Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››କଣ୍ଡକ୍ଟରରୁ ୪୩୦ କୋଟିର ମାଲିକ

କଣ୍ଡକ୍ଟରରୁ ୪୩୦ କୋଟିର ମାଲିକ

2023-12-12 09:36:48
16170
Share:
Facebook
Twitter
E-Mail
WhatsApp
Telegram
କଣ୍ଡକ୍ଟରରୁ ୪୩୦ କୋଟିର ମାଲିକ

୭୩ ବର୍ଷ ବୟସରେ ପାଦ ଥାପିଛନ୍ତି ସାଉଥ୍ ସୁପରଷ୍ଟାର ରଜନୀକାନ୍ତ। ଡିସେମ୍ବର ୧୨ ତାରିଖରେ ରଜନୀକାନ୍ତଙ୍କ ଜନ୍ମଦିନ । ଯାହାକୁ ଏକ ଫେଷ୍ଟିଭାଲ ରୂପରେ ଦକ୍ଷିଣ ଭାରତରେ ସେଲିବ୍ରେଟ୍‌ କରାଯାଉଛି । ତାଙ୍କର ନିଷ୍ଠା ଓ କର୍ତ୍ତବ୍ୟପରାୟଣ ଭାବ ଓ ଅଭିନୟ କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ୨୦୨୧ ମସିହାରେ ତାଙ୍କୁ ସମ୍ମାନଜନକ ଦାଦା ସାହେବ ଫାଲ୍‌କେ ପୁରସ୍କାର ମିଳିଥିଲା।

ରଜନୀ ଚଳଚ୍ଚିତ୍ରଠାରୁ ଆରମ୍ଭ କରି ରାଜନୀତି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସକ୍ରିୟ ଅଛନ୍ତି। ସୁପରଷ୍ଟାର ରଜନୀକାନ୍ତଙ୍କ ଚଳଚ୍ଚିତ୍ରରେ ପ୍ରବେଶ କରିବା ସେତେ ସହଜ ନଥିଲା। ସେ କିନ୍ତୁ ଆରମ୍ଭରୁ ହିରୋ ହେବାର ସ୍ୱପ୍ନ ଦେଖୁଥିଲେ। ଘରର ଗରିବୀ ତାଙ୍କୁ ପ୍ରଥମେ କୁଲି ଆଉ ପରେ କଣ୍ଡକ୍ଟର କରିଥିଲା। କିନ୍ତୁ ସ୍ୱପ୍ନକୁ ପୂରଣ କରିବାର ନିଶା ତାଙ୍କୁ ସିନେମା ଆଡକୁ ଟାଣି ନେଇଥିଲା। ୧୯୭୫ରେ ଫିଲ୍ମ 'ଅପୂର୍ବା ରାଗନଗାଲ୍' ସହ ରଜନୀକାନ୍ତ ଡେବ୍ୟୁ କରିଥିଲେ। ଏହା ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇଛନ୍ତି। 

ରଜନୀକାନ୍ତଙ୍କ ସଂଘର୍ଷପୂର୍ଣ୍ଣ ଯାତ୍ରା :

ରଜନୀକାନ୍ତ ମାଡ୍ରାସ୍ ଫିଲ୍ମ ଇନ୍‌ଷ୍ଟିଟ୍ୟୁଟ୍‌ରେ ଅଭିନୟକୁ ବିଷୟବସ୍ତୁ ଭାବେ ନେଇ ମଧ୍ୟ ପାଠ ପଢିଲେ। ତାଙ୍କ ଘର ଲୋକେ ରାଜି ନ ଥିଲେ ମଧ୍ୟ ତାଙ୍କ ସାଙ୍ଗ ରାଜ ବାହାଦୂର ହିଁ ପ୍ରେରଣା ଦେଇଥିଲେ। ଏପରିକି ସେ ତାଙ୍କୁ ଆର୍ଥିକ ସହଯୋଗ ମଧ୍ୟ କରିଥିଲେ। 

