ଦୁର୍ବୁତ୍ତଙ୍କ ଛୁରାମାଡ଼ରେ ଯୁବକ ଗୁରୁତର
ବାଲେଶ୍ବର: ଦୁର୍ବୁତ୍ତଙ୍କ ଛୁରାମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସହଦେବ ଖୁଣ୍ଟାଥାନା ତେଲଙ୍ଗା ସାହିରୁ ଫେରିବାବେଳେ ଯୁବକଙ୍କୁ ଛୁରାମାଡ଼ କରାଯାଇଥିଲା। ଛୁରାମାଡ଼ରେ ଯୁବକ ଜଣକ ଗୁରୁତର ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବାବେଳେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି।
Powered by Froala Editor