Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ...

  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ...

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ...

  • ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

  • ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ...

  • ପୋଷ୍ଟ ଭାଇରାଲ, ବିସ୍ଫୋରଣ ପାଇଁ ଦାୟୀ ...

ରାଜ୍ୟ
Home ›› ରାଜ୍ୟ ››ଶନିବାରରୁ ଟିକାକରଣ ବନ୍ଦ ହେବ, ଏମିତି କାହିିଁକି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଜାଣନ୍ତୁ?

ଶନିବାରରୁ ଟିକାକରଣ ବନ୍ଦ ହେବ, ଏମିତି କାହିିଁକି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଜାଣନ୍ତୁ?

2021-04-08 08:14:20
14066
Share:
Facebook
Twitter
E-Mail
WhatsApp
Telegram
ଶନିବାରରୁ ଟିକାକରଣ ବନ୍ଦ ହେବ, ଏମିତି କାହିିଁକି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଜାଣନ୍ତୁ?
ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଓଡ଼ିଶାରେ ଶନିବାରରୁ ଟିକାକରଣ ବନ୍ଦ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ରାଜ୍ୟରେ ଟିକାକରଣ ଲାଗି ଦିନକୁ ୨.୫ ଲକ୍ଷ ଟିକା ଦରକାର। ଓଡ଼ିଶାରେ ମାତ୍ର ୦.୫ ଟିକା ନଷ୍ଟ ହୋଇଛି। ୧୦ ଦିନ ପାଇଁ ଆମକୁ ୧୫ ଲକ୍ଷ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି। ହେଲେ ଏ ଯାଏ ଟିକା ଆସିନି। ଆଜି ସନ୍ଧ୍ୟା ସୁଦ୍ଧା ନ ଆସିଲେ ଶନିବାରରୁ ବନ୍ଦ ହେବ ଟିକାକରଣ। ଆଜି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଭିତରେ ଆଲୋଚନା ଅଛି । ଆଶା କରୁଛି ଯେ ମୁଖ୍ୟମନ୍ତ୍ରୀ ଟିକା ଦେବା ପାଇଁ ଦାବି କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସଂକ୍ରମଣ ବୃଦ୍ଧି ପାଉଥିବା ରାଜ୍ୟରୁ ଓଡ଼ିଶା ଆସୁଥିବା ଲୋକମାନଙ୍କର ଆରଟିପିସିଆର୍ ଟେଷ୍ଟିଂ କରାଯିବ। ଆରଟିପିସିଆର ଟେଷ୍ଟ ରିପୋର୍ଟ ନଥିଲେ ୭ ଦିନ ହୋମ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି । । ପଶ୍ଚିମବଙ୍ଗ ଫେରନ୍ତାଙ୍କର ବି ପରୀକ୍ଷା ହେବ। ସଂକ୍ରମଣ ବଢ଼ୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆସରିଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
Tags corona vaccine

Related articles Odisha News Lens 4.1

  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ
    ମନୋରଞ୍ଜନ

    ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14525
    Nov 12, 2025
  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ
    ମନୋରଞ୍ଜନ

    କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

    14270
    Nov 12, 2025
  •  ପୋଷ୍ଟ ଭାଇରାଲ, ବିସ୍ଫୋରଣ ପାଇଁ ଦାୟୀ ବୋଲି ଦାବି କରିଛି ପାକିସ୍ତାନୀ ସଂଗଠନ ...
    ଦେଶ-ଦେଶାନ୍ତର

    ପୋଷ୍ଟ ଭାଇରାଲ, ବିସ୍ଫୋରଣ ପାଇଁ ଦାୟୀ ବୋଲି ଦାବି କରିଛି ପାକିସ୍ତାନୀ ସଂଗଠନ ...

    15773
    Nov 11, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି
    ବିଶେଷ

    ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14594
    Nov 13, 2025
  •  ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୩କୋଟି ୭୦ଲକ୍ଷ ଭୋଟର
    ଦେଶ-ଦେଶାନ୍ତର

    ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୩କୋଟି ୭୦ଲକ୍ଷ ଭୋଟର

    14351
    Nov 11, 2025
  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ
    ମନୋରଞ୍ଜନ

    ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    13970
    Nov 12, 2025
  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌
    ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14402
    Nov 12, 2025
  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା
    ମନୋରଞ୍ଜନ

    ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14547
    Nov 12, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ
    ବିଶେଷ

    ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13715
    Nov 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14525
    Nov 12, 2025
  • ଦେଶ-ଦେଶାନ୍ତର

    ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୩କୋଟି ୭୦ଲକ୍ଷ ଭୋଟର

    14351
    Nov 11, 2025
  • ବିଶେଷ

    ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14594
    Nov 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16846
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16945
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17290
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15761
    Apr 03, 2021

ବିଶେଷ

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13715
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14594
    Nov 13, 2025
  • ଭୃସଙ୍ଗ ପତ୍ରର ଚମତ୍କାରିତା

    13702
    Nov 11, 2025
  • ସକାଳ ଜଳଖିଆରେ ଖାଆନ୍ତୁ ଏହିସବୁ ଖାଦ୍ୟ

    14344
    Nov 11, 2025
  • ବ୍ଲାକ୍‌ ହେଡ୍ସ ଦୂର କରିବ ଲେମ୍ବୁ ଓ ଲୁଣ

    15640
    Nov 10, 2025

ବାଣିଜ୍ୟ

ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

-    ବ୍ୟାଙ୍କିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ ନିବେଶ କରୁଥିବା ଏକ ଖୋଲା-ସମ୍ପନ୍ନ ଇକ୍ୱିଟି ଯୋଜନା

-    ଏହି ପାଣ୍ଠି ବ୍ୟାଙ୍କିଂ, ଅଣ-ବ୍ୟାଙ୍କିଂ ଆର୍ଥିକ କମ୍ପ ...

  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14281
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13947
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15020
    Oct 13, 2025
  • ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

    15885
    Sep 26, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିହାରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୩କୋଟି ୭୦ଲକ୍ଷ ଭୋଟର

    14351
    Nov 11, 2025
  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14402
    Nov 12, 2025
  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

    14270
    Nov 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In