ଏହି ସମୟରେ ସେ ତାମିଲ୍ ଫିଲ୍ମ ନିର୍ଦ୍ଦେଶକ କେ. ବାଲାଚନ୍ଦରଙ୍କ ସଂସ୍ପର୍ଶରେ ଆସିଥିଲେ । ୧୯୭୫ରେ ରିଲିଜ୍ ହୋଇଥିବା 'ଅପୂର୍ବା ରାଗନଗାଲ୍'ରେ ରଜନୀକାନ୍ତଙ୍କୁ ପ୍ରଥମ ବ୍ରେକ୍ ମିଲିଥିଲା। ହିନ୍ଦୀ ସିନେମାରେ ରଜନୀକାନ୍ତଙ୍କ ଇନିଂସ୍‌ ଟି ରାମା ରାଓଙ୍କ ନିର୍ଦ୍ଦେଶିତ ୧୯୮୩ର ଚଳଚ୍ଚିତ୍ର 'ଅନ୍ଧା କାନୁନ୍‌'ରୁ ଆରମ୍ଭ ହୋଇଥିଲା। ଏହି ଚଳଚ୍ଚିତ୍ରରେ ରଜନୀକାନ୍ତଙ୍କ ସହ ହେମା ମାଳିନୀ ମୁଖ୍ୟ ଭୂମିକାରେ ଥିଲେ। ଦୁହେଁ ଭାଇ-ଭଉଣୀ ଭୂମିକାରେ ଥିଲେ। ଏଥିରେ ଅମିତାଭ ବଚ୍ଚନ ଏକ ବଡ ଭୂମିକା ଗ୍ରହଣ କରିଥିବାବେଳେ ଧର୍ମେନ୍ଦ୍ର ଏକ କୈମିଓ କରିଥିଲେ। ଏହା ପରେ ରଜନୀକାନ୍ତ ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ସେବେଠାରୁ ସେ ଆଉ ପଛକୁ ଚାହିଁ ନାହାନ୍ତି।

ମୋଟ ସମ୍ପତ୍ତି ମୂଲ୍ୟ ହେଉଛି ୪୩୦ କୋଟି :

ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି ମୂଲ୍ୟ ହେଉଛି ୪୩୦ କୋଟି ଟଙ୍କା। ଚେନ୍ନାଇରେ ଅବସ୍ଥିତ ରଜନୀକାନ୍ତଙ୍କ ବିଳାସପୂର୍ଣ୍ଣ ବଙ୍ଗଳାର ମୂଲ୍ୟ ପ୍ରାୟ ୩୫ କୋଟି ଟଙ୍କା। ଫିଲ୍ମ ବ୍ୟତୀତ ଥାଲାଇବା ଷ୍ଟାର୍ ମଧ୍ୟ ଦାମୀ କାରକୁ ବେଶ୍ ଭଲ ପାଆନ୍ତି । ଏଥିମଧ୍ୟରେ ୬.୫ କୋଟି ଟଙ୍କା ମୂଲ୍ୟର ରୋଲ୍ସ ରୋଏସ୍ ଫାଣ୍ଟମ୍ ଏବଂ ୬ କୋଟି ଟଙ୍କା ମୂଲ୍ୟର ରୋଲ୍ସ ରୋଏସ୍ ଘୋଷ୍ଟ ଭଳି ଦାମୀ କାର ଅନ୍ତର୍ଭୁକ୍ତ। ଏହାବ୍ୟତୀତ ତାଙ୍କ ପାଖରେ ବିଏମ୍‌ଡବ୍ଲୁ ମଧ୍ୟ ରହିଛି। 


Powered by Froala Editor

Tags rajnikant

Related articles Odisha News Lens 4.1

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14030
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13866
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    14942
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14302
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14692
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13458
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14152
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14851
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14608
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13458
    Oct 06, 2026
  • ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14030
    Oct 06, 2026
  • ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14851
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17155
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17847
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17807
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18223
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14066
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14456
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15477
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14150
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15887
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14009
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15052
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14403
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    14915
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14302
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14152
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In