Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଶକ୍ତିଶାଳୀ ବିସ୍ଫୋରଣ, ୭୦ ମୃତ

ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଶକ୍ତିଶାଳୀ ବିସ୍ଫୋରଣ, ୭୦ ମୃତ

2023-12-25 10:56:09
14980
Share:
Facebook
Twitter
E-Mail
WhatsApp
Telegram
ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଶକ୍ତିଶାଳୀ ବିସ୍ଫୋରଣ, ୭୦ ମୃତ

ଇସ୍ରାଏଲ:  ଗାଜାରେ ଇସ୍ରାଏଲ ଆକ୍ରମଣ ଜାରି ରଖିଛି। ଇସ୍ରାଏଲ୍ ସେନା କ୍ରମାଗତ ଭାବରେ ହମାସ ଆତଙ୍କବାଦୀଙ୍କ ଉପରେ ବୋମା ମାଡ଼ କରୁଛି।  ଗାଜା ଅଞ୍ଚଳର ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ  ୧୨  ଜଣ ମହିଳା  ଥିବା ବେଳେ ୭ ଶିଶୁ ଥିବା ସୂଚନା ରହିଛି। ଏହି ଆକ୍ରମଣ ସମ୍ପର୍କରେ ଇସ୍ରାଏଲ ସୈନ୍ୟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।
ତେବେ ସ୍ଥାନୀୟ ହସପିଟାଲ ପକ୍ଷରୁ କୁହାଯାଇଛି ଯେ, ଅତି କମରେ ୩୩ ଟି ମୃତଦେହ ମିଳିଛି। କ୍ୟାମ୍ପରେ ଥିବା ଏକ ଘର ଉପରେ ଆକ୍ରମଣ କରାଯାଇଥିଲା। ଉକ୍ତ ଘରେ ଅଧିକ ଲୋକ ଥିଲେ। ସେହି ଘରେ ମହିଳା ସହ ଛୁଆ ମଧ୍ୟ ରହିଥିଲେ।
ତେବେ ଗାଜାର ଅଲ୍-ଅକ୍ସା ସହିଦ ହସପିଟାଲରେ ଇନ୍ଧନ ଅଭାବ ଯୋଗୁ ଲୋକଙ୍କ ଚିକିତ୍ସାରେ ସମସ୍ୟା ହେଉଛି। ହସପିଟାଲରେ ଅନେକ ଅବସ୍ଥା ଗୁରୁତର ରହିଥିବା ବେଳେ ଚିକିତ୍ସା ହୋଇପାରୁ ନାହିଁ। ହସପିଟାଲରେ ଉପଲବ୍ଧ ଥିବା ଶର୍ୟ୍ୟାଠାରୁ ଅଧିକ ରୋଗୀ ଭର୍ତ୍ତି ହୋଇଥିବା କହିଛନ୍ତି ଡାକ୍ତର।
ହମାସ୍ କହିଛି ଇସ୍ରାଏଲ ଆକାଶ ମାର୍ଗରୁ ଶରଣାର୍ଥୀ ଶିବିର ଉପରେ ଆକ୍ରମଣ କରିଥିଲା। ଉକ୍ତ କ୍ୟାମ୍ପରେ ୩୩ ହଜାରରୁ ଅଧିକ ଶରଣାର୍ଥୀ ଥିଲେ।

Powered by Froala Editor

Tags Israeli attack on Gaza refugee camp, 70 dead

Related articles Odisha News Lens 4.1

  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ
    ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15680
    Jul 08, 2025
  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’
    ମନୋରଞ୍ଜନ

    ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    13956
    Jul 08, 2025
  • ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13746
    Jul 08, 2025
  • କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ
    ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15357
    Jul 08, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....
    ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13555
    Jul 08, 2025
  • ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13477
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି
    ଦେଶ-ଦେଶାନ୍ତର

    ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    13756
    Jul 08, 2025
  • ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍
    ମନୋରଞ୍ଜନ

    ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍

    15493
    Jul 07, 2025
  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି
    ମନୋରଞ୍ଜନ

    ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14128
    Jul 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15680
    Jul 08, 2025
  • ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14947
    Jul 08, 2025
  • ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15357
    Jul 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16728
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17041
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15529
    Apr 03, 2021

ବିଶେଷ

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13555
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15680
    Jul 08, 2025
  • ଭଜା ଚଣା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

    14426
    Jul 07, 2025
  • ଶରୀରକୁ ସୁସ୍ଥ ରଖିବା ପାଇଁ ସହଜ ଟିପ୍ସ....

    15149
    Jul 07, 2025
  • ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

    15538
    Jul 06, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16404
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14050
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15572
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15551
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14947
    Jul 08, 2025
  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14128
    Jul 08, 2025
  • ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13477
    Jul 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In