Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

2023-12-03 19:00:15
16682
Share:
Facebook
Twitter
E-Mail
WhatsApp
Telegram
ମୃତ୍ୟୁ ସହ ଲଢ଼ୁଛନ୍ତି ଜୁନିଅର ମେହମୁଦ

ଅଭିନେତା ଜୁନିଅର ମେହମୁଦ ଏବେ ମୃତ୍ୟୁ ସହ ଲଢ଼ୁଛନ୍ତି। ତାଙ୍କ ପ୍ରକୃତ ନାଁ ନଇମ ସୟିଦ। ତେବେ ଜୁନିଅର ମେହମୁଦ ନାଁରେ ସେ ପ୍ରସିଦ୍ଧ। ତାଙ୍କୁ ଏହି ନାଁ ଦେଇଥିଲେ ବଲିଉଡ୍‌ର ବିଗତ ଦିନର ପ୍ରସିଦ୍ଧ ଅଭିନେତା ମହମୁଦ ଅଲୀ।

ତାଙ୍କର କର୍କଟ ରୋଗ ହୋଇଥିବା ବେଳେ ସେ କର୍କଟ ରୋଗର ଚତୁର୍ଥ ପର୍ଯ୍ୟାୟରେ ପହଞ୍ଚିସାରିଥିବା ଜଣାପଡ଼ିଛି। ସୂଚନା ମିଳିଛି ଯେ, ଜୁନିଅର ମେହମୁଦ ଗତ ଦୁଇ ମାସ ଧରି ଅସୁସ୍ଥ ଥିବା ସହ ହଠାତ୍ ତାଙ୍କର ଓଜନ ହ୍ରାସ ହେବାକୁ ଲାଗିଥିଲା। ଏହା ପରେ ତାଙ୍କର ପରୀକ୍ଷା କରାଯିବାରୁ ସେ କର୍କଟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ନଭେମ୍ବରରେ ତାଙ୍କର ରୋଗ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ସୂଚନା ତାଙ୍କର ଘନିଷ୍ଠ ବନ୍ଧୁ ସଲାମ କାଜି ଦେଇଛନ୍ତି।

ସଲାମ କାଜି କହିଛନ୍ତି, ସେ (ଜୁନିୟର ମହମୁଦ) 2 ମାସ ଧରି ଅସୁସ୍ଥ ଥିଲେ। ସେତେବେଳେ ସମସ୍ତେ ଭାବିଥିଲେ କିଛି ଛୋଟ ସମସ୍ୟା ହୋଇଥିବ। କିନ୍ତୁ ହଠାତ୍ ତାଙ୍କ ଓଜନ ହ୍ରାସ ପାଇବାକୁ ଲାଗିଲା। ଏହା ପରେ ପରୀକ୍ଷା କରିବାରୁ ତାଙ୍କୁ କ୍ୟାନସର ହୋଇଥିବା ଜଣାପଡ଼ିଲା। ତାଙ୍କ ଲିଭର, ଫୁସଫୁସ ସହିତ ପୂରା ଶରୀରକୁ କ୍ୟାନସର ବ୍ୟାପୀ ସାରିଛି। ତାଙ୍କ ପେଟରେ ଏକ ଟ୍ୟୁମର ହୋଇଛି। ସେ ଜଣ୍ଡିସରେ ବି ପୀଡ଼ିତ ଅଛନ୍ତି। ସେ ଏବେ କ୍ୟାନସରର ଚତୁର୍ଥ ସ୍ତରରେ ଅଛନ୍ତି।

ସଲାମ କାଜି କହିଛନ୍ତି ଜୁନିଅର ମେହମୁଦଙ୍କୁ ସାହାଯ୍ୟ କରିବା ପାଇଁ ଜନି ଲିଭର ଯାଇଥିଲେ। ତେବେ ଜୁନିଅର ମେହମୁଦଙ୍କ ଆର୍ଥିକ ଅବସ୍ଥା ବେଶ୍ ସ୍ବଚ୍ଛଳ। ମେହମୁଦଙ୍କ ପିଲାମାନେ ତାଙ୍କୁ କହିଥିଲେ ଯେ ଟଙ୍କାପଇସା ନେଇ ସେମାନଙ୍କର କିଛି ଚିନ୍ତା ନାହିଁ। ତଥାପି ଆବଶ୍ୟକ ହେଲେ ତାଙ୍କୁ ଫୋନ କରିବାକୁ ଜନି ଲିଭର ସେମାନଙ୍କୁ କହିଛନ୍ତି।

Powered by Froala Editor

Tags mehmood

Related articles Odisha News Lens 4.1

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13328
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14787
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15632
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13715
    Nov 07, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13840
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13720
    Nov 06, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13382
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15025
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15203
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14787
    Nov 06, 2026
  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13382
    Nov 07, 2026
  • ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14246
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13715
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14074
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14885
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15864
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15044
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14095
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14418
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15862
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14787
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13715
    Nov 07, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14246
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In