ଆସନ୍ତାକାଲି ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ତା ୦୩.୦୧.୨୦୨୪ ରିଖ ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Powered by Froala Editor