Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା:ଦକ୍ଷିଣ ଓଡ଼ିଶାରେ ପଡିବ ବାତ୍ୟାର ବଡ ପ୍ରଭାବ

ବାତ୍ୟା:ଦକ୍ଷିଣ ଓଡ଼ିଶାରେ ପଡିବ ବାତ୍ୟାର ବଡ ପ୍ରଭାବ

2023-12-02 07:26:12
15049
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା:ଦକ୍ଷିଣ ଓଡ଼ିଶାରେ ପଡିବ ବାତ୍ୟାର ବଡ ପ୍ରଭାବ

ଭୁବନେଶ୍ବର: ଓଡ଼ିଶା ଆସିବନି କିନ୍ତୁ ପଡିବ ପ୍ରଭାବ। ଦକ୍ଷିଣ ଓଡ଼ିଶାରେ ବାତ୍ୟା ମିଚାଉଁର ବଡ ପ୍ରଭାବ ପଡିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା  ଉତ୍ତର ତାମିଲନାଡୁ ଏବଂ ଚେନ୍ନାଇର ମଛଲିପଟ୍ଟନମ ମଝିରେ ଉପକୂଳ ଅତିକ୍ରମ କରିବ। ବାତ୍ୟାର ପ୍ରଭାବ ଦକ୍ଷିଣ ଉପକୂଳ ଓଡ଼ିଶାରେ ପଡିବ। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ତାରିଖରେ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଦକ୍ଷିଣ ଓଡ଼ିଶାରେ ପଡିବ ବାତ୍ୟାର ବଡ ପ୍ରଭାବ। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ। ଘଣ୍ଟାପ୍ରତି ବହିବ ୪୦ରୁ ୫୦ କିଲୋମିଟର ବେଗରେ ପବନ। ସବୁ ବନ୍ଦରକୁ ଜାରି ହେଲା ୧ନମ୍ବର ବିପଦ ସଙ୍କେତ। ୫ରୁ ୭ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା। ୪ ତାରିଖ ସନ୍ଧ୍ୟାରେ ଉତ୍ତର ତାମିଲନାଡୁ ଏବଂ ମଛଲିପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା ମିଚାଉଁ । ବ୍ୟାପକ ଧାନ ଫସଲ ନଷ୍ଟ ହେବା ଆଶଙ୍କା। ଧୋଇଯିବ କଚ୍ଚା ଘର ଏବଂ ରାସ୍ତା । ୩ତାରିଖରୁ ଓଡ଼ିଶାରେ ବଦଳିବ ପାଗ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ଏହା ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ୩ତାରିଖ ସୁଦ୍ଧା ବାତ୍ୟା ମିଚାଉଁର ରୂପ ନେଇ ସ୍ଥଳଭାଗମୁହାଁ ହେବ । ପରେ ରିକର୍ଭ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ। ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସହ ସର୍ବାଧିକ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।

ବାତ୍ୟା ପ୍ରଭାବରେ ୩ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ ବର୍ଷା। ୪ରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ। ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୫ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆରେଞ୍ଜ ଆଲର୍ଟ ଥିବା ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏଁ ବର୍ଷା  ସମ୍ଭାବନା ରହିଛି। ସେହିଭଳି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ବର୍ଷା ସମୟରେ ଘଣ୍ଟା ପ୍ରତି ୩୫ରୁ ୪୫କିମି ଓ ଝଟକା ପବନର ବେଗ ୫୫ କିମି ପର୍ୟ୍ୟନ୍ତ ରହିବ।୫ରୁ ୭ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପୁରୀ ସିଗ୍ନାଲ ବନ୍ଦର ସହିତ ଗୋପାଳପୁର, ପାରାଦୀପ, ଧାମରା ବନ୍ଦର କୁ ୧ ନମ୍ୱର୍ ବିପଦ ସଂକେତ ଜାରି କରାଯାଇଛି।

Powered by Froala Editor

Tags Cyclone

Related articles Odisha News Lens 4.1

  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13895
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14694
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14762
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15515
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14044
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15498
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13994
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14318
    Sep 29, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14689
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14694
    Sep 28, 2026
  • ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15498
    Sep 29, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14318
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17823
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14762
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13830
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15704
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15270
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14644
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14209
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14433
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14222
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13994
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14694
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In