Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

Home ›› ››ବିସ୍କୁଟ୍‌ ପ୍ୟାକେଟରେ ୧୧ ଡଜନ ସାପ୍‌

ବିସ୍କୁଟ୍‌ ପ୍ୟାକେଟରେ ୧୧ ଡଜନ ସାପ୍‌

2023-12-24 11:34:27
15417
Share:
Facebook
Twitter
E-Mail
WhatsApp
Telegram
ବିସ୍କୁଟ୍‌ ପ୍ୟାକେଟରେ ୧୧ ଡଜନ ସାପ୍‌

ମୁମ୍ବାଇ: ବ୍ୟାଙ୍କକ୍‌ରୁ ଆସିଥିବା ଏକ ବିମାନର ବିସ୍କୁଟ୍‌ ଏବଂ କେକ୍‌ ପ୍ୟାକେଟଗୁଡ଼ିକ ମଧ୍ୟରେ ୧୧ ଡଜନ ସାପ୍‌ ଲୁଚାଇ ରଖାଯାଇଥିଲା। ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜା ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସାପଗୁଡ଼ିକୁ ଜବତ କରାଯିବା ସହ ଜଣେ ଯାତ୍ରୀଙ୍କୁ ଗିରଫ କରାଯାଇଛି। ଯାତ୍ରୀଙ୍କ ଲଗେଜ ଯାଞ୍ଚ ବେଳେ ସାପଗୁଡ଼ିକ ମିଳିଥବା ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟର ଜଣେ ଅଧିକାରୀ କହିଛନ୍ତି। ଗିରଫ ଯାତ୍ରୀ ଜଣକ ବନ୍ୟପ୍ରାଣୀ ଚୋରାଚାଲାଣ ସିଣ୍ଡିକେଟ୍‌ ସହ ସମ୍ପୃକ୍ତ ଥିବା କୁହାଯାଉଛି। ବ୍ୟାଙ୍କକ୍‌ ଯିବାକୁ ଥିବା ପରବର୍ତ୍ତୀ ବିମାନରେ ଉକ୍ତ ସାପଗୁଡ଼ିକୁ ପଠାଇଦିଆଯାଇଛି। ଦୁଇ ଦେଶ ମଧ୍ୟରେ ଅନ୍ତର୍ଜାତୀୟ ରାଜିନାମାର ଉଲ୍ଲଂଘନ କରାଯାଇ ସାପଗୁଡ଼ିକୁ ଚାଲାଣ କରାଯାଉଥିଲା। ବିଶ୍ୱବ୍ୟାପୀ ବଡ଼ ଅପରାଧର ୨୦ ପ୍ରତିଶତ ବନ୍ୟପ୍ରାଣୀ ଚାଲାଣ ଅପରାଧ। ତେବେ ଏହାର ମାଣ୍ଡରମାଇଣ୍ଡ ଧରାପଡ଼ୁ ନାହାନ୍ତି। ବିଦେଶୀ ପ୍ରାଣୀମାନଙ୍କର ଏକ ବୃହତ୍‌ ବଜାର ରହିଛି। ଆଜିର ଦିନରେ ବନ୍ୟପ୍ରାଣୀ ସମେତ ବିଦେଶୀ ପୋଷାଜନ୍ତୁଙ୍କୁ ଘରେ ରଖିବା ଏକ ଷ୍ଟାଟସ୍‌ ସିମ୍ବଲ ହୋଇଥିବା ବନ୍ୟପ୍ରାଣୀ ଓ୍ବାଡେନ୍‌ ପଓ୍ବନ ଶର୍ମା କହିଛନ୍ତି।

Powered by Froala Editor

Tags Snake on flight

Related articles Odisha News Lens 4.1

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13997
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14821
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14857
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13763
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13411
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15130
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15470
    May 12, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15695
    May 11, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14095
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15695
    May 11, 2026
  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13763
    May 12, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14821
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15318
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16081
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14523
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15492
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15229
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13411
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13763
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15318
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In