Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ...

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ...

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ...

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ...

  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ...

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ...

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

Home ›› ››ଆଜି ମେରି ଖ୍ରୀଷ୍ଟମାସ

ଆଜି ମେରି ଖ୍ରୀଷ୍ଟମାସ

2023-12-25 05:49:51
16098
Share:
Facebook
Twitter
E-Mail
WhatsApp
Telegram
ଆଜି ମେରି ଖ୍ରୀଷ୍ଟମାସ

ଡିସେମ୍ବର ୨୫ ତାରିଖକୁ ସାରା ବିଶ୍ୱ ଖ୍ରୀଷ୍ଟମାସ୍‌ ବା ବଡ଼ଦିନ ଭାବେ ପାଳନ କରିଥାଏ। ଖ୍ରୀଷ୍ଟ ଧର୍ମରେ ଏହି ଦିନକୁ ସବୁଠାରୁ ପବିତ୍ର ମନେ କରାଯାଇଥାଏ। ଖ୍ରୀଷ୍ଟଧର୍ମର ପ୍ରବର୍ତ୍ତକ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଏହି ଦିନ ଧରାବତରଣ କରିଥିଲେ  ବୋଲି ମାନ୍ୟତା ରହିଛି। ଦୟା, କ୍ଷମା, କରୁଣାର ଅବତାର ଥିଲେ ପ୍ରଭୁ ଯୀଶୁ। ମାନବ ସମାଜକୁ ଦିଗ୍‌ଦର୍ଶନ ଦେବା ଲାଗି ପରମେଶ୍ବରଙ୍କ ନିର୍ଦ୍ଦେଶରେ ସେ ଧରାବତରଣ କରିଥିଲେ। ସମାଜର ମଙ୍ଗଳ ପାଇଁ ସେ ହସିହସି ପ୍ରାଣବଳି ଦେଇଥିଲେ। ପ୍ରଭୁ ଯୀଶୁ ମାନବସମାଜକୁ ପ୍ରେମ ଏବଂ ମାନବିକତା ଶିକ୍ଷା ଦେଇଥିଲେ।
ସେ ଜଗତର ଲୋକଙ୍କୁ ପ୍ରେମ ଏବଂ ଭାଇଚାରା ସହିତ ବଞ୍ଚିବାକୁ ବାର୍ତ୍ତା ଦେଇଥିଲେ। ଏହି ଦିନଟିକୁ ଇଉରୋପୀୟ ରାଷ୍ଟ୍ରରେ ଖୁବ୍ ଜାକଜମକରେ ପାଳନ କରାଯାଉଥିଲାବେଳେ ଆଜିକାଲି ପ୍ରାୟତଃ ସବୁସ୍ଥାନରେ ଏହି ଦିବସ ପାଳନ କରାଯାଉଛି। ବଡ଼ଦିନ ପାଳନ ଅବସରରେ ଚର୍ଚ୍ଚଗୁଡ଼ିକୁ ବିଭିନ୍ନ ରଙ୍ଗବେରଙ୍ଗର ଆଲୋକମାଳା, ତାରକାରେ ସଜ୍ଜିତ କରାଯାଇ କ୍ୟାରୋଲ ସଙ୍ଗୀତ ଗାନ, ସମୂହ ପ୍ରାର୍ଥନା ସହ ବିଭିନ୍ନ କାର୍ୟ୍ୟକ୍ରମର ଆୟୋଜନ କରାଯାଏ। ଖ୍ରୀଷ୍ଟ ଧର୍ମର ଲୋକେ ବଡ଼ଦିନ ଉପଲକ୍ଷେ ନିଜ ଘରକୁ ଆଲୋକମାଳା ଓ ଫୁଲରେ ସଜାଇବା ସହ ନୂତନ ପୋଷାକ ପରିଧାନ କରିଥାନ୍ତି। ଏହି ଅବସରରେ ବିଭିନ୍ନ ପ୍ରକାରର ସୁସ୍ବାଦୁ ବ୍ୟଞ୍ଜନ ମଧ୍ୟ ପ୍ରସ୍ତୁତ କରାଯାଇଥାଏ।
ବଡ଼ଦିନରେ କେକ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସମସ୍ତେ ମିଳିତ ହୋଇ କେକ୍‌ କାଟିବା ସହ ପରସ୍ପରକୁ ଏହାକୁ ଖୁଆଇ ଏହି ଦିନର ଶୁଭ କାମନା ଜଣାଇଥାନ୍ତି। ଛକ ଛକରେ ଲାଇଟ୍‌ ଲଗାଇ ଖ୍ରୀଷ୍ଟମାସ୍‌ ଗଛ ସଜାଇ ଥା’ନ୍ତି ଖ୍ରୀଷ୍ଟଧର୍ମାବଲମ୍ବୀ ଲୋକେ। ଏହି ଅବସରରେ ଲୋକେ ପରସ୍ପରକୁ ଉପହାର ଦେଇ ଶୁଭକାମନା ଜଣାଇଥାନ୍ତି। ଏହି ଦିନର ସବୁଠାରୁ ଆକର୍ଷଣୀୟ ବିଷୟ ହେଉଛି ଖ୍ରୀଷ୍ଟମାସ୍‌ ଟ୍ରି ଓ ସାନ୍ତାକ୍ଲଜ୍। ପ୍ରଥମେ ଲଣ୍ଡନରେ ଏହି ଖ୍ରୀଷ୍ଟମାସ୍‌ ଟ୍ରି ପରମ୍ପରା ଆରମ୍ଭ ହୋଇଥିଲା। ପିଲାଙ୍କ ଆୟୁଷ ବଢ଼ିବା ନିମନ୍ତେ ଏହି ଗଛ ସଜ୍ଜାଯାଉଥିବା କୁହାଯାଏ।

