Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››ନୂଆ ବର୍ଷରେ ଜୁନିଅର ଏନଟିଆରଙ୍କ ଭେଟି

ନୂଆ ବର୍ଷରେ ଜୁନିଅର ଏନଟିଆରଙ୍କ ଭେଟି

2024-01-01 20:09:56
16975
Share:
Facebook
Twitter
E-Mail
WhatsApp
Telegram
ନୂଆ ବର୍ଷରେ ଜୁନିଅର ଏନଟିଆରଙ୍କ ଭେଟି

ନୂଆ ବର୍ଷ ଅବସରରେ 'ଦେବରା'ର ନୂଆ ପୋଷ୍ଟର ଶେୟାର କରି ଟିଜର ରିଲିଜ୍‌ ତାରିଖ ଘୋଷଣା କରିଛନ୍ତି ଜୁନିଅର ଏନଟିଆର । 'ଦେବରା' ବଲିଉଡ଼ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ପ୍ରଥମ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର। ଏହି ଫିଲ୍ମ ମାଧ୍ୟମରେ ସେ ପ୍ରଥମ ଥର ପାଇଁ ଜୁନିଅର ଏନଟିଆରଙ୍କ ସହ କାମ କରିବେ।

ରିପୋର୍ଟ ମୁତାବକ, 'ଦେବରା' ଏକ ବଡ଼ ବଜେଟ୍‌ ଚଳଚ୍ଚିତ୍ର। ନିର୍ମାତା ଏହାର ଭିଏଫଏକ୍ସରେ ୧୪୦ କୋଟି ଟଙ୍କା ଖର୍ଚ୍ଚ କରିଥିବା କୁହାଯାଉଛି। 'ଆରଆରଆର' ଭଳି ଏହି ତେଲୁଗୁ ଚଳଚ୍ଚିତ୍ରରେ ଜବରଦସ୍ତ ଆକ୍ସନ ଦୃଶ୍ୟ ରହିବ। ଏଥିରେ ସୈଫ୍‌ ଅଲୀ ଖାନ ଓ ରାମ୍ୟା କୃଷ୍ଣାଙ୍କ ଭଳି ଅନ୍ୟ କଳାକାର ଅଭିନୟ କରିଛନ୍ତି। କୋରାତାଲା ଶିବାଙ୍କ ଦ୍ବାରା ନିର୍ଦେଶିତ ଏହି ଚଳଚ୍ଚିତ୍ର ଚଳିତ ବର୍ଷ ଏପ୍ରିଲ ୫ ତାରିଖରେ ମୁକ୍ତିଲାଭ କରିବ।

ଜୁନିଅର ଏନଟିଆର ନୂଆ ପୋଷ୍ଟର ଶେୟାର କରି କହିଛନ୍ତି ଯେ, 'ଦେବରା'ର ପ୍ରଥମ ଝଲକ୍‌ ଜାନୁଆରୀ ୮, ୨୦୨୪ରେ ସାମ୍ନାକୁ ଆସିବ। ପୋଷ୍ଟରରେ ଅଭିନେତା ସମୁଦ୍ର ମଝିରେ ଏକ ଡଙ୍ଗାରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ସେ କଳା ପ୍ୟାଣ୍ଟ ଓ ମେରୁନ୍‌ ରଙ୍ଗର ସାର୍ଟ ପିନ୍ଧିଛନ୍ତି। ଏଥିସହ ସେ ନିଜ ପ୍ରଶଂସକମାନଙ୍କୁ ନୂତନ ବର୍ଷର ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି।



Powered by Froala Editor

Tags devara

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14324
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15866
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13431
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14139
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15667
    May 29, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14485
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15101
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14598
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15789
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15789
    May 29, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14612
    May 30, 2026
  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14139
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17565
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14485
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14598
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14324
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15339
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14918
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14324
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13431
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15866
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In