Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

Home ›› ››ଲେଉଟିଲା କରୋନା : ହେବ ମାସ୍ ଟେଷ୍ଟିଂ, ମାସ୍କ ପିନ୍ଧିବାକୁ ପରାମର୍ଶ

ଲେଉଟିଲା କରୋନା : ହେବ ମାସ୍ ଟେଷ୍ଟିଂ, ମାସ୍କ ପିନ୍ଧିବାକୁ ପରାମର୍ଶ

2023-12-18 19:36:36
15220
Share:
Facebook
Twitter
E-Mail
WhatsApp
Telegram
ଲେଉଟିଲା କରୋନା : ହେବ ମାସ୍ ଟେଷ୍ଟିଂ, ମାସ୍କ ପିନ୍ଧିବାକୁ ପରାମର୍ଶ

ଦେଶରେ ପୁଣି ଥରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି ମହାମାରୀ କୋଭିଡ-୧୯।  କର୍ନାଟକ ସରକାର ସଂକ୍ରମଣର ନୂଆ ଭାରିଏଣ୍ଟ ଜେଏନ-୧ (କୋଭିଡ ସବ ଭାରିଏଣ୍ଟ ଜେଏନ-୧) ବିଷୟରେ ସତର୍କ କରାଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ ସୋମବାର ଆଡଭାଇଜରି ଜାରି କରିଛନ୍ତି। ଏହା ମାଧ୍ୟମରେ ସେ ବରିଷ୍ଠ ନାଗରିକ ଏବଂ ଅନ୍ୟ ରୋଗରେ ପୀଡିତ ଲୋକଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି।

ଦେଶରେ ଦିନକରେ ୩ଶହରୁ ଅଧିକ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହେବା ସହ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ଦେଖି ବେଳେ ଚାରିଆଡେ ଲୋକଙ୍କ ମଧ୍ୟରେ ଛନକା ପଶିଛି। କେବଳ ସେତିକି ପ୍ରଶାସନ ମଧ୍ୟ ସଜାଗ ହୋଇଉଠିଛି। ଲୋକଙ୍କୁ ପୁଣି ଥରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।

କରୋନା ମହାମାରୀର ନୂଆ ଘାତକ ସବ୍‌-ଭାରିଏଣ୍ଟ ଜେଏନ୍‌.୧ ଚିହ୍ନଟ ହୋଇଛି। କେରଳରୁ ପ୍ରଥମେ ଏହି ଭାରିଏଣ୍ଟରେ ଜଣେ ମହିଳା ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଏବେ ଏହା ବିଭିନ୍ନ ରାଜ୍ୟକୁ ଏହା ବ୍ୟାପିବାରେ ଲାଗିଲାଣି।

ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ପୁଣି ଥରେ ମାସ୍‌ ଟେଷ୍ଟି ବା ସମୁହ ପରୀକ୍ଷା ଆରମ୍ଭ ହେବ ବୋଲି ସେ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁମାନଙ୍କର ଶ୍ୱାସକ୍ରିୟାରେ ସମସ୍ୟା ରହିଛି ସେମାନଙ୍କୁ ବାଧ୍ୟତାମୂଳକ ପରୀକ୍ଷା କରିବାକୁ ପଡିବ। ରିପୋର୍ଟ ଅନୁଯାୟୀ, ସାରା ଦେଶରେ କୋଭିଡର ୧୮୦୦ରୁ ଅଧିକ ମାମଲା ମଧ୍ୟରୁ କେରଳରେ୧୬୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରବିବାର ସୁଦ୍ଧା ୫ଜଣଙ୍କ ମୃତ୍ୟୁ ଘଟିଛି, ଏହା ପରେ କର୍ନାଟକ ସତର୍କତା ଅବଲମ୍ବନ କରିବା ଆରମ୍ଭ କରିଛି।

Powered by Froala Editor

Tags covid

Related articles Odisha News Lens 4.1

  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14115
    Jul 05, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15081
    Jul 06, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ
    ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14908
    Jul 05, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15288
    Jul 06, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13634
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14904
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14361
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15154
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13647
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13647
    Jul 05, 2026
  • ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15081
    Jul 06, 2026
  • ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14115
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15081
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15098
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15156
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14584
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14348
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15829
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14912
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15288
    Jul 06, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14908
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14361
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In