Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ...

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ...

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ...

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୁଟ୍‌ଖା ଖିଆ ବରକୁ ବାହା ହେଲାନି କନିଆଁ

ଗୁଟ୍‌ଖା ଖିଆ ବରକୁ ବାହା ହେଲାନି କନିଆଁ

2021-06-09 07:31:59
15710
Share:
Facebook
Twitter
E-Mail
WhatsApp
Telegram
ଗୁଟ୍‌ଖା ଖିଆ ବରକୁ ବାହା ହେଲାନି କନିଆଁ

ଗୁଟ୍‌ଖା ଖିଆ ବରକୁ ବାହା ହେଲାନି କନିଆଁ । ଏଭଳି ଘଟଣା ସାମ୍‌ନାକୁ ଆସିଲା ଉତ୍ତରପ୍ରଦେଶ ବାଲିଆ ଜିଲ୍ଲାରୁ । ମାନିଆର ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ ୫ ତାରିଖରେ ଥିଲା ବାହାଘର । ଖେଜୁରୀ ଗାଁର ଯୁବକଙ୍କୁ ମିଶ୍ରାଓଲି ଗାଁର ଝିଅଙ୍କର ବାହାଘର ଥିଲା । ବରଯାତ୍ରୀ ଝିଅ ଘରେ ପହଞ୍ଚିଥିଲା । ଏତିକିବେଳେ କନିଆଁ ଦେଖିଥିଲା ବର ଗୁଟଖା ଖାଉଛି । ତାପରେ ବାହା ହେବାକୁ ମନା କରି ଦେଇଥିଲା ଝିଅ ।

ବହୁ ବୁଝାସୁଝା ପରେ ବି ଝିଅ ଗୁଟଖା ଖାଉଥିବା ପୁଅକୁ ବାହା ହେବନି ବୋଲି ରୋକଠୋକ କହିଥିଲା । ଶେଷରେ ଶିଶୁପାଳ ହୋଇ କନିଆଁ ଘରୁ ଫେରିଥିଲା ବର । ପୂର୍ବରୁ ପୁଅ ଘର ଲୋକ ଦେଇଥିବା ଉପହାର ଫେରାଇ ଦେଇଥିଲେ କନ୍ୟା ପକ୍ଷ ।

ଉତ୍ତରପ୍ରଦେଶରେ ସପ୍ତାହେ ଭିତରେ ଏହା ହେଉଛି ଦ୍ୱିତୀୟ ଘଟଣା । ପୂର୍ବରୁ ପ୍ରତାପଗଡ଼ ଜିଲ୍ଲାରେ ମଦ ପିଇ ବାହା ହେବାକୁ ଆସିଥିଲା ବର । ଝିଅକୁ ଡ୍ୟାନ୍ସ କରିବାକୁ ବାଧ୍ୟ କରିଥିଲା । ଏଭଳି ମଦୁଅ ବରକୁ ବାହା ହେବେନି ବୋଲି ମନା କରିଥିଲା ଝିଅ । 

Powered by Froala Editor

Tags marriage

Related articles Odisha News Lens 4.1

  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13890
    Apr 02, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14652
    Apr 02, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15152
    Apr 02, 2026
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...
    ଦେଶ-ଦେଶାନ୍ତର

    ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...

    14592
    Apr 03, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର
    ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13486
    Apr 03, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14485
    Apr 01, 2026
  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14480
    Apr 03, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14152
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13884
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13486
    Apr 03, 2026
  • ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14652
    Apr 02, 2026
  • ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15152
    Apr 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17398
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17458
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17808
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16285
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15152
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14550
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15967
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15456
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16186
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15310
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15039
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15543
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13839
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14480
    Apr 03, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15152
    Apr 02, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13486
    Apr 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In