Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜ୍ୟ
Home ›› ରାଜ୍ୟ ››ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର

2023-12-06 09:19:41
13738
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର

ଭୁବନେଶ୍ବର : ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦେଶ ଦିଆଯାଇଛି। ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍‌ ନମୁନା ପ୍ରଶ୍ନପତ୍ର ପଠାଯାଇଛି। ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ। ଡିଇଓ ପ୍ରଶ୍ନପତ୍ରଗୁଡ଼ିକୁ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ପଦକ୍ଷେପ ନେବେ। ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ। ଜିଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ବାରା ପ୍ରଶ୍ନପତ୍ର ପ୍ରସ୍ତୁତ କରି ଡିଜିଟାଲ କୋଶ୍ଚିନ ବ୍ୟାଙ୍କ ପାଇଁ ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି।

Powered by Froala Editor

Tags matric exam

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15584
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14621
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14777
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13295
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14471
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14138
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15557
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14647
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13603
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13603
    Sep 09, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14647
    Sep 10, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15557
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18158
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15584
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14543
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13853
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14659
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14963
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13647
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14540
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15029
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15557
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14777
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15584
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In