ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା, ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ
କଟକ: ଓଡ଼ିଶା ହାଇକୋର୍ଟରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା ଏକ ନୂଆ ମୋଡ଼ ନେଇଛି। ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ। ମାର୍ଚ୍ଚ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
Powered by Froala Editor