Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

Home ›› ››ଜୟଦେବ ଗୌରବ ସମ୍ମାନ, ଯୋଗଦେବେ ବଲିଉଡ୍ ସିନେ ତାରକା ଓ ଓଡ଼ିଆ ଚଳଚ୍ଚିତ୍ର ଜଗତର ନାମୀଦାମୀ କଳାକାର

ଜୟଦେବ ଗୌରବ ସମ୍ମାନ, ଯୋଗଦେବେ ବଲିଉଡ୍ ସିନେ ତାରକା ଓ ଓଡ଼ିଆ ଚଳଚ୍ଚିତ୍ର ଜଗତର ନାମୀଦାମୀ କଳାକାର

2023-12-13 09:12:26
14014
Share:
Facebook
Twitter
E-Mail
WhatsApp
Telegram
ଜୟଦେବ ଗୌରବ ସମ୍ମାନ, ଯୋଗଦେବେ ବଲିଉଡ୍ ସିନେ ତାରକା ଓ ଓଡ଼ିଆ ଚଳଚ୍ଚିତ୍ର ଜଗତର ନାମୀଦାମୀ କଳାକାର

ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ସିଦ୍ଧି ବିନାୟକ ଚାରିଟେବୁଲ ଟ୍ରଷ୍ଟ ଆନୁକୂଲ୍ୟରେ ଡିସେମ୍ବର ମାସର ୨୦ ,୨୧,୨୨ ତାରିଖରେ ଜୟଦେବ ଗୌରବ ସମ୍ମାନ ୨୦୨୩ ବାଲିପାଟଣା ସ୍ଥିତ ଗୋରୁହାଟ ପଡ଼ିଆରେ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ବଲିଉଡ୍ ସିନେ ତାରକା ସୁନିଲ ସେଟ୍ଟି ଓ ଗୁଲସନ୍ ଗ୍ରୋଭର୍ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। 


ଜୟଦେବ ନିର୍ବାଚନ ମଣ୍ଡଳୀ ହେଉଛି ଉତ୍କଳ ମାଟିର ପବିତ୍ର ସ୍ଥାନ। ଏହି ପବିତ୍ର ମାଟିରେ ଜନ୍ମ ନେଇଛନ୍ତି ମହାପୁରୁଷ ମାନେ ତଥା ସ୍ଵାଧୀନତା ସଂଗ୍ରାମୀ,କବି, ବିଶିଷ୍ଟ ରାଜନୀତିଜ୍ଞ ମାନେ ଯଥା, ଗୀତଗୋବିନ୍ଦ ରଚୟିତା ଜୟଦେବ, ଓଡ଼ିଶାର ପ୍ରଥମ ମହିଳା  ମୁଖ୍ୟମନ୍ତ୍ରୀ ଶ୍ରୀମତୀ ନନ୍ଦିନୀ ଶତପଥୀ , ସ୍ଵାଧୀନତା ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀ, କବି କାଳିନ୍ଦୀ ଚରଣ ପାଣିଗ୍ରାହୀ, ଓଡ଼ିଶାର ପ୍ରଥମ ଲୋକସଭା ବାଚସ୍ପତି ଶ୍ରୀଯୁକ୍ତ ରବି ରାୟ, ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ,ବିଧାନସଭା ବାଚସ୍ପତି ସତ୍ୟପ୍ରିୟ ମହାନ୍ତି।

ଏହି ପବିତ୍ର ମାଟିରେ ଅନନ୍ୟ ଐତିହ୍ୟ ପୀଠ ରହିଛି ଯାହାକି ସାରା ବିଶ୍ୱରେ ଜୟଦେବ ନିର୍ବାଚନ ମଣ୍ଡଳୀ ଏକ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଛି। ଏହି ମାଟିରେ ଶିଶୁ ଅନନ୍ତ ଦାସଙ୍କ ସମାଧି ପୀଠ , ବିଶ୍ବପ୍ରସିଦ୍ଧ ଚଉଷଠି ଯୋଗିନୀ ମନ୍ଦିର, ଜୟଦେବ ପୀଠ ଏବଂ ତ୍ରିବେଣିଶ୍ୱର ଘାଟ ରହିଛି। 



ଏହି ପବିତ୍ର ମାଟିର ମହାପୁରୁଷ ମାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ତଥା ଏହି ଅଞ୍ଚଳର ଐତିହ୍ୟ,ସଂସ୍କୃତି ଓ ପରିଚୟ କୁ ବଞ୍ଚାଇ ରଖିବା ନିମନ୍ତେ ଆମ ଅନୁଷ୍ଠାନ ପକ୍ଷରୁ ଜୟଦେବ ନିର୍ବାଚନ ମଣ୍ଡଳୀର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୨୫୦ ରୁ ଉର୍ଦ୍ଧ୍ବ ପ୍ରତିଭା ମାନଙ୍କୁ ଜୟଦେବ ଗୌରବ ସମ୍ମାନ -୨୦୨୩ ରେ ସମ୍ମାନିତ କରାଯିବ।


ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲିଉଡ୍ ସିନେ ତାରକା ଗୁଳସନ୍ ଗ୍ରୋଭର, ଓଡ଼ିଆ ଚଳଚ୍ଚିତ୍ର ଜଗତର ହାସ୍ୟ ଅଭିନେତା ପପୁ ପମପମ୍ , ପ୍ରିନ୍ସ ଡାନ୍ସ ଗ୍ରୁପ, ଖୋର୍ଦ୍ଧା ଗଡର ପାଇକ ଆଖଡ଼ା, ଓଡ଼ିଶୀ ନୃତ୍ୟ ଏବଂ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦିବା ୩ ଘଟିକା ଠାରୁ ଆରମ୍ଭ ହୋଇ ରାତ୍ର ୧୦ ଘଟିକା ରେ ଶେଷ ହେବ। 


ଡିସେମ୍ବର ୨୧ ତାରିଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଆ ସିନେ ଜଗତର ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ବିଦୁସ୍ମିତା , ହାସ୍ୟାଭିନେତା ପ୍ରଜ୍ଞା, ଶଙ୍କର , ହ୍ୟୁମାନ ସାଗର ଓ ଟିମ୍ ଙ୍କ ଦ୍ଵାରା ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦିବା ୩ ଘଟିକା ଠାରୁ ଆରମ୍ଭ ହୋଇ ରାତ୍ର ୧୦ ଘଟିକା ରେ ଶେଷ ହେବ। 


ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲିଉଡ୍ ସିନେ ତାରକା ସୁନିଲ ସେଟ୍ଟି, ଓଡ଼ିଆ କଣ୍ଠଶିଳ୍ପୀ ଇରା ମହାନ୍ତି ଓ ଟିମ୍ ଙ୍କ ଦ୍ଵାରା ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦିବା ୩ ଘଟିକା ଠାରୁ ଆରମ୍ଭ ହୋଇ ରାତ୍ର ୧୦ ଘଟିକା ରେ ଶେଷ ହେବ।

Powered by Froala Editor

Tags Jayde Gourab Sanman

Related articles Odisha News Lens 4.1

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14595
    Mar 15, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14273
    Mar 15, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14538
    Mar 15, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15729
    Mar 14, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13604
    Mar 15, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13634
    Mar 15, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13571
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14701
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14947
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14538
    Mar 15, 2026
  • ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13634
    Mar 15, 2026
  • ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13571
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13571
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14100
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13931
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14501
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15116
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15729
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14273
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14595
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In