Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

ବିଶେଷ
Home ›› ବିଶେଷ ››ଶୀତଦିନେ ପାଦ ଆଙ୍ଗୁଠି ଫୁଲୁଥିଲେ, ଆପଣାନ୍ତୁ ଏହି ଉପାୟ

ଶୀତଦିନେ ପାଦ ଆଙ୍ଗୁଠି ଫୁଲୁଥିଲେ, ଆପଣାନ୍ତୁ ଏହି ଉପାୟ

2023-12-23 05:35:01
16205
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ପାଦ ଆଙ୍ଗୁଠି ଫୁଲୁଥିଲେ, ଆପଣାନ୍ତୁ ଏହି  ଉପାୟ

ଶୀତ ଋତୁ ଅନେକ ଲୋକଙ୍କର ଭାରି ପସନ୍ଦ। କିନ୍ତୁ ଏହି ଋତୁରେ ଏକାଧିକ ସ୍ୱାସ୍ଥ୍ୟ ସମସ୍ୟା ଦେଖାଯାଏ। ଜ୍ୱର, ଥଣ୍ଡାଠୁ ଚର୍ମ ଫାଟିବା, କେଶ ଝଡିବା ଇତ୍ୟାଦି ଶୀତ ଦିନରେ ହିଁ ଅଧିକ ହୋଇଏ। ଏଥିସହ ଅଧିକାଂଶ ଲୋକଙ୍କର ପାଦ ଆଙ୍ଗୁଠି ଫୁଲିଯାଇ କାଲୁଆ ପଡିଯିବା ଭଳି ସମସ୍ୟା ଦେଖାଯାଏ। ଏହି କାରଣରୁ ପାଦରେ ଖୁବ୍ ଯନ୍ତ୍ରଣା ହୁଏ। ଯଦି ଆପଣଙ୍କର ଏହି ସମସ୍ୟା ରହିଛି ତେବେ ଏହାର କାରଣ କଣ ଏବଂ ଘରୋଇ ଉପଚାର ମାଧ୍ୟମରେ କିପରି ସମାଧାନ କରିବେ, ଜାଣନ୍ତୁ...

କାହିଁକି ଶୀତଦିନରେ ଫୁଲିଯାଏ ପାଦ ଆଙ୍ଗୁଠି
ଶୀତଦିନେ, ଆମର ରକ୍ତ ଶିରା ସଙ୍କୁଚିତ ହୋଇଯାଏ। ଫଳରେ ଗୋଡକୁ ରକ୍ତ ସଞ୍ଚାଳନ ଅପେକ୍ଷାକୃତ କମ୍ ହୁଏ। ଏହା ବ୍ୟତୀତ, ବେଶି ସମୟ ପାଦକୁ ଥଣ୍ଡା ସ୍ଥାନରେ ରଖିଲେ ଆଙ୍ଗୁଠିଗୁଡିକ ଫୁଲିଯାଏ। ବେଳେବେଳେ ଚର୍ମ ସଂକ୍ରମଣ କାରଣରୁ ମଧ୍ୟ ପାଦ ଆଙ୍ଗୁଠି ଫୁଲିଯାଏ। ନିମ୍ନରେ ଘରୋଇ ଉପଚାର ବାବଦରେ ଆଲୋଚନା କରାଯାଇଛି...
ଉଷୁମ ପାଣିରେ ପାଦ ଧୋଇ ଦିଅନ୍ତୁ
ଥଣ୍ଡା ପାଗରେ ଆଙ୍ଗୁଠି ଫୁଲିଗଲେ, ଉଷୁମ ପାଣିରେ ପାଦ ଧୋଇବା ଅତ୍ୟନ୍ତ ଲାଭଦାୟକ। ଉଷୁମ ପାଣି ରକ୍ତ ସଞ୍ଚାଳନରେ ଉନ୍ନତି ଆଣେ। ଏହା ଗୋଡରେ ଥିବା ଶିରା ସଙ୍କୋଚନକୁ ହ୍ରାସ କରିଥାଏ, ଯେଉଁଥିପାଇଁ ପାଦର ଫୁଲା ଶୀଘ୍ର କମିବାର ସମ୍ଭାବନା ଥାଏ।

ହଳଦୀ ଏବଂ ଲେମ୍ବୁ ବ୍ୟବହାର କରନ୍ତୁ
ଥଣ୍ଡା ପାଗରେ ଯେତେବେଳେ ଆଙ୍ଗୁଠି ଫୁଲିଯାଏ, ସେତେବେଳେ ହଳଦୀ ଏବଂ ଲେମ୍ବୁ ବ୍ୟବହାର କରିପାରିବେ। ହଳଦୀରେ ଆଣ୍ଟି-ଇନ୍‌ଫ୍ଲାମେଟୋରୀ ଗୁଣ ରହିଛି, ଯାହା ଫୁଲାକୁ ହ୍ରାସ କରିବାରେ ସାହାଯ୍ୟ କରେ। ଏହି ଦୁଇଟିକୁ ମିଶ୍ରଣ କରି ପାଦରେ ଲଗାଇଲେ ରକ୍ତ ସଞ୍ଚାଳନରେ ମଧ୍ୟ ସୁଧାର ଆସ, ଫୁଲା ମଧ୍ୟ ଶୀଘ୍ର ହ୍ରାସ ହୋଇଥାଏ।

ତେଲରେ ପାଦକୁ ମାଲିସ୍ କରନ୍ତୁ
ସୋରିଷ ତେଲରେ ଅଳ୍ପ ହିମାଲୟାନ ଲୁଣ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ଫୁଲିଯାଇଥିବା ପାଦରେ ଲଗାନ୍ତୁ ଏବଂ ଧୀରେ ଧୀରେ ମାଲିସ୍ କରନ୍ତୁ। ଏହା ତତକ୍ଷଣାତ୍ ଆରାମ ଦେବାରେ ସହାୟକ ହୋଇପାରେ। ସୋରିଷ ତେଲ ବଦଳରେ ଅଲିଭ୍ ତେଲ ମଧ୍ୟ ବ୍ୟବହାର କରିପାରିବେ।

Powered by Froala Editor

Tags Do your fingers get swollen in winter?

Related articles Odisha News Lens 4.1

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14531
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13836
    Apr 15, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13582
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15279
    Apr 15, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14713
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13682
    Apr 16, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    14972
    Apr 16, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13886
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15396
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15396
    Apr 16, 2026
  • ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14713
    Apr 16, 2026
  • ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14531
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17419
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17475
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17832
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16303
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15396
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15495
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16086
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14703
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15679
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15336
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15069
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15569
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13866
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14629
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13836
    Apr 15, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13682
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In