Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ବିଶେଷ
Home ›› ବିଶେଷ ››ବିଷ ପିଇଥିବା ବ୍ୟକ୍ତିର ଜୀବନକୁ ଏଭଳି ବଞ୍ଚାଇପାରିବେ

ବିଷ ପିଇଥିବା ବ୍ୟକ୍ତିର ଜୀବନକୁ ଏଭଳି ବଞ୍ଚାଇପାରିବେ

2021-06-09 06:56:46
15331
Share:
Facebook
Twitter
E-Mail
WhatsApp
Telegram
ବିଷ ପିଇଥିବା ବ୍ୟକ୍ତିର ଜୀବନକୁ ଏଭଳି ବଞ୍ଚାଇପାରିବେ


ଯଦି କୌଣସି ବ୍ୟକ୍ତି ବିଷ ପିଇ ଦେଇଥାନ୍ତି ତେବେ ଏଭଳି ପରିପରିସ୍ଥିତିରେ ଡାକ୍ତରଖାନା ଯିବା ପୂର୍ବରୁ ପ୍ରାଥମିକ ଚିକିତ୍ସା ଦ୍ୱାରା ଉକ୍ତ ବ୍ୟକ୍ତିଙ୍କୁ ମେଡିକାଲରେ ପହଂଚିବା ପର୍ୟ୍ୟନ୍ତ ଜୀବନକୁ ବଞ୍ଚାଯାଇପାରିବ । କିଛି ପ୍ରାଥମିକ ଉପଚାର ଅଛି ଯାହାକୁ ୯୯ ପ୍ରତିଶତ ଲୋକ ତାହା ସଂପର୍କରେ ଜାଣନ୍ତି ନାହିଁ। ତେବେ ଆସନ୍ତୁ ଜାଣିବା ଏହି ପ୍ରାଥମିକ ଚିକିତ୍ସା ସଂପର୍କରେ

• ଯଦି ବିଷ ଖାଇଥିବା ବ୍ୟକ୍ତିଙ୍କର ବାନ୍ତି ହେଉନାହିଁ ତେବେ ଏଭଳି ପରିସ୍ଥିତିରେ ଆପଣ କୌଣସି ବି ଉପାୟରେ ତଥା ମୁହଁରେ ଆଙ୍ଗୁଠି ପୁରାଇ ହେଉ କିମ୍ବା ଅନ୍ୟ କୌଣସି ଉପାୟରେ ବାନ୍ତି କରାଇବାକୁ ଚେଷ୍ଟା କରନ୍ତୁ । ବାନ୍ତି ହୋଇଗଲେ ପେଟ ଭିତରକୁ ଯାହା ବି ବିଷ ପଶିଥିବ ତାହା ବାହାରକୁ ବାହାରିଯିବ । କିମ୍ବା ବାନ୍ତି କରାଇବାକୁ ହେଲେ ପ୍ରଥମେ ସୋରିଷକୁ ବାଟି ତାକୁ ପାଣିରେ ମିଶାଇ ଏକ ଘୋଳ ତିଆରି କରନ୍ତୁ। ଏହି ଘୋଳକୁ ପିଇଲେ ବାନ୍ତି ଲାଗିବ।

• ଯଦି କୌଣସି ବ୍ୟକ୍ତି ବିଷ ପିଇଦେଇଥାନ୍ତି ତେବେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିବା ପୂର୍ବରୁ ପ୍ରାଥମିକ ଉପଚାର ଭାବେ ଆପଣ ଦେଶୀ ଘିଅ ଏବଂ ଗୋଲମରିଚ ଦ୍ୱାରା ରୋଗୀ ଜୀବନ ରକ୍ଷା କରିପାରିବେ । ଏଥିପାଇଁ ୧୦୦ରୁ ୧୫୦ ଗ୍ରାମର ଦେଶୀ ଘିଅକୁ ଉଷୁମ କରି ନିଅନ୍ତୁ ଏବଂ ଏଥିରେ ୧୫ରୁ ୨୦ଟି ଗୋଲମରିଚକୁ ଗୁଣ୍ଡ କରି ମିଶାଇ ରୋଗୀକୁ ପିଆଇବା ଦ୍ୱାରା ବିଷର ପ୍ରଭାବ କମ ହୋଇଥାଏ ।

• ସେହିପରି ବିଷ ପିଇଥିବା ବ୍ୟକ୍ତିଙ୍କୁ ତୁରନ୍ତ କ୍ଷୀର ପିଆଇ ଦିଅନ୍ତୁ । କାରଣ କ୍ଷୀର ବିଷ ସସ୍ପର୍ଶରେ ଆସି ଫାଟି ଯାଇଥାଏ । ଯାହାଦ୍ୱାରା ଉକ୍ତ ବ୍ୟକ୍ତି ଜଣକର ବାନ୍ତି ହୋଇଯିବ ଓ ଏସହିତ ବିଷ ମଦ୍ୟ ବାହାରକୁ ଚାଲିଆସିଥାଏ । ଏହାପରେ ତାଙ୍କୁ ଆରାମ ମିଳିବ ।

• ଯଦି ବିଷ ବ୍ୟକ୍ତିର ରକ୍ତ ସସ୍ପର୍ଶରେ ଚାଲିଆସିଛି ତେବେ ଏଭଳି ପରିସ୍ଥିତିରେ ଆପଣ ଗୋଟିଏ ଗ୍ଲାସ୍ କ୍ଷୀରରେ ଗୋଟିଏ ଚାମଚ ହଳଦୀ ଗୁଣ୍ଡ ମିଶାଇ ପିଇବାକୁ ଦିଅନ୍ତୁ । କାରଣ ହଦଳୀରେ ଥିବା ଆଂଟସେପଟିକ୍ ଗୁଣ ବିଷଧର କୀଟାଣୁରୁ ନଷ୍ଟ କରିବାରେ ସକ୍ଷମ ହୋଇଥାଏ ।

. ସେହିପରି ବିଷ ପିଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏକ ଗିଲାସ ପାଣିରେ ଏକ ମୁଠା ଲୁଣ ମିଶାଇ ପିଆଇ ଦିଅନ୍ତୁ। ଏଭଳି କରିଲେ ତୁରନ୍ତ ବାନ୍ତି ଲାଗିବ।

Powered by Froala Editor

Tags Poision

Related articles Odisha News Lens 4.1

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14537
    Jun 16, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15566
    Jun 15, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15661
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14332
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14471
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14570
    Jun 15, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14654
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14646
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13592
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15566
    Jun 15, 2025
  • ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13592
    Jun 16, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14332
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15493
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15661
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14332
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14704
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14625
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15669
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16331
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14034
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14570
    Jun 15, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15661
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14471
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In