Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››ଅବୁଝା ସ୍ତ୍ରୀକୁ ବୁଝାଉଥିଲେ, ନବୁଝିବାରୁ ନିଜକୁ ଗୁଳି ମାରିଦେଲେ ସ୍ୱାମୀ

ଅବୁଝା ସ୍ତ୍ରୀକୁ ବୁଝାଉଥିଲେ, ନବୁଝିବାରୁ ନିଜକୁ ଗୁଳି ମାରିଦେଲେ ସ୍ୱାମୀ

2023-12-25 19:14:53
15305
Share:
Facebook
Twitter
E-Mail
WhatsApp
Telegram
ଅବୁଝା ସ୍ତ୍ରୀକୁ ବୁଝାଉଥିଲେ, ନବୁଝିବାରୁ ନିଜକୁ ଗୁଳି ମାରିଦେଲେ ସ୍ୱାମୀ

ବିହାର ରାଜ୍ୟର ଜାମୁଇ ଜିଲ୍ଲାର ଚନ୍ଦ୍ରଦୀପ ଥାନା ଅନ୍ତର୍ଗତ ଇସ୍‌ଲାମ୍‌ନଗରରେ ସ୍ତ୍ରୀ ପାଖକୁ ଭିଡିଓ କଲ୍‌ କରି ଜଣେ ବ୍ୟକ୍ତି ନିଜେ ନିଜକୁ ଗୁଳି ମାରି ଦେଇଛି । ଘଟଣାସ୍ଥଳରେ ହିଁ ତାର ମୃତ୍ୟୁ ଘଟିଛି । ଉଭୟ ପ୍ରେମ ବିବାହ କରିଥିଲେ। କିନ୍ତୁ ପାରିବାରିକ ପ୍ରସଙ୍ଗକୁ ନେଇ ଉଭୟଙ୍କ ମଧ୍ୟରେ କିଛି ଦିନ ହେବ ତିକ୍ତତା ଚାଲିଥିଲା। ସମ୍ଭବତଃ ଏଥିରେ ଉତକ୍ଷିପ୍ତ ହୋଇ ବ୍ୟକ୍ତି ଜଣଙ୍କ ନିଜକୁ ନିଜେ ଗୁଳି କରି ଦେଇଥିବା କୁହାଯାଉଛି।

ମୃତ ସ୍ବାମୀ ହେଉଛନ୍ତି ଯମୁନା ଚୌଧୁରୀଙ୍କ ୨୮ ବର୍ଷିୟ ପୁଅ ଜିତେନ୍ଦ୍ର କୁମାର। ଗତ କେତେ ବର୍ଷ ହେବ ମିର୍ଜାଗଞ୍ଜବାସିନୀ ଭାରତୀ କୁମାରୀଙ୍କ ସହିତ ଜିତେନ୍ଦ୍ରଙ୍କର ପ୍ରେମ ସମ୍ପର୍କ ଥିଲା। ତାଙ୍କୁ ବିଭା ହେବା ପାଇଁ ଜିତେନ୍ଦ୍ର ନିଜ ପରିବାର ଲୋକଙ୍କୁ କୌଣସି ମତେ ବୁଝାଇ ରାଜି କରାଇଥିଲେ। ତା’ପରେ ସିମାରିଆ ଅଞ୍ଚଳରେ ଥିବା ଗୋଟାଏ ଶିବ ମନ୍ଦିରରେ ଜିତେନ୍ଦ୍ର ଓ ଭାରତୀଙ୍କର ବାହାଘର ହୋଇଥିଲା। ସେମାନଙ୍କର ୪ ବର୍ଷର ପୁଅଟିଏ ମଧ୍ୟ ଅଛି। ସବୁ କିଛି ଠିକ ଠାକ ଚାଲିଥିବା ବେଳେ ସପ୍ତାହକ ତଳେ ପାରିବାରିକ କଳହ ଦେଖିବାକୁ ମିଳିଥିଲା। ଏଥିରେ ରାଗି ଯାଇ ଭାରତୀ ମିରାଗଞ୍ଜ ଅଞ୍ଚଳରେ ଥିବା ତାଙ୍କ ବାପାଙ୍କ ଘରକୁ ଚାଲି ଯାଇଥିଲେ।

ଜିତେନ୍ଦ୍ର ଏଥିରେ ବ୍ୟସ୍ତ ହୋଇ ଭାରତୀଙ୍କୁ ବୁଝାଇବାକୁ ଲାଗିଥିଲେ। ତାଙ୍କ ଘରକୁ ଫେରି ଆସିବାକୁ ଅନୁରୋଧ କରିଥିଲେ। କିନ୍ତୁ ଭାରତୀ ଏତେ ରାଗିଥିଲେ ଯେ ସେ ଜିତେନ୍ଦ୍ରଙ୍କ କୌଣସି କଥା ଶୁଣି ନଥିଲେ। ଏପରି କି ମୋବାଇଲ ଅଫ କରିଦେଇଥିଲେ।

ଶନିବାର ରାତି ଅଧରେ ଜିତେନ୍ଦ୍ର ଭାରତୀଙ୍କ ପାଖକୁ ଭିଡିଓ କଲ୍‌ କରି ଘରକୁ ଫେରାଇ ଆଣିବାକୁ ବୁଝାଇ ଥିଲେ। କିନ୍ତୁ, ଭାରତୀ ରାଜି ହେଲେ ନାହିଁ। ଦୁହେଁ ଝଗଡ଼ା ଲାଗିଲେ ଏବଂ ଜିତେନ୍ଦ୍ର ଦେଶୀ ପିସ୍ତଲ ବାହାର କରି ନିଜ ମୁଣ୍ଡକୁ ଗୁଳି ମାରିଲେ। ଗୁଳି ଫୁଟିବା ଶବ୍ଦ ଶୁଣି ପରିବାର ଲୋକ‌େ ଜିତେନ୍ଦ୍ରଙ୍କ କୋଠରିକୁ ଧାଇଁ ଆସିଲେ। ସେତେବେଳକୁ ଜିତେନ୍ଦ୍ରଙ୍କର ମୃତ୍ୟୁ ହୋଇଯାଇଥିଲା।

Powered by Froala Editor

Tags suicide

Related articles Odisha News Lens 4.1

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15202
    Mar 05, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13648
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13404
    Mar 07, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14724
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15222
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13457
    Mar 06, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14091
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14122
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14185
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13457
    Mar 06, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14889
    Mar 06, 2026
  • ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13648
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14091
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14724
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15191
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14399
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15073
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13648
    Mar 07, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13457
    Mar 06, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14091
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In