Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ ...

  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ...

  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ...

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ...

  • ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ...

  • ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ...

Home ›› ››ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୋରେନଙ୍କ ପତ୍ନୀ !

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୋରେନଙ୍କ ପତ୍ନୀ !

2024-01-02 19:47:45
14000
Share:
Facebook
Twitter
E-Mail
WhatsApp
Telegram
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୋରେନଙ୍କ ପତ୍ନୀ !

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌।  ତାଙ୍କ ପତ୍ନୀ କଳ୍ପନା ସୋରେନ୍‌ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବ। ଏଭଳି କିଛି ଚର୍ଚ୍ଚା ଏବେ ଜୋର ଧରିଛି। ମନି ଲଣ୍ଡରିଂ ମାମଲାରେ ଫସିଥିବା ହେମନ୍ତ ସୋରେନଙ୍କୁ କୌଣସି ମୂହୁର୍ତ୍ତରେ ଗିରଫ କରିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ବାରମ୍ବାର ସମନ ପଠାଯିବା ପରେ ସେ ହାଜର ହେଉନଥିବାରୁ ଏହି ଚର୍ଚ୍ଚା ଆରମ୍ଭ ହୋଇଛି।

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ଏହା ପରେ ବିଜେପି ସାଂସଦ ନୀଶିକାନ୍ତ ଦୁବେ ହେମନ୍ତ ସୋରେନ୍‌ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଓ ତାଙ୍କ ପତ୍ନୀ କଳ୍ପନା ଶାସନ ଭାର ସମ୍ଭାଳିବେ ବୋଲି ଦାବି କରିଛନ୍ତି।

ପତ୍ନୀଙ୍କ ହାତରେ ରାଜ୍ୟର ଦାୟିତ୍ବ ହସ୍ତାନ୍ତର କରିବା ନେଇ ହେଉଥିବା କଳ୍ପନାଜଳ୍ପନାକୁ ଖାରଜ କରି ସେ କହିଛନ୍ତି ଯେ, “ବିଜେପି ଦ୍ୱାରା ମିଥ୍ୟା ପ୍ରଚାର କରାଯାଉଛି। ମୋ ପତ୍ନୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ବିଜେପି ଏବେ କହିବୁଲୁଛି। ମୁଁ ମୋ ପତ୍ନୀଙ୍କୁ କ୍ଷମତା ଦେଇ ଜେଲ ଯିବି ବୋଲି ବିଜେପି ମିଥ୍ୟା ପ୍ରଚାର କରୁଛି।”

ସୂଚନା ଅନୁଯାୟୀ, ଦୁର୍ନୀତି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଗିରଫ କରିପାରେ ବୋଲି ହେମନ୍ତ ସୋରେନ୍‌ ଭୟ କରୁଛନ୍ତି। ତେଣୁ ସେ ନିଜ ପତ୍ନୀଙ୍କୁ ମୁଖ୍ୟମନ୍ତ୍ରୀ ଆସନ ହସ୍ତାନ୍ତର କରିବାକୁ ଯୋଜନା କରୁଥିବା ଦାବି କରାଯାଉଛି।

Powered by Froala Editor

Tags soren

Related articles Odisha News Lens 4.1

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13908
    Feb 20, 2026
  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ
    ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13669
    Feb 20, 2026
  • ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ: ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ...
    ଦେଶ-ଦେଶାନ୍ତର

    ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ: ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ...

    15557
    Feb 19, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14299
    Feb 20, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ଭାବରେ ଆଗାମୀ ସାତ ବର୍ଷ ମଧ୍ୟରେ ୧୦ ଲକ୍ଷ ...
    ଦେଶ-ଦେଶାନ୍ତର

    ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ଭାବରେ ଆଗାମୀ ସାତ ବର୍ଷ ମଧ୍ୟରେ ୧୦ ଲକ୍ଷ ...

    14473
    Feb 19, 2026
  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି
    ଅପରାଧ

    ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି

    14088
    Feb 20, 2026
  • ଏପଷ୍ଟିନ୍‌ ଲିଙ୍କ୍‌,  ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ
    ଦେଶ-ଦେଶାନ୍ତର

    ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14221
    Feb 20, 2026
  • ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ରେକର୍ଡ
    ଦେଶ-ଦେଶାନ୍ତର

    ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ରେକର୍ଡ

    14165
    Feb 19, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15395
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ରେକର୍ଡ

    14165
    Feb 19, 2026
  • ଦେଶ-ଦେଶାନ୍ତର

    ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ: ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି

    15557
    Feb 19, 2026
  • ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13669
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17345
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17411
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17757
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16231
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13908
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15140
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15867
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15881
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16298
    Feb 13, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14956
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14470
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16077
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15362
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14221
    Feb 20, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13908
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15395
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In