Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ...

  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅନ୍‌ଲକ୍ ହେଲା ଉତ୍ତରପ୍ରଦେଶ, ଜାରି ରହିବ ନାଇଟ୍ କର୍ଫ୍ୟୁ

ଅନ୍‌ଲକ୍ ହେଲା ଉତ୍ତରପ୍ରଦେଶ, ଜାରି ରହିବ ନାଇଟ୍ କର୍ଫ୍ୟୁ

2021-06-08 08:46:09
13685
Share:
Facebook
Twitter
E-Mail
WhatsApp
Telegram
ଅନ୍‌ଲକ୍ ହେଲା ଉତ୍ତରପ୍ରଦେଶ, ଜାରି ରହିବ ନାଇଟ୍ କର୍ଫ୍ୟୁ

ଉତ୍ତରପ୍ରଦେଶ ଏବେ ସମ୍ପୂର୍ଣ୍ଣ ଅନଲକ୍ । ସଂକ୍ରମଣ ହ୍ରାସ ପାଇଥିବାରୁ ଉତ୍ତରପ୍ରଦେଶ ସମସ୍ତ ଜିଲ୍ଲାରୁ କରୋନା କର୍ଫ୍ୟୁ ହଟାଇ ଦିଆଯାଇଛି । ମିରଟ, ଗୋରଖପୁର ଏବଂ ଲକ୍ଷ୍ନୌରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦ ରୁ କମ୍ ହେବା ପରେ ବର୍ତ୍ତମାନ ସମସ୍ତ ଜିଲ୍ଲାରେ କରୋନା କଟକଣା କେହାଳ କରାଯାଇଛି । ସେପଟେ ସମସ୍ତ ଜିଲ୍ଲାରେ ଏବେ ବି ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ । ଏବେ କେବଳ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଜାରି ରହିବ । 

ବୁଧବାର ଠାରୁ ଏଠାକାର ସମସ୍ତ ଜିଲାରୁ ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ବଜାର ଖୋଲା ରହିବ। ମାତ୍ର ସିନେମା ଘର, ମଲ୍‍ ଓ ଜିମ୍‍ ଖୋଲିବା ଉପରେ କଟକଣା ଜାରି ରହିବ। ରେସ୍ତୋରାଁ ଖୋଲା ଯିବ ମାତ୍ର ସେଠାରେ ବସି କେହି ଖାଇବେ ନାହିଁ କେବଳ ହୋମ ଡ଼େଲିଭରି ପାର୍ସଲ ଯିବ। ଜିଲାରେ ଦୋକାନ ବଜାର ଖୋଲିବା ନେଇ ଅନୁମତି ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ଜିଲ୍ଲାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦ରୁ କମ ଅଛନ୍ତି । ସେହିପରି ଆରୋଗ୍ୟ ହାର ବୃଦ୍ଧି ପାଇ ୯୭.୧୦ ପ୍ରତିଶତରେ ପହଞ୍ଚିଛି । ସୋମବାର ଦିନ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ୱାସ୍ଥ୍ୟ) ଅମିତ ମୋହନ ପ୍ରସାଦ ସୋମବାର କହିଛନ୍ତି, ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି ଏବଂ ସଂକ୍ରମଣ ହାର ମଧ୍ୟ ହ୍ରାସ ପାଉଛି। ରବିବାର ଦିନ ରାଜ୍ୟରେ ୨.୮୦ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇଛି ଏବଂ ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୫.୧୬ କୋଟିରୁ ଅଧିକ ନମୁନା ପରୀକ୍ଷା କରାଯାଇଛି ।

Powered by Froala Editor

Tags up

Related articles Odisha News Lens 4.1

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ
    ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14233
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13593
    Sep 16, 2026
  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ
    ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13444
    Sep 17, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14172
    Sep 16, 2026
  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ
    ଦେଶ-ଦେଶାନ୍ତର

    ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ

    15410
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14812
    Sep 16, 2026
  • EPFOରେ ବଡ଼ ପରିବର୍ତ୍ତନ,  ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା
    ବାଣିଜ୍ୟ

    EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15030
    Sep 17, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15197
    Sep 17, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    14074
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15197
    Sep 17, 2026
  • ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13444
    Sep 17, 2026
  • ଦେଶ-ଦେଶାନ୍ତର

    ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ

    15410
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17098
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17781
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18171
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14568
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16190
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14719
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14028
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14836
    Aug 31, 2026

ବାଣିଜ୍ୟ

EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

କର୍ମଚାରୀଙ୍କ ଦୀର୍ଘମିଆଦୀ ସଞ୍ଚୟ ପାଇଁ ଲାଗୁ ହେଉଥିବା ଦରମା ସୀମାକୁ କେନ୍ଦ୍ର ସରକାର ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରିଛନ୍ତି। ଏହାଦ୍ୱାରା ଆଉ ୫୧ ଲକ୍ଷରୁ ଅଧିକ କର୍ମଚାରୀ କର୍ମଚାରୀ ଭବିଷ୍ୟନିଧି ସଂଗଠନ (EPFO)ରେ ସାମିଲ ହେବେ।

ସରକାର କହିଛନ୍ତି, ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ EPFOର ଦରମା ସୀମାରେ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14812
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14647
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14317
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14082
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13593
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15686
    Sep 16, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15197
    Sep 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In