Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

Home ›› ››କରୋନା ଆତଙ୍କ: ଆଜି ସବୁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ କୋଭିଡ୍‌‌ ମୁକାବିଲା ସଂକ୍ରାନ୍ତରେ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

କରୋନା ଆତଙ୍କ: ଆଜି ସବୁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ କୋଭିଡ୍‌‌ ମୁକାବିଲା ସଂକ୍ରାନ୍ତରେ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

2023-12-20 07:57:59
14600
Share:
Facebook
Twitter
E-Mail
WhatsApp
Telegram
କରୋନା ଆତଙ୍କ: ଆଜି ସବୁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ କୋଭିଡ୍‌‌ ମୁକାବିଲା ସଂକ୍ରାନ୍ତରେ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : କୋଭିଡ୍‌‌ର ନୂଆ ଭାରିଆଣ୍ଟ ଜେଏନ୍‌‌.୧ କିଛି ରାଜ୍ୟରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ସବୁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ କୋଭିଡ୍‌‌ ମୁକାବିଲା ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା କରିବେ।
 କୋଭିଡ୍‌‌ର ନୂଆ ଭାରିଆଣ୍ଟ ଆସିବ ବୋଲି ପୂର୍ବାନୁମାନ କରାଯାଇଥିଲେ ସୁଦ୍ଧା ସେପରି କିଛି ଘଟିନାହିଁ। ମାତ୍ର ଏବେ ଜେଏନ୍‌‌.୧ ଭାରିଆଣ୍ଟ ନୂଆ ବିପତ୍ତି ଡାକି ଆଣିବ ବୋଲି ଆଶଙ୍କା ସୃଷ୍ଟି ହୋଇଛି। କେରଳ ଓ କର୍ଣ୍ଣାଟକରେ ଲୋକମାନଙ୍କ ଜୀବନ ଯାଇଥିବା ସୂଚନା ପହଞ୍ଚଛି। ଏହି ପରିପେକ୍ଷ୍ରୀରେ ଆଗକୁ ବଡ଼ ଦିନ, ନୂଆବର୍ଷ ଓ ବଣଭୋଜି ଋତୁ ଚାଲିଥିବାରୁ ସଂକ୍ରମଣ ବୃଦ୍ଧି ପାଇପାରେ ଓ ଏପରିସ୍ଥଳେ କୋଭିଡ୍‌‌ କଟକଣା ଫେରିବା ସମ୍ଭାବନାକୁ ଏଡ଼ାଇ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ପ୍ରଫେସର୍‌ ବିଜୟ ମହାପାତ୍ର କହିଛନ୍ତି, ନୂଆ ଭାରିଆଣ୍ଟ କେତେ ବିପଜ୍ଜନକ, ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ। ତଥାପି ଆମେ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛୁ। ଆରଟି-ପିସିଆର୍‌ ଟେଷ୍ଟ ସେଣ୍ଟର ପୁନଃ କାର୍ୟ୍ୟକ୍ଷମ କରାଯାଉଛି। ଡାକ୍ତରଖାନାରେ ଅମ୍ଳଜାନ୍‌‌, ଔଷଧ, କିଟ୍‌‌ ଆଦି ପର୍ୟ୍ୟାପ୍ତ ପରିମାଣରେ ମହଜୁଦ ଅଛି। କେଉଁଠି ବି ସନ୍ଦିଗ୍ଧ ସଂକ୍ରମିତ ଚିହ୍ନଟ ହେଲେ ତାହା ତୁରନ୍ତ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇବା ପାଇଁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପଜିଟିଭ୍‌‌ ନମୁନା ଜିନୋମ ସିକ୍ୱେନ୍ସିଂ ବ୍ୟବସ୍ଥା ମଧ୍ୟ ହୋଇଛି। ଯେହେତୁ ଏହି ଭୂତାଣୁର ନୂଆ ପ୍ରଜାତି ସମ୍ପର୍କରେ ଅଧିକ ଜଣାନାହିଁ ସେଥିପାଇଁ ଆମେ ସତର୍କତାମୂଳକ ପଦକ୍ଷେପ ନେବା ଜରୁରୀ ବୋଲି ଡାକ୍ତର ମହାପାତ୍ର କହିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13576
    Jul 04, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14766
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15429
    Jul 01, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14664
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15370
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14424
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13964
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14952
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15853
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13514
    Jul 03, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15370
    Jul 03, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13964
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14766
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14534
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14302
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15921
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15794
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15679
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13964
    Jul 01, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15370
    Jul 03, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14766
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In