Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

ବିଶେଷ
Home ›› ବିଶେଷ ››କିଡ୍‌ନୀକୁ ସୁସ୍ଥ ରଖେ ନଡ଼ିଆ ପାଣି

କିଡ୍‌ନୀକୁ ସୁସ୍ଥ ରଖେ ନଡ଼ିଆ ପାଣି

2023-12-30 05:26:46
16661
Share:
Facebook
Twitter
E-Mail
WhatsApp
Telegram
କିଡ୍‌ନୀକୁ ସୁସ୍ଥ ରଖେ ନଡ଼ିଆ ପାଣି

ନଡ଼ିଆ ପାଣି ଆମ ଶରୀର ପାଇଁ ହିତକାରକ। ନଡ଼ିଆ ପାଣିରେ ଖଣିଜ ଲବଣ ଭରପୂର ହୋଇଥାଏ। ନଡ଼ିଆ ପାଣି ପିଇଲେ ଆମ ଶରୀରକୁ ଶକ୍ତି ମିଳିଥାଏ। ଏହା ଆମ ଶରୀରରେ ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇଥାଏ। ଫଳରେ ଶରୀରରେ କୌଣସି ରୋଗ ହେବାର ଆଶଙ୍କା କମ୍ ହୋଇଥାଏ।   ଏହା ଆମ ଶରୀରର ମୋଟାପଣକୁ ବି ଦୂର କରିଥାଏ।  ନଡ଼ିଆ ପାଣି ପିଇବା ଦ୍ୱାରା ଆମକୁ ବାରମ୍ବାର ଭୋକ ହୋଇ ନ ଥାଏ। ବିଶେଷ କରି ସକାଳେ ନଡ଼ିଆ ପାଣି ପିଇଲେ ଶରୀର ପାଇଁ ଅଧିକ ଲାଭଦାୟକ ହୋଇଥାଏ।

ନଡ଼ିଆ ପାଣି ପିଇଲେ ଗଳଗଣ୍ଡ ଭଳି ମାରାତ୍ମକ ରୋଗ ଭଲ କରିବାରେ ସହାୟକ ହୋଇଥାଏ।  ଆମ ଶରୀରରେ କିଡ୍‌ନୀକୁ ସୁସ୍ଥ ରଖେ ନଡ଼ିଆ ପାଣି। ନଡ଼ିଆ ପାଣି ପିଇଲେ ୟୁରିନ୍ ଇନଫେକ୍ସନ୍ ଭଳି ମାରାତ୍ମକ ରୋଗ ହେବାର ଆଶଙ୍କା କମ୍ ଥାଏ।

କିଛି ଲୋକ ନଡ଼ିଆ ପାଣିରେ ଅଣ୍ଡା ଭିତରେ ଥିବା ଧଳାଅଂଶକୁ ମିଶାଇ ପିଇଥାନ୍ତି। କାରଣ ଅଣ୍ଡାର ଧଳାଅଂଶରେ ଅଧିକ ପ୍ରୋଟିନ୍ ଓ କ୍ୟାଲସିୟମ ଭରପୂର ହୋଇ ରହିଥାଏ। ନଡ଼ିଆ ପାଣିରେ ଖଣିଜ ଲବଣ ଥାଏ। ଏହାକୁ ମିଶାଇ ପିଇଲେ ଆମ ଶରୀରକୁ ଶକ୍ତି ମିଳିଥାଏ।  ନଡ଼ିଆ ପାଣି ଆମ ତ୍ୱଚା ମସୃଣ ଓ ଉଜ୍ଜଳ ରଖିଥାଏ।

Powered by Froala Editor

Tags Coconut water

Related articles Odisha News Lens 4.1

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14917
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15653
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14040
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14378
    Sep 29, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14474
    Sep 29, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15474
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14371
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13411
    Sep 30, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14841
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13411
    Sep 30, 2026
  • ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15474
    Sep 30, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14841
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14917
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13975
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15720
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15286
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14660
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14171
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14330
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15474
    Sep 30, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14917
    Sep 29, 2026
  • ଭାରତରେ ‘Apple Pay’ ପ୍ରବେଶ

    14371
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In