Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, January 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଲେ କୋର୍ଟ

ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଲେ କୋର୍ଟ

2023-12-20 13:02:14
14506
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଲେ କୋର୍ଟ

ୱାଶିଂଟନ: ଆମେରିକାରେ ଆସନ୍ତା ବର୍ଷ ହେବ ରାଷ୍ଟ୍ରପତି ନିର୍ବାଚନ, ଯେଉଁ ନିର୍ବାଚନରେ ଟ୍ରମ୍ପ ପୁଣିଥରେ ରାଷ୍ଟ୍ରପତି ହେବା ନେଇ ଆଶା ରଖିଥିଲେ। ହେଲେ ଏହା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ କୋର୍ଟ ବଡ଼ ଝଟକା ଦେଇଛନ୍ତି। ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଛନ୍ତି କହିଛନ୍ତି କୋର୍ଟ ।
କ୍ୟାପିଟାଲ ହିଂସା ମାମଲାରେ ଆମେରିକାର କୋଲୋରାଡୋ କାର୍ଟ ତାଙ୍କର ରାୟ ଶୁଣାଇଛନ୍ତି । ଏହି ରାୟ ଅନୁସାରେ କୋର୍ଟ ଡୋନାଲ୍ଡ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷିତ କରିଛନ୍ତି । ସେତିକି ନୁହେଁ, କୋର୍ଟ ଡୋନାଲ୍ଡ ଟ୍ରମ୍ପଙ୍କୁ ଭୋଟ ଦେବା ପାଇଁ ମଧ୍ୟ ଅଯୋଗ୍ୟ ଘୋଷିତ କରିଥିଲା । ଏବେ ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ ପାର୍ଟି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନା ଲଢି ପାରିବେ ନା ଭୋଟ ଦେଇ ପାରିବେ । ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଏହି ରାୟ ଦେଇଛନ୍ତି କୋର୍ଟ।
ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯିବା ଆମେରିକା ଇତିହାସର ପ୍ରଥମ ଘଟଣା। ୨୦୨୧ ଜାନୁଆରୀ ୬ରେ କ୍ୟାପିଟଲ୍ ହିଂସାକୁ ଉସୁକାଇବା ଅଭିଯୋଗରେ ଟ୍ରମ୍ପଙ୍କ ବିରୋଧରେ ଏଭଳି ନିଷ୍ପତ୍ତି ହୋଇଛି।

ତେବେ କୋଲୋରାଡୋ କୋର୍ଟଙ୍କ ଏହି ରାୟକୁ ଚାଲେଞ୍ଜ କରି ଉପର ଅଦାଲତର ଦ୍ବାରସ୍ଥ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ। ଗତ ୨୦୨୦ ମସିହା ନଭେମ୍ବରରେ ହୋଇଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ରାଷ୍ଟ୍ରପତି ପଦ ହରାଇଥିଲେ। ମାତ୍ର ସେ ନିଜ ପରାଜୟକୁ ସ୍ବୀକାର କରିବାକୁ ପ୍ରସ୍ତୁତ ନ ଥିଲେ। ପରେ ୨୦୨୧ ଜାନୁୟାରୀରେ ଆମେରିକାରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଟ୍ରମ୍ପଙ୍କ ସମର୍ଥକ ହ୍ୱାଇଟ ହାଉସରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ।

Powered by Froala Editor

Tags Donald trump

Related articles Odisha News Lens 4.1

  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15535
    Jan 21, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15339
    Jan 23, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14738
    Jan 21, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13788
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...
    ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...

    14185
    Jan 23, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15460
    Jan 22, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13698
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15871
    Jan 22, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14738
    Jan 21, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15871
    Jan 22, 2026
  • ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13698
    Jan 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15535
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16136
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15766
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16424
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13788
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ କାଶ୍ମିରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

    14185
    Jan 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In