ଖ୍ରୀଷ୍ଟମାସ୍‌ ପର୍ବଟି ମୁଖ୍ୟତଃ ଛୋଟ ପିଲାମାନଙ୍କ ପାଇଁ ଅଧିକ ଆନନ୍ଦ ଓ ଉଲ୍ଲାସ ଆଣି ଦେଇଥାଏ। ଏହି ଦିନରେ ପିଲାମାନଙ୍କୁ ତାଙ୍କ ପସନ୍ଦର ଖାଦ୍ୟଦ୍ରବ୍ୟ ଖାଇବାକୁ ମିଳିବା ସହ ବହୁ ଉପହାର ମଧ୍ୟ ମିଳିଥାଏ। ମାନ୍ୟତା ଅନୁଯାୟୀ, ସାନ୍ତାକ୍ଲଜ୍‌ ସ୍ୱର୍ଗରୁ ଆସି ସଭିଁଙ୍କ ପାଇଁ ଉପହାର ସହ ଖୁସି ଦେଇଯାଆନ୍ତି। ତେଣୁ ଏହି ଦିନରେ କିଛି ବ୍ୟକ୍ତି ସାନ୍ତାକ୍ଲଜ୍‌ ବେଶରେ ସଜେଇ ହୋଇ ପିଲାମାନଙ୍କୁ ଉପହାର ପ୍ରଦାନ କରିଥାଆନ୍ତି।

Powered by Froala Editor

Tags 25 december

Related articles Odisha News Lens 4.1

  •  ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13942
    Jun 19, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର
    ଦେଶ-ଦେଶାନ୍ତର

    ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13967
    Jun 19, 2026
  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା
    ଦେଶ-ଦେଶାନ୍ତର

    UPI ଓ ATM ରେ ଉଠାଇ ହେବ EPFO ଟଙ୍କା

    13832
    Jun 19, 2026
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ
    ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15264
    Jun 18, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15537
    Jun 19, 2026
  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର
    ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15374
    Jun 19, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ
    ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13578
    Jun 19, 2026
  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା
    ମନୋରଞ୍ଜନ

    ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14571
    Jun 18, 2026
  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...
    ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...

    14235
    Jun 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15537
    Jun 19, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13967
    Jun 19, 2026
  • ମନୋରଞ୍ଜନ

    ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14571
    Jun 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16933
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17553
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17601
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17995
    Sep 06, 2023

ବିଶେଷ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13942
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15630
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14900
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14412
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15098
    Jun 13, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13762
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14863
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15476
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15226
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13578
    Jun 19, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13942
    Jun 19, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13967
    Jun 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In