Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, January 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତୀୟ କୁସ୍ତି ମହାସଂଘର ନବ ନିର୍ବାଚିତ କାର୍ଯ୍ୟକାରିଣୀକୁ ନିଲମ୍ବିତ

ଭାରତୀୟ କୁସ୍ତି ମହାସଂଘର ନବ ନିର୍ବାଚିତ କାର୍ଯ୍ୟକାରିଣୀକୁ ନିଲମ୍ବିତ

2023-12-24 11:27:17
15759
Share:
Facebook
Twitter
E-Mail
WhatsApp
Telegram
ଭାରତୀୟ କୁସ୍ତି ମହାସଂଘର ନବ ନିର୍ବାଚିତ କାର୍ଯ୍ୟକାରିଣୀକୁ ନିଲମ୍ବିତ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘକୁ କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବନ କରିଛି । କୁସ୍ତି ମହାସଂଘର ନବ ନିର୍ବାଚିତ କାର୍ଯ୍ୟକାରିଣୀକୁ ନିଲମ୍ବିତ କରାଯାଇଛି । ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ସମେତ ସମସ୍ତ ସଦସ୍ୟଙ୍କୁ ନିଲମ୍ବିତ କରାଯାଇଛି । ଏଥିସହ ସଞ୍ଜୟ ସଂହଙ୍କ ସମସ୍ତ ନିଷ୍ପତ୍ତି ଉପରେ ମନ୍ତ୍ରଣାଳୟ ରୋକ ଲଗାଇଥିବା ଜଣାଯାଇଛି । ନବ ନିର୍ବାଚିତ କାର୍ଯ୍ୟକାରିଣୀକୁ ଜୋରଦାର ବିରୋଧ କରାଯାଇଥିଲା । ଅଧ୍ୟକ୍ଷଙ୍କୁ ବିରୋଧ କରି କୁସ୍ତିରୁ ସାକ୍ଷୀ ମଲ୍ଲିକ ଅବସର ନେଇଥିଲେ । 

ନ୍ତ୍ରାଳୟ ଦର୍ଶାଇଛି ଯେ, ‘କୁସ୍ତି ମହାସଂଘ’ର ନବନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ କୁମାର ସିଂହ ଡିସେମ୍ବର ୨୧ ତାରିଖରେ ଘୋଷଣା କରିଛନ୍ତି ଯେ, ଚଳିତ ବର୍ଷ ଶେଷ ପୂର୍ବରୁ ମ‘ଜୁନିୟର୍‌ ନ୍ୟାସ୍‌ନାଲ୍‌ କମ୍ପିଟିସନ୍‌’ ଆରମ୍ଭ ହେବ। କିନ୍ତୁ, ଏହା ନିୟମ ବିରୋଧୀ କାର୍ୟ୍ୟ। ଏହି ପ୍ରତିଯୋଗିତାରେ ଭାଗ ନେବା ପାଇଁ ପ୍ରସ୍ତୁତି କରିବା ଲାଗି କୁସ୍ତି ଖେଳାଳିମାନଙ୍କୁ ଅନ୍ୟୂନ ୧୫ ଦିନ ସମୟ ଦିଆଯାଏ।

କ୍ରୀଡ଼ା ମନ୍ତ୍ରାଳୟ ଆହୁରି ମଧ୍ୟ କହିଛି, ଏଭଳି ନିଷ୍ପତ୍ତି (ଜାତୀୟ ପ୍ରତିଯୋଗିତା ଆୟୋଜନ) ‘ଏକ୍ଜିକ୍ୟୁଟିଭ୍‌ କମିଟି’ଦ୍ବାରା ଗ୍ରହଣ କରାଯାଇଥାଏ। ତା’ପୂର୍ବରୁ ବିଚାର ପାଇଁ ‘ଆଜେଣ୍ଡା’ ଉପସ୍ଥାପନ କରିବାକୁ ପଡ଼ିଥାଏ। ‘ଡବ୍ଲୁଏଫ୍‌ଆଇ’ ସମ୍ବିଧାନର ଧାରା ୧୧ (ମିଟିଂ ପାଇଁ ନୋଟିସ୍‌ ଓ କୋରମ୍‌) ଅନୁସାରେ, ‘ଏକ୍ଜିକ୍ୟୁଟିଭ୍‌ କମିଟି’ ବୈଠକ ଲାଗି ୧୫ ଦିନ ପୂର୍ବରୁ ନୋଟିସ୍‌ ଦିଆଯାଏ ଓ ଏଥିରେ ଏକତୃତୀୟାଂଶ ପ୍ରତିନିଧି ନିମନ୍ତେ ‘କୋରମ୍‌’ ଆବଶ୍ୟକ ହୋଇଥାଏ। ଜରୁରୀକାଳୀନ ବୈଠକ ପାଇଁ ବି ୭ ଦିନ ଆଗରୁ ନୋଟିସ୍‌ ଓ ଏକତୃତୀୟାଂଶ ପ୍ରତିନିଧି ନିମନ୍ତେ ‘କୋରମ୍‌’ ଆବଶ୍ୟକ ହୋଇଥାଏ।

Powered by Froala Editor

Tags Wrestling Federation of India suspended

Related articles Odisha News Lens 4.1

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14738
    Jan 21, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15339
    Jan 23, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15871
    Jan 22, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13698
    Jan 22, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15535
    Jan 21, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15460
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13788
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...
    ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...

    14185
    Jan 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ କାଶ୍ମିରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

    14185
    Jan 23, 2026
  • ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13698
    Jan 22, 2026
  • ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14889
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15535
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16136
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15766
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16424
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15460
    Jan 22, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    14627
    Jan 22, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15339
    Jan 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In