Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନାଇଜେରିଆ ସେନାର ଭୟଙ୍କର ଡ୍ରୋନ୍‌ ଆକ୍ରମଣ, ୮୫ ମୃତ

ନାଇଜେରିଆ ସେନାର ଭୟଙ୍କର ଡ୍ରୋନ୍‌ ଆକ୍ରମଣ, ୮୫ ମୃତ

2023-12-06 10:56:41
16029
Share:
Facebook
Twitter
E-Mail
WhatsApp
Telegram
ନାଇଜେରିଆ ସେନାର ଭୟଙ୍କର ଡ୍ରୋନ୍‌ ଆକ୍ରମଣ, ୮୫ ମୃତ

ଅବୁଜା: ନିଜ ଦେଶର ନାଗରିକଙ୍କ ଉପରେ ନାଇଜେରିଆ ସେନା ଭୟଙ୍କର ଡ୍ରୋନ୍‌ ଆକ୍ରମଣ କରିଛି । ଏହି ଘାତକ ଆକ୍ରମଣରେ ୮୫ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୬ରୁ ଅଧିକ ଆହତ ହୋଇଛନ୍ତି । ଉତ୍ତର-ପଶ୍ଚିମ ନାଇଜେରିଆ ଅନ୍ତର୍ଗତ କଡୁନା ରାଜ୍ୟର ଗୋଟିଏ ଗ୍ରାମରେ ଏହି ଆକ୍ରମଣ ହୋଇଛି । ତେବେ ନାଇଜେରିଆ ସେନା ଭୁଲବଶତଃ ଏହି ଆକ୍ରମଣ କରିଥିବା ଜଣା ପଡିଛି । ସେନା ଆତଙ୍କବାଦୀ ଓ ଡକାୟତଙ୍କୁ ଟାର୍ଗେଟ କରିଥିଲା । ହେଲେ ଭୁଲରେ ଗୋଟିଏ ଗ୍ରାମ ଉପରେ ଡ୍ରୋନ୍‌ ଆକ୍ରମଣ କରିଦେଇଥିଲା । ଏହି ଘଟଣାରେ ନାଇଜେରିଆ ରାଷ୍ଟ୍ରପତି ଗଭୀର ଉଦବେଗ ପ୍ରକାଶ କରିବା ସହ ଏହାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଗତ ରବିବାର ରାତିରେ ଟୁଡୁନ ବିରି ଗ୍ରାମରେ ଏହି ଡ୍ରୋନ ଆକ୍ରମଣ ହୋଇଥିଲା । ସେହି ସମୟରେ ମୁସଲିମ ଧର୍ମଗୁରୁ ପ୍ରଫେଟ ମହମ୍ମଦଙ୍କ ଜନ୍ମଜୟନ୍ତୀ ପାଳନ ପାଇଁ ମୁସଲମାନ ସମ୍ପ୍ରଦାୟର ଲୋକେ ଏକାଠି ହୋଇଥିଲେ । ଠିକ୍ ଏତିକି ବେଳେ ସେନା ଆତଙ୍କବାଦୀ ଓ ଡାକୁମାନଙ୍କୁ ଟାର୍ଗେଟ କରି ଭୁଲରେ ସେହି ଗ୍ରାମ ଉପରେ ସିରିଜ୍ ଡ୍ରୋନ ଆକ୍ରମଣ କରିଥିଲା । ସେନା ସାଧାରଣ ଲୋକଙ୍କୁ ଡାକୁ ଭାବି ନେଇଥିଲା । ଯେଉଁଥିରେ ଅତିକମରେ ୬୬ ଜଣ ଆହତ ହୋଇଥିବା ବେଳେ ୭ ଡର୍ଜନରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଏନେଇ ନାଇଜେରିଆ ଏମର୍ଜେନ୍ସି ମ୍ୟାନେଜମେଣ୍ଟ ଏଜେନ୍ସି ଏକ ବିବୃତ୍ତିରେ ସୂଚନା ଦେଇଛି ।
ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା, ଛୋଟ ଛୁଆ ଏବଂ ବୃଦ୍ଧ ରହିଛନ୍ତି । ଏ ପର୍ୟ୍ୟନ୍ତ ୮୫ଟି ମୃତଦେହ ଉଦ୍ଧାର କରାଯାଇ କବର ଦିଆଯାଇଛି । ଏବେ ବି ଆକ୍ରମଣସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Powered by Froala Editor

Tags 85 dead in Drone attack

Related articles Odisha News Lens 4.1

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15187
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14065
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15696
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14953
    Jun 22, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14614
    Jun 24, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13768
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15232
    Jun 24, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14096
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15819
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15232
    Jun 24, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14614
    Jun 24, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14065
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17609
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14909
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15077
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14939
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15625
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14489
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13783
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13768
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15232
    Jun 24, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15187
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In