Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

ରାଜ୍ୟ
Home ›› ରାଜ୍ୟ ››ଆଜି ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି

ଆଜି ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି

2023-12-26 06:18:14
14610
Share:
Facebook
Twitter
E-Mail
WhatsApp
Telegram
ଆଜି ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ଜନସେବାର ଜୟଯାତ୍ରାରେ ଆଉ ଏକବର୍ଷ ଅତିକ୍ରମ କରିବାକୁ ଯାଉଛି ବିଜେଡି । ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି । ୨୬ ପୂରି ୨୭ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ ।୨୭ ବର୍ଷର ଦୀର୍ଘ ଯାତ୍ରା ପଥରେ ଦଳ ଅନେକ ସମୟରେ ଅନେକ ଅସମଞ୍ଜସ୍ୟ ପରିସ୍ଥିତି ସମ୍ମୁଖୀନ ହୋଇଛି। ରାଜନୈତିକ ବାଦବିବାଦ ଓ ବିରୋଧୀଙ୍କ ଘାତ ପ୍ରତିଘାତ ସତ୍ୱେ ବିଜେଡି ରାଜ୍ୟର ଶୀର୍ଷ ଓ ଅପ୍ରତିଦ୍ୱନ୍ଦ୍ୱୀ ରାଜନୈତିକ ଦଳରେ ପରିଣତ ହୋଇଛି। ସଂଖ୍ୟାଧିକ ମତଦାତା ବିଜେଡିକୁ ନିରବଚ୍ଛିନ୍ନ ଭାବରେ ସମର୍ଥନ ଦେଇ ଦଳକୁ କ୍ରମାନ୍ୱୟରେ ୫ମଥର କ୍ଷମତାସୀନ କରାଇଛନ୍ତି। ବିଜେଡି ଏକ ରାଜନୈତିକ ଦଳ ଅପେକ୍ଷା ଏକ ଅନୁଷ୍ଠାନରେ ଏବଂ ଏହାର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ‘ବ୍ରାଣ୍ଡ’ରେ ପରିଣତ ହୋଇଛନ୍ତି। ରାଜ୍ୟବାସୀଙ୍କୁ ନିଜ ପରିବାରର ସଦସ୍ୟ ଭାବରେ ଗ୍ରହଣ କରି ସେମାନଙ୍କ ସ୍ୱାର୍ଥସାଧନ ସହ ରାଜ୍ୟର ସ୍ୱାର୍ଥ ନିମନ୍ତେ କେନ୍ଦ୍ର ସହ ଲଢ଼ିବାକୁ ନବୀନଙ୍କ ଆହ୍ୱାନକୁ ବୀଜମନ୍ତ୍ର ଭାବରେ ଗ୍ରହଣ କରିଛି ବିଜେଡି। ସମାଜର ଶେଷସ୍ଥାନରେ ଥିବା ଗରିବ ଲୋକଟିର ବିକାଶ ପାଇଁ କାର୍ୟ୍ୟ କରିବାକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନଙ୍କ ଆହ୍ୱାନକୁ କାର୍ୟ୍ୟକାରୀ କରିବା ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ଶତବାର୍ଷିକୀ ପାଳନ ବେଳକୁ ଓଡ଼ିଶାକୁ ଦେଶର ଶୀର୍ଷ ରାଜ୍ୟରେ ପରିଣତ କରିବାକୁ ନବୀନଙ୍କ ପ୍ରତିବଦ୍ଧତାକୁ ସାକାର କରିବାକୁ ଦଳର ସମସ୍ତ କାର୍ୟ୍ୟକର୍ତ୍ତା ଆଗଭର ହୋଇଛନ୍ତି।
ଓଡ଼ିଶାର ବିକାଶ, ଓଡ଼ିଆଙ୍କ ଉନ୍ନତି, ଓଡ଼ିଆ ଅସ୍ମିତାର ସୁରକ୍ଷା, ମହିଳା ସଶକ୍ତିକରଣ ନିମନ୍ତେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ଯେଉଁ ସ୍ୱପ୍ନ ଦେଖିଥିଲେ ତାହାକୁ ସାକାର କରିବାକୁ ବିଜେଡ଼ି ଲକ୍ଷ୍ୟ ରଖିଛି। ଏହାକୁ କାର୍ୟ୍ୟକାରୀ କରିବାକୁ ପ୍ରତିବଦ୍ଧ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଜାତି ସମଗ୍ର ବିଶ୍ୱରେ ସମ୍ମାନର ସହ ମୁଣ୍ଡ ଟେକି ଠିଆ ହେବ ବୋଲି ବିଜୁ ସ୍ୱପ୍ନ ଦେଖିଥିଲେ ତାହାକୁ କାର୍ୟ୍ୟକାରୀ କରିବା ଏବେ ବିଜୁ ଜନତା ଦଳର ଦାୟିତ୍ୱ ହୋଇଛି। ଯେଉଁଥିପାଇଁ ଦୁଇ ଦଶନ୍ଧି ତଳେ ଏକ ଆର୍ଥିକ ଦୁଃସ୍ଥିତି, ନିଃସମ୍ବଳ ରାଜ୍ୟ ଭାବରେ ପରିଚିତ ଓଡ଼ିଶା ଆଜି ସାରା ଦେଶରେ ସମ୍ମାନର ସହ ମୁଣ୍ଡଟେକି ଠିଆ ହୋଇ ପାରିଛି। ଅନାହାର ମୃତ୍ୟୁର ପର୍ୟ୍ୟଟନସ୍ଥଳ କଳାହାଣ୍ଡି ଆଜି ଦେଶର ଧାନକ୍ଷେତରେ ପରିଣତ ହୋଇଛି। ମହାବାତ୍ୟା ବିଧ୍ୱସ୍ତ ଓଡ଼ିଶା ଏବେ ଦେଶର ପୁଞ୍ଜିନିବେଶର ପେଣ୍ଠ ପାଲଟିଛି। ବନ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ୟ୍ୟୟ ସତ୍ୱେ ନିରନ୍ତର ବିକାଶ କ୍ଷେତ୍ରରେ ଓଡ଼ିଶା ଜାତୀୟ ହାରଠାରୁ ଉଚ୍ଚସ୍ତରରେ ପହଞ୍ଚିଛି। ରାଜ୍ୟବାସୀଙ୍କ ଆୟ ବୃଦ୍ଧି ଜାତୀୟ ହାରକୁ ଅତିକ୍ରମ କରିଛି। ବିଭିନ୍ନ ସମୟରେ କେନ୍ଦ୍ରୀୟ ଅବହେଳା, ଅନୁଦାନ ହ୍ରାସ, ଯୋଜନାର ଅଂଶ ହ୍ରାସ ସତ୍ୱେ ଗତ ୨୧ ବର୍ଷ ମଧ୍ୟରେ ନବୀନଙ୍କ ନେତୃତ୍ୱାଧୀନ ବିଜେଡି ସରକାର ପାଖାପାଖି ୧୦୦ଟି ନିଜସ୍ୱ ଯୋଜନା ପ୍ରଣୟନ କରିଛି। ଏଥିରେ ସମାଜର ତଳସ୍ତରର ଲୋକମାନେ ଉପକୃତ ହୋଇଛନ୍ତି। ୭୦ ଲକ୍ଷ ମହିଳାଙ୍କୁ ସ୍ୱାବଲମ୍ବୀ କରିବାକୁ ସକ୍ଷମ ହୋଇ ପାରିଛି।

Powered by Froala Editor

Tags Bjd

Related articles Odisha News Lens 4.1

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14752
    Mar 03, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14293
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14796
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14231
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15482
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15164
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14782
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15154
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13600
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13600
    Mar 05, 2026
  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15482
    Mar 04, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14796
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14293
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14779
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13989
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15027
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14648
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14976
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15482
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14796
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14782
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In