Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ...

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ...

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ...

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବ୍ୟାଙ୍କ ଅଫ ଇଣ୍ଡିଆକୁ ବିକ୍ରି କରାଯିବ

ବ୍ୟାଙ୍କ ଅଫ ଇଣ୍ଡିଆକୁ ବିକ୍ରି କରାଯିବ

2021-06-08 09:13:46
13758
Share:
Facebook
Twitter
E-Mail
WhatsApp
Telegram
ବ୍ୟାଙ୍କ ଅଫ ଇଣ୍ଡିଆକୁ ବିକ୍ରି କରାଯିବ

ନୂଆଦିଲ୍ଲୀ: ଘରୋଇକରଣ ଲାଗି ନିତି ଆୟୋଗ ଯେଉଁ ଦୁଇଟି ବ୍ୟାଙ୍କର ନାମ ସୁପାରିସ କରିଛି ତାହା ହେଉଛି ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ ଓ ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ (ଆଇଓବି) । କିିଛି ଦିନ ତଳେ ଆୟୋଗ ତରଫରୁ ଦୁଇଟି ବ୍ୟାଙ୍କର ନାମ ସୁପାରିସ କରାଯାଇଥିଲା । ତାହା ସେଣ୍ଟ୍ରାଲ୍ ବ୍ୟାଙ୍କ ଓ ଆଇଓବି ବୋଲି କୁହାଯାଉଛି । ଅବଶ୍ୟ ସରକାର ଏପର୍ଯ୍ୟନ୍ତ ଏବିଷୟରେ କିଛି ବି ସ୍ପଷ୍ଟ କରିନାହାନ୍ତି ।ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ସେଣ୍ଟ୍ରାଲ୍ ବ୍ୟାଙ୍କ ଓ ଆଇଓବିର ଘରୋଇକରଣ ହେବ । ବ୍ୟାଙ୍କ ଅଫ ଇଣ୍ଡିଆକୁ ବିକ୍ରି କରାଯିବ । 

 ପୁଞ୍ଜି ପ୍ରତ୍ୟାହାରରୁ ଚଳିତ ଆର୍ଥôକ ବର୍ଷରେ ୧.୭୫ ଲକ୍ଷ କୋଟି ଟଙ୍କା ହାସଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଏବର୍ଷ ଏୟାର ଇଣ୍ଡିଆ, ବିପିସିଏଲ, ସିପିଙ୍ଗ କର୍ପୋରେସନ ଅଫ ଇଣ୍ଡିଆ ଆଦିକୁ ବିକ୍ରି କରିବାକୁ ଉଦ୍ୟମ କରାଯାଉଛି । ଏହା ବ୍ୟତୀତ ଏଲଆଇସିର ଆଇପିଓ ଆଣିବାର ମଧ୍ୟ ଯୋଜନା ରହିଛି । ବଜେଟରେ କରାଯାଇଥିବା ଘୋଷଣା ଅନୁସାରେ ଦୁଇ ବ୍ୟାଙ୍କ ଓ ଗୋଟିଏ ବୀମା କଂପାନିରୁ ମଧ୍ୟ ପୁଞ୍ଜିପ୍ରତ୍ୟାହାର କରାଯିବ । ଗତ ବର୍ଷ ସରକାରୀ ବ୍ୟାଙ୍କଗୁଡ଼ିକ ମଧ୍ୟରେ ମିଶ୍ରଣ କରି କିଛି ବଡ଼ ବ୍ୟାଙ୍କ ସୃଷ୍ଟି କରାଯାଇଥିଲା । ସେହି ସମୟରେ ଯେଉଁ ତାଲିକା ପ୍ରସ୍ତୁତ କରାଯାଇଥିଲା ସେଥିରେ ସେଣ୍ଟ୍ରାଲ ବ୍ୟାଙ୍କ, ଆଇଓବି, ବ୍ୟାଙ୍କ ଅଫ ଇଣ୍ଡିଆ, ବ୍ୟାଙ୍କ ଅଫ ମହାରାଷ୍ଟ୍ର, ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କକୁ ବାଦ ଦିଆଯାଇଥିଲା । ସେହି ସମୟରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ସହ ଓରିଏଣ୍ଟାଲ ବ୍ୟାଙ୍କ ଅଫ କମର୍ସ ଓ ୟୁନାଇଟେଡ ବ୍ୟାଙ୍କ ଅଫ ଇଣ୍ଡିଆର ମିଶ୍ରଣ କରାଯାଇଥିଲା । ସେହିପରି, କାନାରା ବ୍ୟାଙ୍କ ସହ ସିଣ୍ଡିକେଟ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଅଫ ଇଣ୍ଡିଆ ସହ ଆନ୍ଧ୍ର ବ୍ୟାଙ୍କ ଓ କର୍ପୋରେସନ୍ ବ୍ୟାଙ୍କ ଓ ଇଣ୍ଡିଆନ ବ୍ୟାଙ୍କ ସହ ଆହ୍ଳାବାଦ ବ୍ୟାଙ୍କର ମିଶ୍ରଣ ହୋଇଥିଲା । ଏହା ପୂର୍ବରୁ ବ୍ୟାଙ୍କ ଅଫ ବରୋଦା ସହ ଦେନା ବ୍ୟାଙ୍କ ଓ ବିଜୟା ବ୍ୟାଙ୍କର ମିଶ୍ରଣ ହୋଇଥିଲା ।

Powered by Froala Editor

Tags Bank sell

Related articles Odisha News Lens 4.1

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14654
    Apr 02, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15154
    Apr 02, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13892
    Apr 02, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15870
    Apr 01, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର
    ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13488
    Apr 03, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14154
    Apr 01, 2026
  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14482
    Apr 03, 2026
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...
    ଦେଶ-ଦେଶାନ୍ତର

    ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...

    14594
    Apr 03, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14486
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14654
    Apr 02, 2026
  • ଦେଶ-ଦେଶାନ୍ତର

    ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ଲାଭଦାୟକ

    14594
    Apr 03, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13488
    Apr 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17398
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17458
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17808
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16285
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15154
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14552
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15968
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15457
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16187
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15310
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15039
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15543
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13839
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14654
    Apr 02, 2026
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ଲାଭଦାୟକ

    14594
    Apr 03, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13886
    Apr 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In