Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୋଟିଏ ପରିବାରର ୩ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗୋଟିଏ ପରିବାରର ୩ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

2023-12-29 09:13:00
16027
Share:
Facebook
Twitter
E-Mail
WhatsApp
Telegram
ଗୋଟିଏ ପରିବାରର ୩ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଛତିଶଗଡ଼: ଏକ ସଙ୍ଗେ ଘରୁ ଉଦ୍ଧାର ହେଲା ୩ ଝୁଲନ୍ତା ମୃତଦେହ । ମୃତକମାନେ ବାପା, ମା’ ଓ ନାବାଳିକା ଝିଅ ବୋଲି ଜଣାଯାଇଛି। 

ଏପରି ଏକ ଦୁଃଖଦ ଘଟଣା ଛତିଶଗଡ଼ର ରାଜଧାନୀ ରାୟପୁରରେ ଘଟିଛି। ମୃତକମାନେ ହେଲେ ୪୮ ବର୍ଷୀୟ ଲଖନଲାଲ ସେନ, ତାଙ୍କ ପତ୍ନୀ ୪୨ ବର୍ଷୀୟା ରାନୁ ସେନ ଓ ୧୪ ବର୍ଷୀୟା ଝିଅ ପଲକ ।

ଲଖନଲାଲଙ୍କ ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ପଡ଼ୋଶୀମାନେ ସନ୍ଦେହରେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ କବାଟ ଭାଙ୍ଗି ଘରେ ପଶି ଯାହା ଦେଖିଲା ଚକିତ ହୋଇ ଯାଇଥିଲା। ଘରେ ବାପା, ମା’ ଓ ଝିଅଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ପୁଲିସ୍‌ ଦେଖିବାକୁ ପାଇଥିଲା। ତେବେ ସେମାନେ ପ୍ରାୟ ୨ ଦିନ ହେବ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ପୁଲିସ୍‌ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ଖବର ଦେଇଛି। ଲଖନଲାଲ ଜଣେ ବ୍ୟବସାୟୀଙ୍କ ନିକଟରେ ଚାକିରି କରିଥିବା ବେଳେ ହସଖୁସିରେ ତାଙ୍କ ପରିବାର ଚାଲିଥିଲା।

ତେବେ ଆତ୍ମହତ୍ୟାର କାରଣ କ’ଣ, କ’ଣ ପାଇଁ ସମଗ୍ର ପରିବାର ଏପରି ଚରମ ପଦକ୍ଷେପ ନେବାକୁ ପଛାଇଲେ ନାହିଁ ତାହା ଉପରୁ ପରଦା ହଟିନି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Powered by Froala Editor

Tags Suicide

Related articles Odisha News Lens 4.1

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15568
    Jun 10, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14285
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…
    ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13816
    Jun 10, 2025
  • ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା
    ଦେଶ-ଦେଶାନ୍ତର

    ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା

    13808
    Jun 10, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    13882
    Jun 11, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି
    ବିଶେଷ

    ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15238
    Jun 10, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14355
    Jun 11, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13698
    Jun 10, 2025
  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    13854
    Jun 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14355
    Jun 11, 2025
  • ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13698
    Jun 10, 2025
  • ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13816
    Jun 10, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16955
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15483
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14751
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14285
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13816
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15238
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16083
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16323
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14285
    Jun 11, 2025
  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    13854
    Jun 11, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15238
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In