Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ›› ଛାତ୍ରଛାତ୍ରୀଙ୍କୁ ଜୀବନରେ ଆଗକୁ ବଢିବାକୁ ପ୍ରେରଣା ଦେଲେ ପାଣ୍ଡିଆନ

ଛାତ୍ରଛାତ୍ରୀଙ୍କୁ ଜୀବନରେ ଆଗକୁ ବଢିବାକୁ ପ୍ରେରଣା ଦେଲେ ପାଣ୍ଡିଆନ

2023-12-23 10:01:01
14567
Share:
Facebook
Twitter
E-Mail
WhatsApp
Telegram
 ଛାତ୍ରଛାତ୍ରୀଙ୍କୁ ଜୀବନରେ ଆଗକୁ ବଢିବାକୁ ପ୍ରେରଣା ଦେଲେ ପାଣ୍ଡିଆନ

କୋରାପୁଟ : ‘୫-ଟି’ ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଗସ୍ତ ଆସିଛନ୍ତି। ଶ୍ରୀ ପାଣ୍ଡିଆନ ଶନିବାର ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟାରେ କୋରାପୁଟ ବିଏସ୍‌ଏଫ୍ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରୁ ଲାଣ୍ଡିଗୁଡ଼ାସ୍ଥିତ କୋରାପୁଟ ସରକାରୀ ମହାବିଦ୍ୟାଳୟ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ‘ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ୟ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ।
 ଉଦ୍‌ବୋଧନ ଦେବା ଅବସରରେ ଛାତ୍ରଛାତ୍ରୀଙ୍କୁ ‘୫-ଟି’ ଅଧ୍ୟକ୍ଷଙ୍କ ସଫଳତାର ମନ୍ତ୍ର ଦେଇଛନ୍ତି। ଜୀବନରେ ଆଗକୁ ବଢିବାକୁ ପ୍ରେରଣା ଦେବା ସହ କଠନ ପରିଶ୍ରମ ପାଇଁ ଉପଦେଶ ଦେଇଛନ୍ତି। ‘୫-ଟି’ ଅଧ୍ୟକ୍ଷ କହିଛନ୍ତି  ଆମ ପିଲାମାନଙ୍କ ମଧ୍ୟରେ ବହୁ ଦକ୍ଷତା ରହିଛି। ପିଲାମାନଙ୍କର ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ନୂଆ-ଓ’ କାର୍ୟ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ୟ୍ୟକ୍ରମ ପିଲାମାନଙ୍କ ସଫଳତାର ଏକ ସୋପାନ। ସଫଳ ଭବିଷ୍ୟତ ଗଢ଼ିବାରେ ‘ନୂଆ-ଓ’ ଆୟୁଧ ସାଜିବ ।
ଶ୍ରୀ ପାଣ୍ଡିଆନ୍‌ କହିଛନ୍ତି ଯେ ଦଶମରୁ ଗ୍ରାଜୁଏଟ୍‌ ପରେ ବାକି ୫ ବର୍ଷ କ୍ୟାରିୟର୍‌ ଗଢ଼ିବାର ସମୟ। ଏହି ସମୟରେ ଅନ୍ୟମନସ୍କ ନ ହୋଇ କଠିନ ଅଧ୍ୟବସାୟ ଜାରି ରଖିବାକୁ ହେବ। ଏହି ୫ ବର୍ଷର ପରିଶ୍ରମ ଆପଣଙ୍କୁ ଏବଂ ଆପଣଙ୍କ ପରିବାରୁ ୫୦ ବର୍ଷ ଯାଏଁ ଖୁସି ଆଣିଦେବ। ପରିଶ୍ରମ କଲେ ଯାଇ ଆମେ ନିଶ୍ଚିତ ଭାବେ ସଫଳତା ପାଇବା। ମୁଁ ସରକାରୀ ସ୍କୁଲରେ ପାଠ ପଢ଼ି ଆଇଏଏସ୍‌ ବନିଛି। କେବଳ ଜଣେ ପରୀକ୍ଷାରେ ଅଧିକ ନମ୍ବର ରଖିଦେଲେ ଜୀବନରେ ସଫଳତା ମିଳିବ ନାହିଁ। ଆମକୁ ନିଷ୍ଠାର ସହ କଠିନ ପରିଶ୍ରମ କରିବାକୁ ପଡିବ। ଗରିବ ପିଲାମାନେ ସବୁ କ୍ଷେତ୍ରରେ ସମୃଦ୍ଧ ହେବେ, କାହାଠୁ ପଛରେ ରହିବେ ନାହିଁ। ଖାଲି ପାଠ ପଢ଼ିଲେ ହେବ ନାହିଁ, ଖେଳ, ନୃତ୍ୟ, ଚିତ୍ରାଙ୍କନ, ବକ୍ତୃତା ଆଦି ସବୁ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବା ଜରୁରୀ।

Powered by Froala Editor

Tags Vk pandian

Related articles Odisha News Lens 4.1

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15227
    Apr 15, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15521
    Apr 14, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15737
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15043
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15602
    Apr 13, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13625
    Apr 15, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13671
    Apr 14, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15290
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14485
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15067
    Apr 15, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15043
    Apr 13, 2026
  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15521
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15290
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16008
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14676
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15655
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14508
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13625
    Apr 15, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15043
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15067
    Apr 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In