Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

Home ›› ››ହଳଦୀ ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା

ହଳଦୀ ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା

2023-12-05 07:43:34
14543
Share:
Facebook
Twitter
E-Mail
WhatsApp
Telegram
ହଳଦୀ ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା

ମଙ୍ଗଳବାର ହେଉଛି ମାର୍ଗଶୀର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହି ଦିନକୁ ପ୍ରଥମାଷ୍ଟମୀ ଭାବେ ପାଳନ କରାଯାଏ।। ଘରର ଜ୍ୟେଷ୍ଠ ସନ୍ତାନମାନଙ୍କ ପାଇଁ ସ୍ବତନ୍ତ୍ର ପୂଜା କରିବାର ପରମ୍ପରା ରହିଛି। ଜ୍ୟେଷ୍ଠ ସନ୍ତାନମାନେ ସକାଳୁ ଉଠି ଗାଧୋଇ ନବ ବସ୍ତ୍ର ପରିଧାନ କରିଥାଆନ୍ତି। ତାପରେ ତାଙ୍କୁ ପିଢାରେ ବସାଯାଇ ବନ୍ଦାପନା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନମାନଙ୍କର ଶୁଭ ମନାସୀ ଷଠୀ ଦେବୀ ଓ କୂଳ ଦେବତାଙ୍କ ନିକଟରେ ପୂଜା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନଙ୍କୁ ପଢୁଆଁ କରିବା ପାଇଁ ମାମୁଁ ଘରୁ ନୂତନ ବସ୍ତ୍ର ଆସିଥାଏ।

ନୂଆ ବସ୍ତ୍ର ପିନ୍ଧି ବନ୍ଦାପନ ହୋଇ ସାରିବା ପରେ ହଳଦୀ ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା ଖାଇ ଥାଆନ୍ତି। ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ ଓ କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।ଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ପିଠା ତିଆରି କରାଯାଏ। ହଳଦୀ ପତ୍ରର ମହମହ ବାସ୍ନାରେ ପିଠାରେ ସୁଆଦ ଅଧିକ ରୁଚିକର ଲାଗେ।

Powered by Froala Editor

Tags Enduri pitha

Related articles Odisha News Lens 4.1

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13409
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14899
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15417
    Feb 06, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14843
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14892
    Feb 07, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15167
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15501
    Feb 07, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13687
    Feb 06, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14433
    Feb 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14899
    Feb 07, 2026
  • ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15131
    Feb 07, 2026
  • ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15417
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15501
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15417
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15970
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14212
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14428
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15167
    Feb 07, 2026
  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14843
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14899
    Feb 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In