Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

  • ଅଲଗା ହେବେ ଗୌରବ-ଆକାଂକ୍ଷା

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ...

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

Home ›› ››କାମିୟା ଜାନୀଙ୍କ ସ୍ପଷ୍ଟୀକରଣ ଉପରେ ଏହି ପ୍ରତିକ୍ରିୟା ରଖିଲେ ସୂରଜ ସୂର୍ୟ୍ୟବଂଶୀ

କାମିୟା ଜାନୀଙ୍କ ସ୍ପଷ୍ଟୀକରଣ ଉପରେ ଏହି ପ୍ରତିକ୍ରିୟା ରଖିଲେ ସୂରଜ ସୂର୍ୟ୍ୟବଂଶୀ

2023-12-24 11:10:39
14965
Share:
Facebook
Twitter
E-Mail
WhatsApp
Telegram
କାମିୟା ଜାନୀଙ୍କ ସ୍ପଷ୍ଟୀକରଣ ଉପରେ ଏହି ପ୍ରତିକ୍ରିୟା ରଖିଲେ ସୂରଜ ସୂର୍ୟ୍ୟବଂଶୀ

ଭୁବନେଶ୍ୱର:  କାମିୟା ଜାନୀଙ୍କ ସ୍ପଷ୍ଟୀକରଣ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ବିଧାୟକ ସୂରଜ ସୂର୍ୟ୍ୟବଂଶୀ । ସେ କହିଛନ୍ତି ଜଗନ୍ନାଥଙ୍କୁ ନେଇ ରାଜନୀତି ଓ ମହାପ୍ରସାଦକୁ ନେଇ ମାର୍କେଟିଂ କରାଯାଉଛି । ଅଭଡା ରେଷ୍ଟୁରାଂଟର ଖାଦ୍ୟ ନୁହେଁ । କାମିୟାଙ୍କ ଖାଇବା ଟେବୁଲରେ ଗୋମାଂସ ରହିଛି । ଯାହା ଧରିଥିଲେ ତାହା ଗୋମାଂସ । ସେ ଖାଆନ୍ତୁ କି ନଖାଆନ୍ତୁ, ସେ ଗୋମାଂସର ପ୍ରଚାର କରୁଛନ୍ତି । ଗୋମାଂସକୁ ପ୍ରଚାର ପ୍ରସାର ଓ ଉତ୍ସାହିତ କରୁଥିବା ଲୋକଙ୍କୁ ମନ୍ଦିର ଭିତରକୁ କିପରି ପ୍ରବେଶ କରାଗଲା ବୋଲି ସେ ପ୍ରଶ୍ନ କରିଛନ୍ତି ।

ପ୍ରକାଶ ଯେ ବ୍ଲଗର କାମିୟା ଜାନୀଙ୍କ ପୁରୀ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ ଓ ଅବଢ଼ା ଖାଇବାକୁ ନେଇ ବିବାଦ ଦେଖା ଦେଇଥିବା ବେଳେ ସେ ଏକ ଭିଡିଓ ବାର୍ତ୍ତାରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ ସେ ଗୋମାଂସ ଖାଆନ୍ତି ନାହିଁ କି ଏହାର ପ୍ରୋତ୍ସାହନ କରନ୍ତି ନାହିଁ। ସେ ଭିଡିଓ ବାର୍ତାରେ କହିଛନ୍ତି, ମୁଁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇବାକୁ ପୁରୀ ଯାଇଥିଲି ଓ ଲୋକଙ୍କ ପାଖରେ ଶ୍ରୀମନ୍ଦିରର ନିର୍ମାଣ ଓ ସଂସ୍କୃତି ପହଞ୍ଚାଇବା ଉଦ୍ଦେଶ୍ୟ ଥିଲା। ସେ କହିଛନ୍ତି ଯେ ଦୁର୍ଭାଗ୍ୟବଶତଃ ମୋର ଏହି ଭ୍ରମଣ ବିବାଦୀୟ ହୋଇଛି ଓ ଭ୍ରମଣ ସମୟରେ ସେ କୌଣସି ନିୟମ ଭଙ୍ଗ କରି ନ ଥିବା କହିଛନ୍ତି।

ସେ ହିନ୍ଦୁ ଧର୍ମକୁ ଅନୁସରଣ କରନ୍ତି ବୋଲି କହିଛନ୍ତି। ଗୋମାଂସ ଖାଇବା ନେଇ ସେ କହିଛନ୍ତି ଯେ ସେ କେବଳ କେରଳ ଫୁଡ୍‌ ବ୍ଲଗ ଭିଡିଓର ଏକ ସ୍କ୍ରିନସଟ୍‌ ବ୍ୟବହାର କରିଛନ୍ତି କିନ୍ତୁ ସେଠାରେ ବିଫ୍‌ ଖାଇ ନାହାନ୍ତି ବରଂ ନିରାମିଷ ଖାଦ୍ୟ ଖାଇଛନ୍ତି। ସେ ସଫେଇ ଦେଇଛନ୍ତି ଯେ ସେ ଯେଉଁ ଫୁଡ୍‌ ବ୍ଲଗ କରୁଛନ୍ତି ସେସବୁ ସ୍ଥାନରେ ସବୁ ଖାଦ୍ୟ ଖାଉ ନାହାନ୍ତି। ଏହି ଭିଡିଓ ବିବାଦ ଦୂର କରିବ ବୋଲି କାମିଆ ଆଶା କରିଛନ୍ତି।

Powered by Froala Editor

Tags Suraj suryabansi

Related articles Odisha News Lens 4.1

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    15103
    Jun 30, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15054
    Jun 30, 2026
  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍
    ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14643
    Jun 30, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15138
    Jul 01, 2026
  • ଅଲଗା ହେବେ ଗୌରବ-ଆକାଂକ୍ଷା
    ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15303
    Jun 30, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15491
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14144
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା
    ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    15152
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14027
    Jun 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15138
    Jul 01, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14144
    Jun 30, 2026
  • ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14027
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17570
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17620
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18017
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14072
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14213
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15836
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15702
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15350
    Jun 22, 2026

ବାଣିଜ୍ୟ

ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

କଲ୍ୟାଣ ଜୁଏଲର୍ସର ଲାଇଫ୍‌ଷ୍ଟାଇଲ୍‌ ଗହଣା ବ୍ରାଣ୍ଡ୍‌ କ୍ୟାଣ୍ଡିୟର୍‌ ପକ୍ଷରୁ ମହିଳା କ୍ରିକେଟ୍‌ ତାରକାସ୍ମୃତି ମନ୍ଧାନାଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର୍‌ ଭାବେ ନିଯୁକ୍ତ କରାଯାଇଛି। ବଲିଉଡ୍‌ ତାରକା ଶାହରୁଖ ଖାନଙ୍କ ସହ ସେ ଯୋଗ ଦେଇଛନ୍ତି।

ଏକ ଲାଇଫଷ୍ଟାଇଲ୍&zwn ...

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14894
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15506
    Mar 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14643
    Jun 30, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14144
    Jun 30, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15491
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In