Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››ବ୍ୟାଙ୍କରେ ଆକାଉଣ୍ଟ ଥିବା ଲୋକ ନିଶ୍ଚିତ ଜାଣନ୍ତୁ ଏହିକଥା

ବ୍ୟାଙ୍କରେ ଆକାଉଣ୍ଟ ଥିବା ଲୋକ ନିଶ୍ଚିତ ଜାଣନ୍ତୁ ଏହିକଥା

2024-01-03 10:57:49
15368
Share:
Facebook
Twitter
E-Mail
WhatsApp
Telegram
ବ୍ୟାଙ୍କରେ ଆକାଉଣ୍ଟ ଥିବା ଲୋକ ନିଶ୍ଚିତ ଜାଣନ୍ତୁ ଏହିକଥା

ନୂଆଦିଲ୍ଲୀ:  ଯଦି ଆପଣଙ୍କର କୌଣସି ବ୍ୟାଙ୍କରେ ଆକାଉଣ୍ଟ ରହିଛି ତାହା ନିଷ୍କ୍ରିୟ ଅବସ୍ଥାରେ ରହିଛି ସେମାନଙ୍କୁ ରିଜର୍ଭ ବ୍ୟାଙ୍କ ତରଫରୁ ବଡ ଆଶ୍ୱସ୍ଥି ପ୍ରଦାନ କରାଯାଇଛି । ରିଜର୍ଭ ବ୍ୟାଙ୍କ କହିଛି କି ନିଷ୍କ୍ରିୟ ପଡିଥିବା ବ୍ୟାଙ୍କ ଆକାଉଣ୍ଟରେ ସର୍ବନିମ୍ନ ଜମା ନଥିଲେ ବି ବ୍ୟାଙ୍କ ଆଉ ଜରିମାନା ଆଦାୟ କରିପାରିବ ନାହିଁ ।

ରିଜର୍ଭ ବ୍ୟାଙ୍କ କହିଛି କି, ଯଦି ଆପଣ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଦୁଇବର୍ଷ ଧରି କୌଣସି କାରବାର କରୁନାହାଁନ୍ତି ଓ ଆପଣଙ୍କ ଆକାଉଣ୍ଟ ନିଷ୍କ୍ରିୟ ହୋଇଯାଇଛି ତେବେ ବି ଆପଣଙ୍କ ବ୍ୟାଙ୍କ ମିନିମମ୍ ବା ସର୍ବନିନ୍ନ ଜମା ନାମରେ ଆପଣଙ୍କ ଠାରୁ ଜରିମାନା ଆଦାୟ କରିପାରିବ ନାହିଁ । କେବଳ ସେତିକି ନୁହେଁ ସ୍କଲାରସିପ୍ ରାଶି କିମ୍ବା ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର ପାଇଁ ଖୋଲା ଯାଇଥିବା ବ୍ୟାଙ୍କ ଆକାଉଣ୍ଟରେ ସର୍ବନିମ୍ନ ଜମା ନଥିଲେ ବ୍ୟାଙ୍କ ଜରିମାନା ଲଗାଇ ପାରିବ ନାହିଁ । ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ ସମସ୍ତ ବ୍ୟାଙ୍କକୁ ଏକ ନୋଟିସ୍ ଜାରି କରିଛି ।


ସେପଟେ ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ମୁତାବକ ଯଦି ଆପଣଙ୍କ ଖାତାରେ କିଛି ଟଙ୍କା ରହିଛି ତେବେ ବ୍ୟାଙ୍କ ଉକ୍ତ ଜମାରାଶି ଉପରେ ଲଗାତର ସୁଧ ପ୍ରଦାନ କରିବ । ଆକାଉଣ୍ଟ ନିଷ୍କ୍ରିୟ ହୋଇଥିଲେ ବି ଗ୍ରାହକ ଜମାରାଶି ଉପରେ ସୁଧ ପାଇପାରିବ ।ରିଜର୍ଭ ବ୍ୟାଙ୍କ ତରଫରୁ ବ୍ୟାଙ୍କରେ ପଡିରହିଥିବା ଅଣ ଅଧିକାରୀ ଖାତା ଓ ଦାବି କରୁଥିବା ଖାତାରେ ଥିବା ରାଶି କମ୍ କରିବାକୁ ଏଭଳି ପଦକ୍ଷେପ ନେଇଛନ୍ତି । ଆରବିଆଇ ତା’ର ସକ୍ୟୁଲାରରେ କହିଛି କି, ଏହି ନିର୍ଦ୍ଦେଶ ପରେ ବ୍ୟାଙ୍କରେ ପଡିଥିବା ଅଣ ଅଧିକାରୀ ରାଶି ନିଶ୍ଚିତ ଭାବେ କମ୍ ହେବ । ଅନ୍ୟପଟେ ଯେତେବେଳେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟ ନିଷ୍କ୍ରିୟ ହୋଇଯିବ ସେତେବେଳେ ବ୍ୟାଙ୍କ ତରଫରୁ ଆପଣଙ୍କୁ ମେସେଜ, ଚିଠି କିମ୍ବା ଇ-ମେଲ ମାଧ୍ୟମରେ ସୂଚିତ କରିବା ବାଧ୍ୟତାମୂଳକ ।

Powered by Froala Editor

Tags Bank account

Related articles Odisha News Lens 4.1

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14863
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15196
    Mar 05, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14154
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13618
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13375
    Mar 07, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14698
    Mar 05, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14063
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14096
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15176
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14154
    Mar 07, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15176
    Mar 05, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13375
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14063
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14698
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15165
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14373
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15070
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13618
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13375
    Mar 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14063
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In