Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ରାଜ୍ୟ
Home ›› ରାଜ୍ୟ ››ମଦଭାଟି ମାଲିକଙ୍କ କୁବେର ଖଜାନା : ସିନ୍ଦୁକରୁ ମିଳିଲାଣି ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା

ମଦଭାଟି ମାଲିକଙ୍କ କୁବେର ଖଜାନା : ସିନ୍ଦୁକରୁ ମିଳିଲାଣି ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା

2023-12-07 19:38:14
13830
Share:
Facebook
Twitter
E-Mail
WhatsApp
Telegram
ମଦଭାଟି ମାଲିକଙ୍କ କୁବେର ଖଜାନା : ସିନ୍ଦୁକରୁ ମିଳିଲାଣି ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା

ବଲାଙ୍ଗୀର ସହରର ମଦଭାଟିରୁ ୨୦୦ କୋଟିରୁ ଉର୍ଦ୍ଧ୍ୱ ନଗଦ ଟଙ୍କା ଆୟକର ବିଭାଗ ଜବତ କରିବା ଘଟଣା ହଇଚଇ ସୃଷ୍ଟି କରିଛି। ବଲାଙ୍ଗିର ସୁଦପଡା ମଦ ଭାଟିରେ ରେଡ୍‌ ବେଳେ ଆୟକର ବିଭାଗ ହାତରେ ଲାଗିଛି ଟଙ୍କା ଭର୍ତ୍ତି ସିନ୍ଦୁକ। ଯାହାକୁ ଦେଖି ତାଜୁବ ହୋଇଛି ଆୟକର ଟିମ୍। ଲକ୍ଷେ କି ଦୁଇ ଲକ୍ଷ ନୁହେଁ, କୋଟି କୋଟି ଟଙ୍କା ପାଇଛି ଟିମ୍। ତେଣୁ ଟଙ୍କା ନେବାକୁ କର୍ମଚାରୀଙ୍କୁ ଡକାଯାଇଥିଲେ। ୧୫୬ଟି ବ୍ୟାଗ ଓ ଅଖାରେ ଟଙ୍କା ଭର୍ତ୍ତି କରି ବ୍ୟାଙ୍କକୁ ନେଲେ। ରାତି ପାହିବା ପରେ ଆରମ୍ଭ ହୋଇଥିଲା ଟଙ୍କା ଗଣତି। ୬ଟି ମେସିନରେ ୮ ଜଣ କର୍ମଚାରୀ ଲାଗି ପଡିଥିଲେ ଟଙ୍କା ଗଣିବାରେ। ଟଙ୍କା ଗଣି ଗଣି କର୍ମଚାରୀ ବେଦମ ହୋଇପଡିଥିଲେ ମଧ୍ୟ ସରିନଥିଲା ଗଣତି। 

ମଦଭାଟିକୁ ଏତେ ପରିମାଣର ଟଙ୍କା କୁଆଡୁ ଆସିଲା ତାକୁ ନେଇ ଏବେ ଘନ ଘନ ଚର୍ଚ୍ଚା ଜାରି ରହିଛି। ଟିକସ ଫାଙ୍କି ସନ୍ଦେହରେ ବୁଧବାରଠାରୁ ବଲାଙ୍ଗୀର ଓ ଟିଟିଲାଗଡ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ବୁଧବାର ରାତି ସୁଦ୍ଧା ଆୟକର ବିଭାଗ ବଲଙ୍ଗୀର ସହରର ସୁଦପଡା ଦେଶୀ ମଦଭାଟି ଏବଂ କ୍ଳବ୍‌ପଡା କାର୍ଯ୍ୟ କାର୍ଯ୍ୟାଳୟ ସମେତ ଟିଟିଲାଗଡ ସହରର ତିନୋଟି ସ୍ଥାନରୁ ବସ୍ତା ବସ୍ତା ଟଙ୍କା ଜବତ କରିଥିବା ଜଣାପଡିଥିଲା।

ସୂଚନା ଅନୁସାରେ, ଦୁଇଟି ଆଲମିରାରୁ ମିଳିଥିବା ଟଙ୍କା ଦେଢଶହ କୋଟିରୁ ଅଧିକ ହେବ। ପରେ ମଦଭାଟି ଦାୟିତ୍ୱରେ ଥିବା ରାଜେଶ ସାହୁଙ୍କୁ ଉଠାଇ ଆଣି ପଚରା ଉଚରା କରୁଛନ୍ତି ଆଇଟି ଅଧିକାରୀ।

Powered by Froala Editor

Tags money

Related articles Odisha News Lens 4.1

  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14017
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13758
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15777
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15132
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13841
    Sep 11, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13919
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14500
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    15001
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15471
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13841
    Sep 11, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13919
    Sep 09, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15132
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13841
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15933
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14584
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13895
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14701
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13959
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15032
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15132
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13919
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14500
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In