Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

ରାଜ୍ୟ
Home ›› ରାଜ୍ୟ ››ଏସ୍‌ସିବିରେ ୨ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ସହ ୭ ଜିଲ୍ଲାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଏସ୍‌ସିବିରେ ୨ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ସହ ୭ ଜିଲ୍ଲାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

2021-06-09 19:19:52
14426
Share:
Facebook
Twitter
E-Mail
WhatsApp
Telegram
ଏସ୍‌ସିବିରେ ୨ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ସହ ୭ ଜିଲ୍ଲାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭିଡ଼ିଓ କନଫରେନସିଙ୍ଗ ଜରିଆରେ ଏସିବି ମେଡିକାଲରେ ୨ଟି ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  କଟକରେ ଏସସବି ମେଡିକାଲ ଓ ହସ୍ପିଟାଲରେ ୨ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ(୧୩କେଏଲ୍‌) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଶିଳାନ୍ୟାସ କରିବା ସହ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (୬୦୦ଏଲ୍‌ପିଏମ୍‌) ର ଉତ୍ପାଦନ ଏବଂ ବଣ୍ଟନ ବ୍ୟବସ୍ଥା(ପିଏସ୍ଏ) ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ଏହାସହ ମୁଖ୍ୟମନ୍ତ୍ରୀ ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡର ଭିତ୍ତିପ୍ରସ୍ତର ସ୍ଥାପନ ରଖିଛନ୍ତି । 

ସେହିଭଳି କଟକରେ ଫୁସଫୁସ୍ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଓ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ୍ ଲାବୋରେଟୋରୀର ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଆଜିର ନୂଆ ବ୍ୟବସ୍ଥାଗୁଡ଼ିକ ଲୋକଙ୍କୁ ଖୁବ୍‌ଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Powered by Froala Editor

Tags SCB

Related articles Odisha News Lens 4.1

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14343
    Jul 28, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13991
    Jul 28, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15254
    Jul 29, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14512
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13921
    Jul 29, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13951
    Jul 28, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14206
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14745
    Jul 28, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13534
    Jul 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15254
    Jul 29, 2026
  • ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14206
    Jul 28, 2026
  • ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14343
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17005
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13991
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15650
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15784
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15437
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16096
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14745
    Jul 28, 2026
  • ଫିକା ପଡିବ ସୁନାର ଚମକ

    14060
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15758
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14206
    Jul 28, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14343
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14745
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In