Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

2023-12-03 19:00:15
16661
Share:
Facebook
Twitter
E-Mail
WhatsApp
Telegram
ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

ଅଭିନେତା ଜୁନିଅର ମେହମୁଦ ଏବେ ମୃତ୍ୟୁ ସହ ଲଢ଼ୁଛନ୍ତି। ତାଙ୍କ ପ୍ରକୃତ ନାଁ ନଇମ ସୟିଦ। ତେବେ ଜୁନିଅର ମେହମୁଦ ନାଁରେ ସେ ପ୍ରସିଦ୍ଧ। ତାଙ୍କୁ ଏହି ନାଁ ଦେଇଥିଲେ ବଲିଉଡ୍‌ର ବିଗତ ଦିନର ପ୍ରସିଦ୍ଧ ଅଭିନେତା ମହମୁଦ ଅଲୀ।

ତାଙ୍କର କର୍କଟ ରୋଗ ହୋଇଥିବା ବେଳେ ସେ କର୍କଟ ରୋଗର ଚତୁର୍ଥ ପର୍ଯ୍ୟାୟରେ ପହଞ୍ଚିସାରିଥିବା ଜଣାପଡ଼ିଛି। ସୂଚନା ମିଳିଛି ଯେ, ଜୁନିଅର ମେହମୁଦ ଗତ ଦୁଇ ମାସ ଧରି ଅସୁସ୍ଥ ଥିବା ସହ ହଠାତ୍ ତାଙ୍କର ଓଜନ ହ୍ରାସ ହେବାକୁ ଲାଗିଥିଲା। ଏହା ପରେ ତାଙ୍କର ପରୀକ୍ଷା କରାଯିବାରୁ ସେ କର୍କଟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ନଭେମ୍ବରରେ ତାଙ୍କର ରୋଗ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ସୂଚନା ତାଙ୍କର ଘନିଷ୍ଠ ବନ୍ଧୁ ସଲାମ କାଜି ଦେଇଛନ୍ତି।

ସଲାମ କାଜି କହିଛନ୍ତି, ସେ (ଜୁନିୟର ମହମୁଦ) 2 ମାସ ଧରି ଅସୁସ୍ଥ ଥିଲେ। ସେତେବେଳେ ସମସ୍ତେ ଭାବିଥିଲେ କିଛି ଛୋଟ ସମସ୍ୟା ହୋଇଥିବ। କିନ୍ତୁ ହଠାତ୍ ତାଙ୍କ ଓଜନ ହ୍ରାସ ପାଇବାକୁ ଲାଗିଲା। ଏହା ପରେ ପରୀକ୍ଷା କରିବାରୁ ତାଙ୍କୁ କ୍ୟାନସର ହୋଇଥିବା ଜଣାପଡ଼ିଲା। ତାଙ୍କ ଲିଭର, ଫୁସଫୁସ ସହିତ ପୂରା ଶରୀରକୁ କ୍ୟାନସର ବ୍ୟାପୀ ସାରିଛି। ତାଙ୍କ ପେଟରେ ଏକ ଟ୍ୟୁମର ହୋଇଛି। ସେ ଜଣ୍ଡିସରେ ବି ପୀଡ଼ିତ ଅଛନ୍ତି। ସେ ଏବେ କ୍ୟାନସରର ଚତୁର୍ଥ ସ୍ତରରେ ଅଛନ୍ତି।

ସଲାମ କାଜି କହିଛନ୍ତି ଜୁନିଅର ମେହମୁଦଙ୍କୁ ସାହାଯ୍ୟ କରିବା ପାଇଁ ଜନି ଲିଭର ଯାଇଥିଲେ। ତେବେ ଜୁନିଅର ମେହମୁଦଙ୍କ ଆର୍ଥିକ ଅବସ୍ଥା ବେଶ୍ ସ୍ବଚ୍ଛଳ। ମେହମୁଦଙ୍କ ପିଲାମାନେ ତାଙ୍କୁ କହିଥିଲେ ଯେ ଟଙ୍କାପଇସା ନେଇ ସେମାନଙ୍କର କିଛି ଚିନ୍ତା ନାହିଁ। ତଥାପି ଆବଶ୍ୟକ ହେଲେ ତାଙ୍କୁ ଫୋନ କରିବାକୁ ଜନି ଲିଭର ସେମାନଙ୍କୁ କହିଛନ୍ତି।

Powered by Froala Editor

Tags mehmood

Related articles Odisha News Lens 4.1

  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15126
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15475
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14420
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14070
    Oct 24, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14230
    Oct 22, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14690
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13632
    Oct 23, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14523
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14062
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14230
    Oct 22, 2026
  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14070
    Oct 24, 2026
  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14062
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15126
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15475
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15039
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15503
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14835
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14420
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15050
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14394
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13632
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14420
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14070
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In