Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ଶ୍ରୀମନ୍ଦିର ପ୍ରଶାସନ କୌଣସି ନିୟମ ଉଲ୍ଲଂଘନ କରିନାହିଁ ବୋଲି କହିଲେ କାମିଆ

ଶ୍ରୀମନ୍ଦିର ପ୍ରଶାସନ କୌଣସି ନିୟମ ଉଲ୍ଲଂଘନ କରିନାହିଁ ବୋଲି କହିଲେ କାମିଆ

2023-12-24 07:04:51
14888
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ପ୍ରଶାସନ କୌଣସି ନିୟମ ଉଲ୍ଲଂଘନ କରିନାହିଁ ବୋଲି କହିଲେ କାମିଆ

ଭୁବନେଶ୍ବର:ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିରରେ ଭଗବାନଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ସେଠାରେ ହୋଇଥିବା ଭିତ୍ତିଭୂମି ବିକାଶ ସମ୍ପର୍କରେ ଦେଶବାସୀଙ୍କୁ ଜଣାଇବା ଲାଗି ଯାଇଥିଲି । ଶ୍ରୀମନ୍ଦିର ପ୍ରଶାସନର ନୀତି ନିୟମ ଅନୁଯାୟୀକୁ ଜଗନ୍ନାଥଙ୍କ ଦର୍ଶନ କରିଥିଲି । ଶ୍ରୀମନ୍ଦିର ପ୍ରଶାସନ କୌଣସି ନିୟମ ଉଲ୍ଲଂଘନ କରିନାହିଁ ।   ‘ମୁଁ ଜଣେ ହିନ୍ଦୁ । ନା କେବେ ଗୋମାଂସ ଖାଇଛି, ନା ଏହାର ପ୍ରଚାର ପ୍ରସାର କରିଛି । ଭାରତୀୟ ଖାଦ୍ୟ ଓ ଚାଲିଚଳଣୀ ବିଷୟରେ ମୁଁ ଲୋକଙ୍କୁ ଜଣାଇଥାଏ । କେରଳର ଏକ ହୋଟେଲ ଘଟଣାକୁ ନେଇ ବିବାଦ ସୃଷ୍ଟି କରାଯାଉଛି । ଫୁଡ୍ ମିଡିଆ ପ୍ଲାଟଫର୍ମ ହିସାବରେ ମୁଁ ଖାଦ୍ୟ ବିଷୟରେ ସୂଚନା ଦେଇଥିଲି । ଏହା ଏକ ଭୁଲ ବୁଝାମଣା ହୋଇଥାଇପାରେ । ଏହି ଭୁଲ ବୁଝାମଣାର ଅନ୍ତ ଘଟିବା ଆବଶ୍ୟକ । ଘଟଣାକୁ ନେଇ ଯେଉଁମାନେ ବ୍ୟଥିତ ସେମାନଙ୍କ ନିକଟକୁ ଏହି ସୂଚନା ନିଶ୍ଚୟ ପହଞ୍ଚିବ । ଜଣେ ଭାରତୀୟ ହିସାବରେ ଭାରତର ସୁନ୍ଦରତା, କଳା, ସଂସ୍କୃତି ଓ ବିକାଶର ବାର୍ତ୍ତା ସାରା ବିଶ୍ବରେ ପହଞ୍ଚାଇବାକୁ ଚାହିଁବି । ଜଗନ୍ନାଥ ମନ୍ଦିରରେ ପ୍ରବେଶକୁ ନେଇ ବିବାଦ ଜୋର ଧରିବା ପରେ ସୋସିଆଲ ମିଡିଆରେ ସ୍ପଷ୍ଟୀକରଣ ରଖି ଏହା କହିଛନ୍ତି କାମିଆ ଜାନି ।

ସେ ଆହୁରି କହିଛନ୍ତି,   ‘ମୁଁ ଜଣେ ୟୁଟ୍ୟୁବର । ଦେଶରେ ବିଭିନ୍ନ ସ୍ଥାନରେ ଥିବା ଐତିହ୍ୟ, ସଂସ୍କୃତି, କଳା, ଖାଦ୍ୟ, ଜୀବନଶୈଳୀ ସହ ସେହି ସ୍ଥାନର ସ୍ବାତନ୍ତ୍ର୍ୟତା ବିଷୟରେ ଲୋକଙ୍କୁ ଜଣାଇବା ମୋ କାମ । ଗତବର୍ଷ ଧରୋହର ଭାରତ ଶୀର୍ଷକରେ ଏକ ଡକ୍ୟୁମେଣ୍ଟାରୀ ମଧ୍ୟ ପ୍ରସ୍ତୁତ କରିଥିଲେ । ଯେଉଁଥିରେ ଭାରତର ଏକାଧିକ ଐତିହ୍ୟସ୍ଥଳ ପରିଦର୍ଶନ କରିବା ସହ ସେଠାକାର କାହାଣୀ ଓ ଭିତ୍ତିଭୂମି ବିକାଶର ବାର୍ତ୍ତା ଲୋକଙ୍କ ନିକଟକୁ ପହଞ୍ଚାଇଥିଲି । ମୋ କାର୍ୟ୍ୟକୁ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ଲୋକ ପ୍ରଶଂସା କରିଥିଲେ । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଲଚରରାଲ ବ୍ରାଣ୍ଡ ଆମ୍ବାସଡରର ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା ।’

Powered by Froala Editor

Tags Kamiya jani

Related articles Odisha News Lens 4.1

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13762
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14868
    May 26, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13749
    May 26, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15230
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14784
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15315
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13603
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13619
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14832
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15077
    May 27, 2026
  • ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13749
    May 26, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13619
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16885
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17507
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17554
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17937
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14832
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14760
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15761
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15048
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14459
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15427
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15169
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13995
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13603
    May 27, 2026
  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15077
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15230
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In