Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

Home ›› ››୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

2023-12-02 18:54:48
14921
Share:
Facebook
Twitter
E-Mail
WhatsApp
Telegram
୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ଶୁକ୍ରବାର ସକାଳେ ବେଙ୍ଗାଲୁରୁର ପ୍ରାୟ ୪୫ଟି ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ଇମେଲ ଜରିଆରେ ଏହି ଧମକ ଦିଆଯାଇଛି। ଏହି ଇ-ମେଲ୍ ପାଇବା ପରେ ବିଦ୍ୟାଳୟର କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଅତ୍ୟନ୍ତ ଆତଙ୍କିତ ହୋଇପଡ଼ିଥିଲେ। ସ୍କୁଲ କର୍ତ୍ତୃପକ୍ଷ ତୁରନ୍ତ ପୁଲିସକୁ ଖବର ଦେବା ପରେ ସେ ବୋମା ନିଷ୍କ୍ରିୟକାରୀ ସ୍କ୍ବାଡ୍ ଓ ତଦନ୍ତକାରୀ ଦଳ ସହ ବିଭିନ୍ନ ସ୍କୁଲରେ ପହଞ୍ଚିଥିଲେ। ତୁରନ୍ତ ସ୍କୁଲ ପରିସରରୁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ବାହାର କରାଯାଇଥିବା ବେଳେ ଏପର୍ଯ୍ୟନ୍ତ କୌଣସି ସନ୍ଦେହଜନକ ଜିନିଷ ମିଳିନାହିଁ।

ସକାଳୁ ପ୍ରଥମେ ୧୫, ପରେ ୨୫ ଓ ଶେଷରେ ୪୫ଟି ସ୍କୁଲର ଇ-ମେଲକୁ ହଠାତ୍‌ ବୋମା ବିସ୍ଫୋରଣର ଧମକପୂର୍ଣ୍ଣ ବାର୍ତ୍ତା ଆସିଥିଲା। ଖବର ପାଇ ପୁଲିସ୍‌ ତୁରନ୍ତ ସ୍କୁଲଗୁଡ଼ିକରେ ପହଞ୍ଚିଥିଲା। ବୋମା ନିଷ୍କ୍ରିୟକାରୀ ଟିମ ଓ ଡଗ ସ୍କ୍ୱାଡ ମଧ୍ୟ ସର୍ଚ୍ଚ ଅପରେସନରେ ଲାଗିଥିଲେ।

ତେବେ ଗୋଟିଏ ସମୟରେ ଏତେ ସଂଖ୍ୟକ ସ୍କୁଲକୁ ବୋମା ବିସ୍ଫୋରଣର ଧମକ ସମସ୍ତଙ୍କୁ ଚକିତ କରିଛି। ଧମକ ପରେ ତୁରନ୍ତ ସ୍କୁଲରେ ଥିବା ପିଲା ଓ କର୍ମଚାରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।

ଏହି ଖବର ବିଷୟରେ ସୂଚନା ପାଇବା ପରେ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଏକ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସେ କହିଛନ୍ତି, ମୁଁ ଟିଭି ଦେଖୁଥିଲି, ମୋ ଘର ବିପକ୍ଷରେ ଥିବା ସ୍କୁଲ ମଧ୍ୟ ଏକ ଧମକପୂର୍ଣ୍ଣ ମେଲ ପାଇଥିଲା। ମୁଁ ଯାଞ୍ଚ କରିବାକୁ ଏଠାକୁ ଆସିଥିଲି। ଏପର୍ଯ୍ୟନ୍ତ ଏହା ଏକ ଧମକପୂର୍ଣ୍ଣ କଲ ଭଳି ମନେହୁଏ, କିନ୍ତୁ ଆମେ ଏ ବିଷୟରେ ବହୁତ ସଚେତନରହିବାକୁ ପଡ଼ିବ।

ସେ କହିଛନ୍ତି, ପୋଲିସ ଏହା ଉପରେ ଦୃଷ୍ଟି ରଖିଛି। କେତେଜଣ ଦର୍ବୁର୍ତ୍ତ ଏହା କରିଥାଇ ପାରନ୍ତି, ଆମେ ସେମାନଙ୍କୁ ୨୪ଘଣ୍ଟା ମଧ୍ୟରେ ଧରିବୁ।


Powered by Froala Editor

Tags bomb

Related articles Odisha News Lens 4.1

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14226
    Mar 30, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15278
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14452
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14976
    Mar 30, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13742
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14372
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13245
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15265
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14777
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13791
    Mar 30, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13245
    Mar 30, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14777
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14777
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    15908
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15343
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15454
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15078
    Mar 23, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14226
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14976
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14372
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In