Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››ବିଜେଡିର ପରିବର୍ଦ୍ଧିତ କାର୍ୟ୍ୟକାରିଣୀ ବୈଠକ: ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ

ବିଜେଡିର ପରିବର୍ଦ୍ଧିତ କାର୍ୟ୍ୟକାରିଣୀ ବୈଠକ: ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ

2023-12-15 10:19:37
14923
Share:
Facebook
Twitter
E-Mail
WhatsApp
Telegram
ବିଜେଡିର ପରିବର୍ଦ୍ଧିତ କାର୍ୟ୍ୟକାରିଣୀ ବୈଠକ: ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ

ଭୁବନେଶ୍ବର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଦିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା  ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ଫଟୋଚିତ୍ରରେ ପ୍ରଥମରେ ଶ୍ରଦ୍ଧା ସୁମନ ଅର୍ପଣ ଓ ବନ୍ଦେ ଉତ୍କଳ ଜନନୀ ଗାନ ପରେ ବୈଠକ ଆରମ୍ଭ ହୋଇଥିଲା।ଏହାପରେ କାର୍ୟ୍ୟକାରିଣୀରେ ବିଭିନ୍ନ ଏଜେଣ୍ଡା ଉପରେ ଦଳର ବରିଷ୍ଠ ଉପ-ସଭାପତି ପ୍ରସନ୍ନ ଆଚାର୍ୟ୍ୟଙ୍କ ଅଭିଭାଷଣ ରଖିଥିଲେ । ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସଂଚାଳନାରେ ପ୍ରଥମେ ସାଂଗଠନିକ ପ୍ରସ୍ତାବ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଆଗତ କରିଥିଲେ । ବିଧାୟିକା ଲତିକା ପ୍ରଧାନଙ୍କର ସମର୍ଥନ ପରେ ଏହା ସର୍ବସମ୍ମତ କ୍ରମେ ପାରିତ ହୋଇଥିଲା । ଏହାପରେ ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହୋଇ ପାରିତ ହୋଇଥିଲା ।
୨୦୦୦ ମସିହାରୁ ବିଭିନ୍ନ ବିଧାନସଭା, ଲୋକସଭା, ନିର୍ବାଚନ, ଉପ ନିର୍ବାଚନ, ସମବାୟ ନିର୍ବାଚନ ବିଶେଷ କରି ପଂଚାୟତ ଓ ପୈାର ନିର୍ବାଚନରେ ବିଜୁ ଜନତା ଦଳର ଲଗାତାର ବିଜୟ ପାଇଁ ଓଡିଶାର ଜନ ସାଧାରଣଙ୍କୁ ଦଳ ପକ୍ଷରୁ କୃତଜ୍ଞତା ଅର୍ପଣ କରାଯାଇଥିଲା । କୋଟି ଓଡିଆଙ୍କର ହୃଦୟର ନେତା ବିଜେଡିର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ନେତୃତ୍ୱ ଲଗାତର ଭାବେ ଆମର ଆଂଚଳିକ ଦଳକୁ ବିପୁଳ ସଫଳତା ଆଣି ଦେଇଥିବାରୁ କାର୍ୟ୍ୟକାରିଣୀ ଶ୍ରୀଯୁକ୍ତ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇଥିଲା ।

ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଅଭିନବ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ରୂପାୟନ ପାଇଁ ତଥା ଓଡିଶାର ବିଭିନ୍ନ ପ୍ରାନ୍ତରେ ଯଥା ଶ୍ରୀ ଲିଙ୍ଗରାଜ, ମା ସମଲେଇ, ତାରାତାରିଣୀ ସହିତ ବିଭିନ୍ନ ଉପାସନା ପୀଠ ଓ ଐତିହ୍ୟର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ ନେଇଥିବା ପଦକ୍ଷେପ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।
କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦୃତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ୟ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା । ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା ।

Powered by Froala Editor

Tags BJD

Related articles Odisha News Lens 4.1

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14205
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15114
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14818
    Jul 11, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15462
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13599
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15292
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14511
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14114
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14274
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15114
    Jul 12, 2026
  • ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14114
    Jul 12, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14511
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14274
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14770
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15555
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15665
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15477
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15843
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14937
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାଜ ହୋଟେଲକୁ ବୋମା ଧମକ

    15114
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15292
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13599
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In