Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ...

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ...

Home ›› ››କେଶ ଝଡ଼ିବା ରୋକିଥାଏ ପିଆଜ ରସ

କେଶ ଝଡ଼ିବା ରୋକିଥାଏ ପିଆଜ ରସ

2023-12-29 05:34:20
15298
Share:
Facebook
Twitter
E-Mail
WhatsApp
Telegram
କେଶ ଝଡ଼ିବା ରୋକିଥାଏ ପିଆଜ ରସ

ପ୍ରତିଦିନ ମୁଣ୍ଡ କୁଣ୍ଡାଇଲେ କିଛି କିଛି କେଶ ଉପୁଡ଼ିଥାଏ ଓ କେତେକ କ୍ଷେତ୍ରରେ ବାଳ ମଧ୍ୟ ବଢ଼ିନଥାଏ। ଯାହା ଭାବି ଭାବି ଆମେ ବହୁତ ଦୁଃଖ ଅନୁଭବ କରିଥାଉ। ଆମେ ସାଧାରଣତଃ ଭାବୁ ମାନସିକ ଦୁଶ୍ଚିନ୍ତା ଯୋଗୁ କେଶ ଝଡିଥାଏ। ପ୍ରକୃତରେ ଏପରି କିଛି ହୋଇନଥାଏ ।  କେଶ ଝଡିବା ରୋକିବାକୁ ଓ କେଶ ବଢ଼ାଇବାକୁ ଆମେ ଅନେକ ପ୍ରକାର କେମିକାଲ୍ ବ୍ୟବହାର କରିଥାଉ। କିନ୍ତୁ ଏଥିରେ କେଶ ଝଡିବା ବନ୍ଦ ହୋଇ ନ ଥାଏ, ବରଂ ଅଧିକ କ୍ଷତି ହୋଇଥାଏ। ଅନେକ ସମୟରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ତେବେ ଆମ ହାତପାହାନ୍ତାରେ ଏମିତି କିଛି ଜିନିଷ ସବୁ ରହିଛି ଯାହାକୁ ଆମେ କେଶ ଝଡ଼ିବା ରୋକିବା ପାଇଁ ବ୍ୟବହାର କରିପାରିବ। ପୁଣି ସେଗୁଡ଼ିକରେ ପାଶ୍ୱପ୍ରତିକ୍ରିୟାର ବି ଭୟ ନଥାଏ।  ଯେପରିକି ପିଆଜ। ପିଆଜ ରସ କେଶ ଝଡ଼ା ରୋକିବାରେ ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ପିଆଜ ରସ କେଶର ମୂଳକୁ ଶକ୍ତ ରଖେ। ଫଳରେ କେଶ ଝଡ଼ିବା ବନ୍ଦ ହୋଇଯାଏ। ତା’ସହିତ ଏହା କେଶ ବଢ଼ିବାରେ ସାହାଯ୍ୟ କରିଥାଏ। ପୁଣି ଏହି ରସରେ କୌଣସି କେମିକାଲ ନଥାଏ । ସେଥିପାଇଁ ତାକୁ ବ୍ୟବହାର କଲେ ଆମ କେଶର ଉପରେ କିଛି ଖରାପ ପ୍ରଭାବ ପକାଇ ନ ଥାଏ। ଏଥିରୁ ଆଉ ଏକ ଉପକାର ବି ମିଳିଥାଏ।  ଏହି ରସ ବ୍ୟବହାର କରିବା ଦ୍ୱାରା ରୁପି ସମସ୍ୟା ଦୂର ହୋଇଥାଏ।

କେମିତି ବ୍ୟବହାର କରିବା

ପ୍ରଥମେ ପିଆଜ ରସକୁ କେଶର ସବୁଅଂଶରେ ଲଗାଇ ଦେବା । ଲଗାଇର  ୩୦ ମିନିଟ୍ ପରେ କେଶକୁ ସାମ୍ପୁ ଦ୍ୱାରା ଧୋଇଦେବା। ପିଆଜ ରସକୁ ଆମେ ପ୍ରତିଦିନ ମହୁ ସହିତ ମିଶାଇ କେଶରେ ଲଗାଇପାରିବା ।

Powered by Froala Editor

Tags Hair care

Related articles Odisha News Lens 4.1

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14895
    Mar 11, 2026
  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13495
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13809
    Mar 11, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15421
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14290
    Mar 11, 2026
  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ
    ଦେଶ-ଦେଶାନ୍ତର

    LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

    13721
    Mar 11, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT
    ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15185
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14157
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14821
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13809
    Mar 11, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14325
    Mar 11, 2026
  • ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14821
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13809
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15006
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14763
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15208
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15362
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15131
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14982
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14496
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14157
    Mar 11, 2026
  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13495
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13809
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In