Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, January 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବୈଦ୍ୟୁତିକ କେଟିଲର ବ୍ୟବହାର କରିବେ ...

  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

Home ›› ››ପ୍ରେମିକା ଉପରେ କାର୍‌ ଚଢ଼ାଇ ଦେଲା ବୟଫ୍ରେଣ୍ଡ

ପ୍ରେମିକା ଉପରେ କାର୍‌ ଚଢ଼ାଇ ଦେଲା ବୟଫ୍ରେଣ୍ଡ

2023-12-16 19:59:36
14788
Share:
Facebook
Twitter
E-Mail
WhatsApp
Telegram
ପ୍ରେମିକା ଉପରେ କାର୍‌ ଚଢ଼ାଇ ଦେଲା ବୟଫ୍ରେଣ୍ଡ

ମହାରାଷ୍ଟ୍ର ଠାଣେରେ ବାନ୍ଧବୀଙ୍କ ଉପରେ କାର୍ ଚଢାଇ ଦେଲା ବୟଫ୍ରେଣ୍ଡ । ବଡ଼କଥା ହେଉଛି ଅଭିଯୁକ୍ତ ବୟଫ୍ରେଣ୍ଡ ଅଶ୍ବଜିତ ଗାଏକଓ୍ବାଡ ହେଉଛି ମହାରାଷ୍ଟ୍ର ରାଜ୍ୟ ସଡ଼କ ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ଅନିଲ ଗାଏକଓ୍ବାଡଙ୍କ ପୁଅ ।  ସେ ନିଜ ପ୍ରେମିକା ପ୍ରିୟା ସିଂଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଅଶ୍ୱଜିତ ଓ ପ୍ରିୟାଙ୍କ ସମ୍ପର୍କ ୪ ବର୍ଷ ପୁରୁଣା। ଅଶ୍ୱଜିତ ବିବାହିତ ଜାଣି ବି ପ୍ରିୟା ତାଙ୍କ ସହ ସମ୍ପର୍କ ରଖିଥିଲେ।

ପ୍ରିୟା ଇନଷ୍ଟାଗ୍ରାମ୍‌ରେ ଏକ ଷ୍ଟୋରି ପୋଷ୍ଟ କରି ଘଟଣାକୁ ଲୋକଲୋଚନକୁ ଆଣିଛନ୍ତି। ପୋଷ୍ଟରେ କହିଛନ୍ତି- ଗତ ଡିସେମ୍ବର ୧୧ ତାରିଖରେ ଏକ ପାରିବାରିକ ଉତ୍ସବରେ  ସେ ଅଶ୍ବଜିତଙ୍କ ଭେଟିବା ଲାଗି ଯାଇଥିଲେ । କିନ୍ତୁ ସେଠାରେ ଅଶ୍ୱଜିତ ନିଜ ପତ୍ନୀଙ୍କ ସହ ଉପସ୍ଥିତ ଥିଲେ। ଏହା ଦେଖି ଉଭୟଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ତାଙ୍କୁ ଅଶ୍ବଜିତ ଅତି କର୍କଶ ବ୍ୟବହାର ପ୍ରଦର୍ଶନ କରିଥିଲେ । ଏପରିକି ସେଠାରେ ତାଙ୍କୁ ଚାପୁଡା ମାରିବା ସହ ଚୁଟି ଟାଣି ବେକକୁ ଚିପି ଦେଇଥିଲେ । ସେଠାରେ ବି ଉପସ୍ଥିତ ଥିଲେ ଅଶ୍ବଜିତଙ୍କ ଜଣେ ସାଙ୍ଗ ।

ଅଶ୍ବଜିତ ଫୋପାଡିଦେଇଥିବା ମୋବାଇଲ ଓ ବ୍ୟାଗ ଆଣିବା ଲାଗି ଅଶ୍ବଜିତଙ୍କ କାର ନିକଟକୁ ଯିବାବେଳେ ତାଙ୍କ ଉପରେ କାର୍ ଚଢାଇ ଦେଲେ ଅଶ୍ବଜିତ । ଫଳରେ ପ୍ରିୟାଙ୍କ ଗୋଡ ଉପରେ କାର୍ ଚଢିଯାଇଥିଲା । ଘଟଣା ପରେ ସେମାନେ ଫେରାର ହୋଇଯାଇଥିଲେ । ହସ୍ପିଟାଲ ବେଡରେ ସେ ଏବେ ଅକଥନୀୟ ଯନ୍ତ୍ରଣା ପାଉଥିବା ବେଳେ ପୁଲିସ୍‌ ବି ତାଙ୍କ ଗୁହାରି ଶୁଣୁନି ବୋଲି କହିଛନ୍ତି ପ୍ରିୟା।

ଏପରିକି ଏହି ଘଟଣା ନେଇ ପ୍ରିୟା ନିକଟସ୍ଥ ଥାନାରେ ମାମଲା ରୁଜୁ କରିଥିବା ବେଳେ ପୁଲିସ୍‌ କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନି। ତେବେ ଏନେଇ ପ୍ରିୟା ସୋଶାଲ ମିଡିଆରେ ପ୍ରିୟା ପୋଷ୍ଟ କରିବା ପରେ ଆକ୍ସନ ମୁଡକୁ ଚାଲି ଆସିଛି ପୁଲିସ୍‌। ପୁଲିସ୍‌ ଏହି ଘଟଣାର ସମସ୍ତ ଅଭିଯୁକ୍ତ ଅଶ୍ୱଜିତଙ୍କ ସମେତ ତାଙ୍କ ୩ ସାଙ୍ଗ ଓ ଡ୍ରାଇଭରଙ୍କ ବିରୋଧରେ ମାମଲା ରୁଜୁ କରିଥିବା ଜଣାଯାଇଛି।

Powered by Froala Editor

Tags priya

Related articles Odisha News Lens 4.1

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14640
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15886
    Jan 22, 2026
  • ବୈଦ୍ୟୁତିକ କେଟିଲର ବ୍ୟବହାର କରିବେ କିପରି, ଜାଣନ୍ତୁ....
    ବିଶେଷ

    ବୈଦ୍ୟୁତିକ କେଟିଲର ବ୍ୟବହାର କରିବେ କିପରି, ଜାଣନ୍ତୁ....

    14608
    Jan 24, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13803
    Jan 21, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15358
    Jan 23, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14753
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...
    ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...

    14204
    Jan 23, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15475
    Jan 22, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14907
    Jan 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15886
    Jan 22, 2026
  • ବିଶେଷ

    ବୈଦ୍ୟୁତିକ କେଟିଲର ବ୍ୟବହାର କରିବେ କିପରି, ଜାଣନ୍ତୁ....

    14608
    Jan 24, 2026
  • ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13803
    Jan 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ବୈଦ୍ୟୁତିକ କେଟିଲର ବ୍ୟବହାର କରିବେ କିପରି, ଜାଣନ୍ତୁ....

    14608
    Jan 24, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14907
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15550
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16151
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15768
    Jan 17, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14440
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14753
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13713
    Jan 22, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15475
    Jan 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In