Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

ରାଜ୍ୟ
Home ›› ରାଜ୍ୟ ››ସତ୍ୟର ଜୟ ହେବ ବିକାଶର ଜୟ ହେବ: ନବୀନ ପଟନାୟକ

ସତ୍ୟର ଜୟ ହେବ ବିକାଶର ଜୟ ହେବ: ନବୀନ ପଟନାୟକ

2023-12-15 10:27:47
15664
Share:
Facebook
Twitter
E-Mail
WhatsApp
Telegram
ସତ୍ୟର ଜୟ ହେବ ବିକାଶର ଜୟ ହେବ: ନବୀନ ପଟନାୟକ

ଭୁବନେଶ୍ବର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଦିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା  ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ୟ୍ୟକାରିଣୀକୁ  ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଥିଲେ ଯେ,ବିରୋଧୀଙ୍କ ପାଖରେ କିଛି କଥା ନାହିଁ। ଓଡ଼ିଶାର ରୂପାନ୍ତରଣ ସେମାନଙ୍କ ପାଇଁ ବଡ଼ shock ହୋଇଛି। ତେଣୁ ସେମାନେ ମିଛ କହିବେ, ଅପପ୍ରଚାର କରିବେ। ତୃଣମୂଳ ସ୍ତରରୁ ଆମକୁ ଏହାର ଦୃଢ଼ ମୁକାବିଲା କରିବାକୁ ହେବ । ସେସିଆଲ ମିଡିଆରେ ଏହାକୁ ବିରୋଧ କରିବାକୁ ହେବ ତା ସହିତ ବିକାଶର ବାର୍ତ୍ତାକୁ ଓଡ଼ିଶାର ଘରେଘରେ ପହଞ୍ଚିବାକୁ ହେବ । ଓଡିଶା ବାସୀ ଜାଣନ୍ତି ହଜାରେ ମିଛ କେବେ ସତ ହେବନାହିଁ। ସତ୍ୟ ର ଜୟ ହେବ ବିକାଶର ଜୟ ହେବ। ନୂଆ ଓଡିଶା ଓ ସଶକ୍ତ ଓଡିଶା ଗଠନ ହେବ । କାର୍ୟ୍ୟକାରିଣୀରେ ମୋଟ୍ ୨୭ଟି ପ୍ରସ୍ତାବ ଦଳର ବରିଷ୍ଠ ନେତା ଆଗତ କରିଥିଲେ ଏବଂ ଅନ୍ୟ ବରିଷ୍ଠ ନେତା ଏହାକୁ ସମର୍ଥନ କରିଥିଲେ । ଆମେ ଗଢ଼ିବା ନୂଆ ଓଡିଶା ଓ ସଶକ୍ତ ଓଡିଶା ଶପଥ ସହ ବୈଠକ ଶେଷ ହୋଇଥିଲା । 

ବୈଠକ ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦେବୀ ମିଶ୍ର  ବୈଠକରେ ହୋଇଥିବା ନିଷ୍ପତ୍ତିଗୁଡ଼ିକ ବିଷୟରେ ସୂଚନା ଦେଇ ଶ୍ରୀ ମିଶ୍ର କହିଛନ୍ତି, ବିଜେଡି ସାଙ୍ଗଠନିକ ନିର୍ବାଚନ ବର୍ଷେ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି।  ବିରୋଧୀଙ୍କୁ କାଉଣ୍ଟର କରିବାକୁ ସୋଶାଲ ମିଡିଆକୁ ଅସ୍ତ୍ର କରାଯିବ। ଦଳର ସଭାପତି ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ବିରୋଧୀଙ୍କ ପାଖରେ କିଛି ଇସ୍ୟୁ ନାହିଁ ବୋଲି ସଭାପତି କହିଛନ୍ତି। କିଛି ଇସ୍ୟୁ ନଥିବାରୁ ମିଛ କହି ଅପପ୍ରଚାର କରୁଛନ୍ତି ବିରୋଧୀ। 

ସେହିପରି ପୁଣି ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ କାର୍ୟ୍ୟକାରିଣୀରେ ନିଷ୍ପତ୍ତି ନେଇଛି ବିଜେଡି।  ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଉଦ୍ୟମ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ଦଳ। ମହାନଦୀ, ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ଦୁଃଖପ୍ରକାଶ କରିଛି ଦଳ। କୋଇଲା ରୟାଲିଟି, ସେସ୍‌ରେ ଦାବି ପୂରଣ ପାଇଁ ଉଦ୍ୟମ ଚାଲିବ ବୋଲି କହିଛନ୍ତି ଦେବୀ ମିଶ୍ର। 

ବୈଠକରେ ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାର୍ୟ୍ୟ ଦାବୀ ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା , ଦାବୀ ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା ଓ ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଥିଲା । କୋଇଲା ରୟାଲଟି, ସେସ୍, ପ୍ରଦାନ କ୍ଷେତ୍ରରେ ଓଡ଼ିଶାର ଦାବି ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ୟ୍ୟ ତ୍ୱରାନିତ କରିବା ଏବଂ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା , ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବା ରେ ମହିଳା ମାନେ ସମ୍ମୁଖିନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ।

Powered by Froala Editor

Tags BJD

Related articles Odisha News Lens 4.1

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14334
    Sep 05, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15164
    Sep 05, 2026
  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13699
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14049
    Sep 04, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15474
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14455
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13655
    Sep 04, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15608
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13581
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15608
    Sep 05, 2026
  • ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13576
    Sep 05, 2026
  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14049
    Sep 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17727
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17742
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13726
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14532
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14837
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14790
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14127
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13985
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14516
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15399
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14803
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14049
    Sep 04, 2026
  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ସାମର୍ଥ୍ୟକୁ ଚିହ୍ନଟ କରିପାରନ୍ତି: ରାଷ୍ଟ୍ରପତି

    13699
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14455
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In