Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ...

  • ଅଭିନୟ କରୁଥିଲେ ଆଜୀବନ କଏଦୀ

ଅପରାଧ
Home ›› ଅପରାଧ ››ଚା’ ମାଗିଲା ସ୍ୱାମୀ, କଇଁଚିରେ ଆଖିକୁ ଭୁସିଦେଲା ସ୍ତ୍ରୀ

ଚା’ ମାଗିଲା ସ୍ୱାମୀ, କଇଁଚିରେ ଆଖିକୁ ଭୁସିଦେଲା ସ୍ତ୍ରୀ

2023-12-28 20:16:11
19915
Share:
Facebook
Twitter
E-Mail
WhatsApp
Telegram
ଚା’ ମାଗିଲା ସ୍ୱାମୀ, କଇଁଚିରେ ଆଖିକୁ ଭୁସିଦେଲା ସ୍ତ୍ରୀ

ସ୍ବାମୀ କପେ ଚା ମାଗିବାରୁ ସ୍ତ୍ରୀ ଆଖିକୁ କଇଁଚିରେ ଭୁସି ଫେରାର୍‌ ହୋଇଯାଇଛି।  ଉତ୍ତରପ୍ରଦେଶର ବାଗପତ ଜିଲାରେ ଘଟିଥିବା ଏ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବାସ୍ତବରେ ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ଚା ’ପାଇଁ କହିଲେ କିନ୍ତୁ ଚା’ଦେବା ପରିବର୍ତ୍ତେ ପତ୍ନୀ ତାଙ୍କ ସ୍ବାମୀଙ୍କ ଆଖିକୁ ଛୁରିରେ ଭୁଷିଦେଇଥିଲେ। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ପହଞ୍ଚିବା ପୂର୍ବରୁ ଅଭିଯୁକ୍ତ ମହିଳା ଜଣଙ୍କ ଘରୁ ପଳାଇ ଯାଇଥିଲେ।

ସୂଚନା ଅନୁସାରେ, ୩ ବର୍ଷ ତଳେ ସ୍ବାମୀ ଅଙ୍କିତ ଉକ୍ତ ମହିଳାଙ୍କୁ ବିବାହ କରିଥିଲେ। କିନ୍ତୁ, ବାହାଘରର ଅଳ୍ପ କେଇ ଦିନ ପରେ ପାରିବାରିକ କଥା ନେଇ ଦୁହେଁ ସବୁବେଳେ ଝଗଡ଼ା ଲାଗୁଥିଲେ। ଘଟଣାର ତିନି ଦିନ ପୂର୍ବରୁ ଅଙ୍କିତଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ ଦାଏର କରିଥିଲେ। ତାଙ୍କୁ ମାରଧର କରୁଛନ୍ତି ବୋଲି ସେ ସ୍ବାମୀ ଅଙ୍କିତ ଓ ଶାଶୂଘରର ଅନ୍ୟ ଲୋକମାନଙ୍କ ନାଁରେ ଅଭିଯୋଗ କରିଥିଲେ।

ସେଦିନ ଅଙ୍କିତ କପେ ଚା ମାଗିବାରୁ ତାଙ୍କ ସ୍ତ୍ରୀ ରାଗିଯାଇ ଗୋଟାଏ କଇଁଚିରେ ତାଙ୍କ ଆଖିକୁ ଭୁସି ‌ପକାଇଲେ। ଚିତ୍କାର ଓ ପାଟିତୁଣ୍ଡ ଶୁଣି ଅଙ୍କିତଙ୍କ ଭାଉଜ ଓ ପିଲାମାନେ ଆସି ସେଠାରେ ହାଜର ହେଲେ। ତା’ପରେ ସେମାନେ ଫୋନ୍‌ କରି ପୁଲିସକୁ ଘଟଣା ସଂକ୍ରାନ୍ତରେ ଜଣାଇଲେ। କିନ୍ତୁ, ପୁଲିସ ଆସି ପହଞ୍ଚିବା ପୂର୍ବରୁ କ୍ଷତାକ୍ତ ଅଙ୍କିତଙ୍କୁ ଛାଡ଼ି ସ୍ତ୍ରୀ ଘଟଣାସ୍ଥଳରୁ ଫେରାର୍‌ ହୋଇଗଲେ।

Powered by Froala Editor

Tags tea

Related articles Odisha News Lens 4.1

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13665
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14000
    May 23, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13801
    May 23, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15242
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15235
    May 23, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14206
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14719
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14794
    May 24, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...
    ମନୋରଞ୍ଜନ

    ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15239
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14719
    May 24, 2026
  • ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14206
    May 24, 2026
  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14794
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15242
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14952
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14364
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14490
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15550
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15416
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13981
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15239
    May 23, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14719
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14000
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In