ଓଡ଼ିଶାରେ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଇ ଏକ ବଡ଼ ଖବର ଆସିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଣେ ପଜିଟିଭ ଚିହ୍ନଟ ନେଇ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୩ ତାରିଖରେ ଶେଷ ଥର ପାଇଁ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ ।
Powered by Froala Editor