Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାର କମ୍ପାନୀ କାରଖାନାରୁ ‘ଆମୋନିଆ ଗ୍ୟାସ୍‌’ ଲିକ୍‌; ୧୨ ଅସୁସ୍ଥ

ସାର କମ୍ପାନୀ କାରଖାନାରୁ ‘ଆମୋନିଆ ଗ୍ୟାସ୍‌’ ଲିକ୍‌; ୧୨ ଅସୁସ୍ଥ

2023-12-27 10:55:22
16061
Share:
Facebook
Twitter
E-Mail
WhatsApp
Telegram
ସାର କମ୍ପାନୀ କାରଖାନାରୁ ‘ଆମୋନିଆ ଗ୍ୟାସ୍‌’ ଲିକ୍‌; ୧୨ ଅସୁସ୍ଥ

ଏନ୍ନୋର୍‌: ଗତରାତିରେ ତାମିଲ୍‌ନାଡୁର ଏନ୍ନୋର୍‌ସ୍ଥିତ ଏକ ଘରୋଇ ସାର କମ୍ପାନୀର କାରଖାନାରୁ ‘ଆମୋନିଆ’ ଗ୍ୟାସ୍‌ ଲିକ୍‌ ହେବାରୁ ଅସୁସ୍ଥ ହୋଇପଡ଼ିଥିବା ପ୍ରାୟ ୧୨ଜଣ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା କଥା ପୁଲିସ କହିଛି।

ଘଟଣାଟି ସାର ଉତ୍ପାଦନକାରୀ କମ୍ପାନି ‘କରମଣ୍ଡଳ ଇଣ୍ଟର୍‌ନ୍ୟାସ୍‌ନାଲ୍‌ ଲିମିଟେଡ୍‌’ରେ ଘଟିଛି। ‘ଆମୋନିଆ’ ଗ୍ୟାସ୍‌କୁ ଉକ୍ତ କମ୍ପାନି କଞ୍ଚାମାଲ୍‌ ଭାବେ ବ୍ୟବହାର କରେ।ପାଇପ୍‌ରୁ ‘ଆମୋନିଆ’ ଗ୍ୟାସ୍‌ ଲିକ୍‌ ହେଉଥିବା ଖବର ରାତି ୧୨.୪୫ରେ କମ୍ପାନିରୁ ପାଇଥିବା କଥା ସରକାରୀ ଅଧିକାରୀମାନେ କହିଛନ୍ତି। ପାଇପ୍‌ଲାଇନ୍‌ ‘ପ୍ରି-କୁଲିଙ୍ଗ୍‌’ କରାଯାଉଥିବା ବେଳେ ଗ୍ୟାସ୍‌ ଲିକ୍‌ ହୋଇଥିବା ଜଣାପଡ଼ିଛି।

ଗ୍ୟାସ୍‌ ଲିକ୍‌ ଘଟଣା ପେରିୟାକୁପ୍ପମ୍‌ ଓ ଚିନ୍ନାକୁପ୍ପମ୍‌ ଗ୍ରାମ ସମେତ ସେ ଅଞ୍ଚଳର ବାସିନ୍ଦାଙ୍କୁ ଭୟଭୀତ କରି ପକାଇଥିଲା। ଉତ୍କଟ ଗନ୍ଧ ସେମାନଙ୍କ ନାକ ରୁନ୍ଧି ପକାଇବା ସହିତ ଶ୍ବାସକ୍ରିୟାରେ ବାଧା ସୃଷ୍ଟି କରିଥିଲା। କେତେକଙ୍କୁ ଭୀଷଣ ଅଶ୍ବସ୍ତି ମଧ୍ୟ ଲାଗିଥିଲା।ଅବିଳମ୍ବେ ପୁଲିସ ଓ ଜିଲ୍ଲା ପ୍ରଶାସନ ଆମ୍ବୁଲାନ୍‌ସ୍‌ ଓ ଅନ୍ୟା ଗାଡ଼ି ବ୍ୟବସ୍ଥା କରି ସ୍ଥାନୀୟ ବାସିନ୍ଦାମାନଙ୍କୁ କମ୍ୟୁନିଟି ହଲ୍‌ ଓ ଅନ୍ୟାନ୍ୟ ସ୍ଥାନକୁ ସ୍ଥାନାନ୍ତର କରିଥିଲେ।କମ୍ପାନି ଲୋକେ ରାତାରାତି ଗ୍ୟାସ୍‌ ଲିକ୍‌ ବନ୍ଦ କରି ପରିସ୍ଥିତିକୁ ଆୟତ୍ତ କରିଥିବା କଥା ପୁଲିସ କହିଛି।

Powered by Froala Editor

Tags Gas leak

Related articles Odisha News Lens 4.1

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14438
    Oct 10, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14318
    Oct 11, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15253
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15704
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13461
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13283
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15433
    Oct 11, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15474
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14785
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14318
    Oct 11, 2026
  • ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15253
    Oct 10, 2026
  • ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13283
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14482
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14588
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15595
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14268
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16006
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15736
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15022
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14785
    Oct 09, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13283
    Oct 11, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13461
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In