14862
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15863
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15113
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15823
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14810
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15425
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15261
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In