Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

Home ›› ›› ପୁଣି ଥରେ ବିଟ୍‌କଏନ୍ ଦାମ୍ ବୃଦ୍ଧି, ୪୦,୦୦୦ ଡଲାର ଟପିଲା

ପୁଣି ଥରେ ବିଟ୍‌କଏନ୍ ଦାମ୍ ବୃଦ୍ଧି, ୪୦,୦୦୦ ଡଲାର ଟପିଲା

2023-12-05 11:08:09
13996
Share:
Facebook
Twitter
E-Mail
WhatsApp
Telegram
 ପୁଣି ଥରେ ବିଟ୍‌କଏନ୍ ଦାମ୍ ବୃଦ୍ଧି,   ୪୦,୦୦୦ ଡଲାର ଟପିଲା

ନୂଆଦିଲ୍ଲୀ: ବିଶ୍ବର ଚର୍ଚ୍ଚିତ ଭର୍ଚୁଆଲ ମୁଦ୍ରା ବିଟ୍‌କଏନ୍ ଦାମରେ ପୁଣି ଥରେ ବୃଦ୍ଧିର ଧାରା ଆରମ୍ଭ ହୋଇଛି। ଗୋଟିଏ ବିଟ୍‌କଏନ୍‌ର ଦାମ୍ ୪୦,୦୦୦ ଡଲାରରୁ ଅଧିକ ହୋଇଯାଇଛି। ବିଶ୍ବର ଦୁଇଟି ପ୍ରମୁଖ କ୍ରିପ୍ଟୋ ଏକ୍ସଚେଞ୍ଜ୍‌ ଏଫ୍‌ଟିଏକ୍ସ ଓ ବିନାନ୍ସ ବୁଡ଼ିଯିବା ସତ୍ତ୍ବେ ବିଟ୍‌କଏନ୍‌ର ଚମକ ଫିକା ପଡ଼ିନାହିଁ। ଶେଷ ଥର ଲାଗି ଗତବର୍ଷ ଏପ୍ରିଲ୍‌ରେ ବିଟ୍‌କଏନ୍‌ ଦାମ୍‌କୁ ଏଭଳି ସ୍ତରରେ ଦେଖିବାକୁ ମିଳିଥିଲା। ବିଟ୍‌କଏନ୍‌କୁ ନେଇ ଆମେରିକା ଏକ୍ସଚେଞ୍ଜ୍‌ ଟ୍ରେଡେଡ୍‌ ଫଣ୍ଡ୍‌ (ଇଟିଏଫ୍) ଆଣିବା ଉପରେ ବିଚାର କରୁଥିବାରୁ ଏହାର ଚାହିଦା ବଢ଼ିବ ବୋଲି ଆଶା କରାଯାଉଛି। 

ଏହା ବ୍ୟତୀତ ଆମେରିକାର ଫେଡେରାଲ ରିଜର୍ଭ ସୁଧ କମ୍ କରିବାକୁ ଯାଉଥିବାରୁ ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌ଗୁଡ଼ିକର ଚାହିଦା ବଢ଼ିବ ବୋଲି କୁହାଯାଉଛି। ଏଭଳି କିଛି ଖବର ଯୋଗୁଁ ବିଟ୍‌କଏନ୍‌ ଚାହିଦା ପୁଣି ବଢ଼ିବାରେ ଲାଗିଛି। ‌ଭାରତରେ କିନ୍ତୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କ୍ରିପ୍ଟୋକରେନ୍ସିକୁ ପ୍ରବଳ ବିରୋଧ କରୁଛନ୍ତି। ‌ଯେହେତୁ ତାହା ନିୟନ୍ତ୍ରଣ ବାହାରେ ରହିଛି ତେଣୁ ଜଗିରଖି ସେଥିରେ ନିବେଶ କରିବାକୁ ସେ ଲୋକମାନଙ୍କୁ ଆହ୍ବାନ ଦେଇଛନ୍ତି। କ୍ରିପ୍ଟୋକରେନ୍ସିର କୌଣସି ମୂଲ୍ୟ ନାହିଁ ବୋଲି ସେ ବାରମ୍ବାର କହୁଛନ୍ତି। 

Powered by Froala Editor

Tags Bitcoin

Related articles Odisha News Lens 4.1

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14588
    Mar 27, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14386
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14393
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14080
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15198
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14837
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13720
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15273
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14115
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14837
    Mar 27, 2026
  • ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14386
    Mar 26, 2026
  • ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14115
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14837
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15270
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15010
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13993
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15144
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15530
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14269
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14386
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15198
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14393
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In