Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ...

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା ...

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ...

Home ›› ››ଶାହରୁଖଙ୍କ ବ୍ଲକ୍ ବଷ୍ଟର ଫିଲ୍ମକୁ ପଛରେ ପକାଇଲା ‘ଆନିମଲ’

ଶାହରୁଖଙ୍କ ବ୍ଲକ୍ ବଷ୍ଟର ଫିଲ୍ମକୁ ପଛରେ ପକାଇଲା ‘ଆନିମଲ’

2023-12-03 18:57:18
16435
Share:
Facebook
Twitter
E-Mail
WhatsApp
Telegram
ଶାହରୁଖଙ୍କ ବ୍ଲକ୍ ବଷ୍ଟର ଫିଲ୍ମକୁ ପଛରେ ପକାଇଲା ‘ଆନିମଲ’

ଶାହରୁଖଙ୍କ ଫିଲ୍ମକୁ ଟକ୍କର ଦେବା ମୁସକିଲ । ହେଲେ ରଣବୀର କପୁରଙ୍କ ଆନିମଲ ଫିଲ୍ମ ବ୍ଲକ୍ ବଷ୍ଟର ହୋଇଛି । ପ୍ରଥମ ଦିନରୁ ହିଁ ଭଲ ଆୟ କରି ଚାଲିଥିବାବେଳେ ସୁପରଡୁପର ହିଟ୍ ହୋଇଛି ।

'ଆନିମଲ୍'ର ଦ୍ୱିତୀୟ ଦିନର ରୋଜଗାର 'ଜବାନ'କୁ ପଛରେ ପକେଇ ଦେଇଛି। ପ୍ରାଥମିକ ତଥ୍ୟ ଅନୁଯାୟୀ, ଦ୍ୱିତୀୟ ଦିନରେ 'ଆନିମଲ୍' ୬୬ କୋଟି ଟଙ୍କା ରୋଜଗାର କରିଛି। ଫଳରେ ରଣବୀର କପୁରଙ୍କ ଫିଲ୍ମ ଦୁଇ ଦିନରେ ୧୦୦ କୋଟି ଟଙ୍କା ଅତିକ୍ରମ କରି ୧୨୯.୮୦ କୋଟି ଟଙ୍କା କଲେକ୍ସନ କରିଛି। ପ୍ରଥମ ଦିନରେ 'ଆନିମଲ୍' ୬୩.୮ କୋଟି ଟଙ୍କା ରୋଜଗାର କରିଥିଲା। ସେଥିମଧ୍ୟରୁ ହିନ୍ଦୀରେ ୫୪.୭୫ କୋଟି ଟଙ୍କା ଥିବା ବେଳେ ତେଲୁଗୁ ଭାଷାରେ ୮.୫୫ କୋଟି, କନ୍ନଡରେ ୯ ଲକ୍ଷ, ତାମିଲରେ ୪ ଲକ୍ଷ ଏବଂ ମାଲାୟାଲମ୍‌ରେ ୧ ଲକ୍ଷ ଟଙ୍କା ଥିଲା।

ସେହିପରି ସାରା ଦୁନିଆରେ ଫିଲ୍ମ ଦୁଇ ଦିନରେ ୨୩୬ କୋଟି ଟଙ୍କା ପାର୍ କରିଛି। ପ୍ରଥମ ଦିନରେ 'ଆନିମଲ୍' ସାରା ବିଶ୍ୱରେ ୧୧୬ କୋଟି ଟଙ୍କା ରୋଜଗାର କରିଥିଲା। କୁହାଯାଏ ଯେ ଫିଲ୍ମର ମୋଟ୍ ବଜେଟ୍ ୧୦୦ କୋଟି। ଏହି ହିସାବରେ ଫିଲ୍ମ ଦୁଇ ଦିନରେ ଦୁଇ ଗୁଣା ରୋଜଗାର କରିସାରିଲାଣି।

ତଥ୍ୟ ଅନୁଯାୟୀ, ଦ୍ୱିତୀୟ ଦିନରେ 'ଜବାନ' ୬୩.୫୦ କୋଟି ଟଙ୍କା ରୋଜଗାର କରିଥିଲା। କିନ୍ତୁ ଦ୍ୱିତୀୟ ଦିନରେ ରୋଜଗାର ଦୃଷ୍ଟିରୁ ଫିଲ୍ମ 'ଜବାନ'କୁ ପଛରେ ପକେଇଦେଇଛି। 

Powered by Froala Editor

Tags animal

Related articles Odisha News Lens 4.1

  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13411
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15215
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14473
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14652
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14098
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି
    ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15625
    Apr 12, 2026
  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14863
    Apr 12, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14906
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14051
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14051
    Apr 13, 2026
  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13411
    Apr 13, 2026
  • ଦେଶ-ଦେଶାନ୍ତର

    ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14565
    Apr 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17415
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17472
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17826
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16300
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14906
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15625
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14630
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15611
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14463
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15329
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15059
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15563
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13858
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14906
    Apr 13, 2026
  • ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14565
    Apr 12, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15625
    Apr 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In