Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

ରାଜ୍ୟ
Home ›› ରାଜ୍ୟ ››ସବୁଠୁ ମହଙ୍ଗା କୋଭାକ୍ସିନ

ସବୁଠୁ ମହଙ୍ଗା କୋଭାକ୍ସିନ

2021-06-09 05:33:24
14964
Share:
Facebook
Twitter
E-Mail
WhatsApp
Telegram
ସବୁଠୁ ମହଙ୍ଗା କୋଭାକ୍ସିନ

ଭୁବନେଶ୍ୱର : ସାରା ଦେଶରେ ଟୀକାକରଣ ଜୋର ଧରିଛି  । ଦେଶବାସୀଙ୍କୁ ମାଗଣା ଟିକା ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି  । ତେବେ ଯେଉଁମାନେ ଟିକା ନିଜେ କିଣି ନେଇପାରିବେ ସେମାନଙ୍କ ପାଇଁ ବେସରକାରୀ ହସପିଟାଲରେ ବ୍ୟବସ୍ଥା କରାଯାଇଛି  ।

ତେବେ କେଉଁ ଟିକାର ଦାମ ସର୍ବାଧିକ କେତେ ରହିବ ତାହା ବି ନିଧାର୍ଯ୍ୟ ହୋଇଛି  । ବେସରକାରୀ ହସପିଟାଲଗୁଡ଼ିକ ସର୍ଭିସ ଚାର୍ଜ ବାବଦରେ ୧୫୦ ଟଙ୍କା ନେଇପାରିବେ  । ସେହିପରି କୋଭିସିଲଡ଼ ଦାମ ଡୋଜ ପିଛା ୭୮୦ ଟଙ୍କା, କୋଭାକ୍ସିନ ଦାମ ୧୪୧୦ ଟଙ୍କା ଓ ସ୍ପୁଟନିକ-ଭି ୧୧୪୫ ଟଙ୍କା ରହିବ ବୋଲି ଧାର୍ଯ୍ୟ ହୋଇଛି  । ସ୍ୱାସ୍ଥ୍ୟ ଓ ଅର୍ଥ ସଚିବଙ୍କ ମିଳିତ ବୈଠକ ପରେ ଏହି ନିଷ୍ପତି ନିଆଯାଇଛି  । ଟିକା ପାଇଁ କେନ୍ଦ୍ର ସରକାର ପ୍ରାୟ ୪୫ ହଜାରରୁ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ  ।

ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି  । ଲଗାତର ଦ୍ୱିତୀୟ ଦିନ ପାଇଁ କରୋନା ସଂକ୍ରମଣ ଲକ୍ଷେ ରହିଛି  । ଗତ ୨୪ ଘଂଟା ମଧ୍ୟରେ ଦେଶରେ ଦେଶରେ ୯୨୫୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ୨୨୧୯ ଜଣ ମୃତୁ୍ୟବରଣ କରିଛନ୍ତି  । କେବଳ ୫ଟି ରାଜ୍ୟରେ ମୋଟ ସଂକ୍ରମଣର ୬୭% ରହିଛି  ।

Powered by Froala Editor

Tags Vaccine

Related articles Odisha News Lens 4.1

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13513
    Aug 18, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14857
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14403
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15116
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15605
    Aug 17, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15144
    Aug 16, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14936
    Aug 18, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15099
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14354
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14354
    Aug 17, 2026
  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15116
    Aug 17, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15144
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17035
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18104
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15605
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13693
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14847
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14620
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14458
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14245
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14373
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15270
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14936
    Aug 18, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15099
    Aug 16, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13513
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In